-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର : ପୋଲିସ ପ୍ରଶାସନ ର ୮୬ ତମ ପ୍ରତିଷ୍ଠା ଦିବସ 

01-Apr-2021



ବଲାଙ୍ଗୀର(ପ୍ରେରଣା ଖବର) ମନୋହରପୁର ରିଜର୍ଭ ପୋଲିସ ପ୍ୟାରେଡ୍ ପଡ଼ିଆଠାରେ ଜିଲ୍ଲା ପୋଲିସ ପ୍ରଶାସନ ର ୮୬ ତମ ପ୍ରତିଷ୍ଠା ଦିବସ ମହା ସମାରୋହ ରେ ପାଳିତ ହୋଇଯାଇଛି।ତେବେ ଆଜିର ଏପ୍ରିଲ ୧ ତାରିଖ  ରେ ସମଗ୍ର  ଓଡ଼ିଶା ପୋଲିସ ତାର ସ୍ୱତନ୍ତ୍ର ପରିଚୟ ପାଇ ଥିଲା ଯାହାକୁ ନେଇ ଆଜିର ଦିନକୁ ସମଗ୍ର ଓଡ଼ିଶାରେ ଏପ୍ରିଲ ଏକ ତାରିଖ କୁ ପୋଲିସ ପ୍ରଶାସନର ପ୍ରତିଷ୍ଠା ଦିବସ ଭାବେ ପାଳନ କରିଆସୁଛି।ତେବେ ଚଳିତ ବର୍ଷ ମଧ୍ୟ ବଲାଙ୍ଗୀର ପୋଲିସ ପ୍ରଶାସନ ଏପ୍ରିଲ ଏକ ତାରିଖ କୁ ୮୬ତମ ପ୍ରତିଷ୍ଠା ଦିବସ ପାଳନ କରିଛି।ତେବେ ଆଜିର ଏହି ଅଵସରରେ  ବଲାଙ୍ଗୀର ପୋଲିସ ଅଧ୍ୟକ୍ଷ ଶ୍ରୀ ନିତିନ କୁସଲଲକର ରିଜର୍ଵ ପୋଲିସ ପ୍ୟାରେଡ୍ ପଡ଼ିଆ ଠାରେ ହୋଇଥିବା ୮୬ତମ ପ୍ରତିଷ୍ଠା ଦିବସ ରେ ଯୋଗ ଦେଇ ପୋଲିସ ପ୍ରଶାସନ ଦ୍ୱାରା ଆୟୋଜିତ ହୋଇଥିବା ପ୍ୟାରେଡ୍ ନିରୀକ୍ଷଣ କରିବା ସହ ନିଜ ଅଭିବାଦନ ରଖିଥିଲେ।ଯେଉଁଥିରେ ପୋଲିସ ଏପିଆର,ପୋଲିସ କନେଷ୍ଟବଳ, ବେଣ୍ଟ ପାର୍ଟି, ଯୋଗଦାନ କରି ଉତ୍ତମ ପ୍ୟାରେଡ୍ ପଦର୍ଶନ କରିଥିଲେ। ସେପଟେ ବଲାଙ୍ଗୀର ଆରକ୍ଷୀ ଅଧକ୍ଷ ଶ୍ରୀ ନିତିନ କୁଶଳକର  ନିଜ ଅଭିଭାଷଣ ରେ ପୋଲିସ ପ୍ରଶାସନର ୮୬ ତମ ପ୍ରତିଷ୍ଠା ଦିବସର ସ୍ମୃତି ଚାରଣ କରିବା ସହ ମହାମହିମ ରାଜ୍ୟପାଳ ଓ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଓଡ଼ିଶା ପୋଲିସ ପ୍ରତି ଦେଇଥିବା ଶୁଭେଛା ବାର୍ତ୍ତା

କୁ ନିଜ ଅଭିବାଦନ ମାଧ୍ୟମରେ ପ୍ରକାଶ କରିଥିଲେ। ସେପଟେ ଏହି ପରିପ୍ରେକ୍ଷୀରେ ପୋଲିସ ପ୍ରଶାସନ ର କିଛି କତୃବୃନ୍ଦ ତଥା କାର୍ଯ୍ୟରତ କର୍ମଚାରୀ ଙ୍କୁ ତାଙ୍କ ଦକ୍ଷତା ଓ କର୍ତ୍ତବ୍ୟ ପରାୟଣତାକୁ ଦୃଷ୍ଟି ରେ ରଖି କିଛି ଆର୍ଥିକ ସହାୟତା ଓ ମାନପତ୍ର ଦେଇ ସମ୍ମାନିତ କରିଥିଲେ ଆରକ୍ଷୀ ଅଧକ୍ଷ ଶ୍ରୀ କୁଶଳକର।ତେବେ ୮୬ ତମ ପ୍ରତିଷ୍ଠା ଦିବସ ଅବସରରେ ସହର ର କିଛି ବୁଦ୍ଧିଜୀବୀ ପ୍ରଶାସନିକ ଅଧିକାରୀଙ୍କ ସହ ଗଣମାଧମର ପ୍ରତିନିଧି ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026

You Might Also Like