-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର: ଟାଉନ ହାଇସ୍କୁଲ ର ହିନ୍ଦୀ ଶିକ୍ଷକଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

01-Apr-2021



ବଲାଙ୍ଗୀର(ପ୍ରେରଣା ଖବର): ଗତକାଲି ଟାଉନ ହାଇସ୍କୁଲର ସର୍ବପୁରାତନ ଶିକ୍ଷକ  ତ୍ରିଲୋଚନ ମହାପାତ୍ର ଅବସର ଗ୍ରହଣ କରିଛନ୍ତି। ଟାଉନ ହାଇସ୍କୁଲର ହିନ୍ଦୀ ଶିକ୍ଷକ ଭାବେ ଫଟାବାହାଲ ଗ୍ରାମର ବାସୀନ୍ଦା ତ୍ରିଲୋଚନ ମହାପାତ୍ର ୨୦. ୧୧. ୧୯୮୭ ମସିହାରେ  ଶିକ୍ଷକତା ଜୀବନ ଆରମ୍ଭ କରି  ସେ ଅନେକ ଛାତ୍ରଙ୍କୁ ଗୁଣାତ୍ମକ ଶିକ୍ଷା ଯୋଗାଇ ଉଚିତ ମାର୍ଗଦର୍ଶନ କରାଇଛନ୍ତି। ଶ୍ରୀ ମହାପାତ୍ର ହିନ୍ଦୀ ଶିକ୍ଷକ ଭାବେ ଛାତ୍ରଙ୍କ ପାଇଁ ପ୍ରେରଣାର ଉତ୍ସ ସାଜିଥିଲେ। ତାଙ୍କ କାର୍ଯ୍ୟକାଳରେ ସେ ଛାତ୍ରଙ୍କୁ ସଦାସର୍ବଦା ଉଚ୍ଚଶିକ୍ଷା ଦେବାପାଇଁ ତପ୍ତରତା ରହୁଥିଲେ।ଶ୍ରୀ ମହାପାତ୍ର ଜଣେ କର୍ତବ୍ୟନିଷ୍ଠ,ମେଳାପୀ ଓ ପରୋପକାରୀ ବ୍ୟକ୍ତି ଭାବେ ଖୁବ ଜଣାଶୁଣା ଥିଲେ l ଗତକାଲି ତାଙ୍କ ଶିକ୍ଷକତାର ଶେଷ ଦିନ ରହିଥିଲା ଏବଂ ଏହି ଅବସରରେ ଟାଉନ ହାଇସ୍କୁଲର ପ୍ରଧାନ ଶିକ୍ଷୟତ୍ରୀଙ୍କ ତତ୍ୱାବଧାନରେ ସମସ୍ତ ଶିକ୍ଷକ, ଶିକ୍ଷିକାଙ୍କ ଉପସ୍ଥିତିରେ ଶ୍ରୀ ମିଶ୍ର ଙ୍କୁ ଭବ୍ୟପୂର୍ଣ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା ଏବଂ ୨୪ ବର୍ଷ କାଳ ନିୟମିତ ନିଜ ଶିକ୍ଷକତା କାର୍ଯ୍ୟକାଳରେ  କର୍ତ୍ତବ୍ୟନିଷ୍ଠ ଭାବେ ଦାଇତ୍ୱ ତୁଲାଇଥିବା ବିଷୟରେ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ନିଜର ସ୍ମୃତିଚାରଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026

You Might Also Like