-+91-9937148622 |

prerana_bgr@rediffmail.com |

  Tuesday 7th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||     

HOME   ଜିଲ୍ଲା

ପାଟଣା ମହାରାଜା ରାଜେନ୍ଦ୍ର ନାରାୟଣ ସିଂହ ଦେଓ ସ୍ମୃତି କମଟି ଆନୁକୁଲ୍ୟରେ ରାଜର୍ଷି ପାଟଣା ମହାରାଜା ତଥା ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ରାଜେନ୍ଦ୍ର ନାରାୟଣ ସିଂହ ଦେଓଙ୍କ ୧୦୯ ତମ ଜୟନ୍ତୀ ପାଳନ

31-Mar-2021



ବଲାଙ୍ଗିର,(ପ୍ରେରଣା ଖବର)- ପାଟଣାମହାରାଜ ସ୍ମୃତି କମିଟି ଆନୁକୁଲ୍ୟରେ ରାଜଶ୍ରୀ ପାଟଣା ମହାରାଜା ତଥା ଓଡିଶାର ପୁର୍ବତନ ମୁଖ୍ୟମନ୍ତ୍ରୀ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କର ୧୦୯ ତମ ଜୟନ୍ତୀ ପାଳନ ହୋଇଥିଲା । ସ୍ମୃତି କମିଟି ସଦସ୍ୟ ଓ ସଦସ୍ୟାମାନେ ରାଜେନ୍ଦ୍ର ପାର୍କରେ ଥିବା ପାଟଣା ମହାରାଜାଙ୍କ ପ୍ରତିମୁତ୍ତି ନିକଟରେ ପ୍ରଦୀପ ପ୍ରଜ୍ଜଳନ କରି ପୁଷ୍ପାଞ୍ଜଳୀ ଓ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ସ୍ମୃତି କମିଟିର ଅଧ୍ୟକ୍ଷ ଶରତ ଚନ୍ଦ୍ର ମିଶ୍ର, ସମ୍ପାଦକ ରାଜେନ୍ଦ୍ର ପାଣିଗ୍ରାହୀ, ଉପଦେଷ୍ଟା ବରିଷ୍ଠ ସାମ୍ବାଦିକ ସତ୍ୟନାରାୟଣ ବେହେରା, ଉପଦେଷ୍ଟା କବି ସନ୍ଦିପ କୁମାର କୁଅଁର ପ୍ରମୁଖ ପାଟଣା ମହାରାଜାଙ୍କ ସ୍ମୃତି ଚାରଣ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ରଜତ ପାଣିଗ୍ରାହୀ, ସ୍ୱୟସିଂଦ୍ଧା ହୋତା, ସୌଦାମିନୀ ଥାର୍ଟି, ଲିଙ୍ଗରାଜ ଜୁଏଡ, ସୁମନ ଭାଟି, ତାଗିର ମହମ୍ମଦ, ଜାଗ୍ରତ ପାଣିଗ୍ରାହୀ ପ୍ରମୁଖ ଜୟନ୍ତୀ ସମାରୋହରେ ଯୋଗଦେଇଥିଲେ । ପରେ କଲେଜ ଛକରେଥିବା ପାଟଣା ମହାରାଜାଙ୍କ ପ୍ରତିମୁତ୍ତି ନିକଟରେ ପ୍ରଦୀପ ପ୍ରଜ୍ଜଳନ କରି ସ୍ମୃତି କମିଟି ସଦସ୍ୟ ଓ ସଦସ୍ୟାମାନେ ପୁଷ୍ପମାଲ୍ୟ ଓ ପୁଷ୍ପାଞ୍ଜଳୀ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026

You Might Also Like