-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||     

HOME   ଜିଲ୍ଲା

ଜୀବନ ସାରା ସାଥୀ ହେବାକୁ ହାତ ଧରିଥିଲା ସ୍ୱାମୀ , ସାମାନ୍ୟ କଳହ ପାଇଁ ସେହି ହାତରେ ଚିପିଦେଲା ସ୍ତ୍ରୀର ତଣ୍ଟି

01-Apr-2021



ଭଞ୍ଜନଗର (ପ୍ରେରଣା ଖବର ବ୍ୟୁରୋ) : ସାତ ଜନମକୁ ସାକ୍ଷୀ ରଖି ଧରିଥିଲା ହାତ । ଆଉ ଏବେ ସେହି ହାତରେ ନେଇଗଲା ସ୍ତ୍ରୀର ଜୀବନ । ସ୍ତ୍ରୀକୁ ତଣ୍ଟି ଚିପି ସ୍ୱାମୀ ହତ୍ୟା କରିଥିବାର ଅଭିଯୋଗ ଆସିଛି । ତାହା ପୁଣି ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ସୋରିଷବିଲି ଗାଁର ଘଟଣା ଏପରି ଅଭାବନୀୟ ଘଟଣା ।

ଖବର ଅନୁଯାୟୀ, ବଡ଼ଗଡ଼ ଗାଁର ରିଙ୍କି ସ୍ୱାଇଁଙ୍କ ସୋରିଷବିଲି ଗାଁର ଧରିନ୍ଦ୍ର ସ୍ୱାଇଁଙ୍କୁ ବିବାହ କରିଥିଲେ । ବିବାହକୁ ପ୍ରାୟ ଦେଢ ବର୍ଷ ବିତିଯାଇଥିଲେ ମଧ୍ୟ ସ୍ୱାମୀ ଓ ସ୍ତ୍ରୀ ମଧ୍ୟରେ ପ୍ରତିଦିନ ଝଗଡ଼ା ଲାଗିରହୁଥିଲା । ପାରିବାରିକ ସମସ୍ୟ ନେଇ କଳହ ଲାଗି ରହିଥିଲା । ଯାହାର ପରିଣତି ବୁଧବାର ବିଳମ୍ବିତ ରାତିରେ ଘଟିଛି ।

ବିଳମ୍ବିତ ରାତିରେ ଉଭୟଙ୍କ ମଧ୍ୟରେ କଳହ ଲାଗିଥିଲା । ଶେଷରେ ସ୍ୱାମୀ ନିଜ ସ୍ତ୍ରୀର ତଣ୍ଟି ଚିପି ହତ୍ୟା କରିଦେଇଛି ବୋଲି ଝିଅର ପରିବାର ଲୋକେ ଅଭିଯୋଗ କରିଛନ୍ତି । ଏନେଇ ଥାନାରେ ଏତଲା ମଧ୍ୟ କରାଯାଇଛି । ଅଭିଯୋଗ ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଂ ପଠାଇଛି । ସେପଟେ ପୋଲିସ ମୃତକଙ୍କ ସ୍ୱାମୀଙ୍କୁ ଥାନାରେ ଅଟକ ରଖି ତଦନ୍ତ ଜାରି ରଖିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026

You Might Also Like