-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||     

HOME   ଜିଲ୍ଲା

ରମାଦେବୀ ବିଶ୍ୱବିଦ୍ୟାଳୟ ଅଧ୍ୟାପିକା କରୋନା ପଜିଟିଭ୍ ହେବା ଘଟଣା, ଆଜି ସମସ୍ତ କର୍ମଚାରୀଙ୍କ ହେବ କୋଭିଡ୍ ଟେଷ୍ଟ୍

01-Apr-2021



ଭୁବନେଶ୍ୱର(ପ୍ରେରଣା ଖବର ବ୍ୟୁରୋ):  ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଜେଣ୍ଡର୍‌ ଷ୍ଟଡିଜ୍‌ ବିଭାଗର ଅଧ୍ୟାପିକା କୋଭିଡ୍ ପଜିଟିଭ୍ । ଜେଣ୍ଡର ଷ୍ଟଡିଜ୍ ସହ କ୍ରୀଡ଼ା ପରିଷଦର ଦାୟିତ୍ୱରେ ଥିବା ଅଧ୍ୟାପିକାଙ୍କର  କରୋନା ଟେଷ୍ଟ ରିପୋର୍ଟ ବୁଧବାର ପଜିଟିଭ୍ ଆସିଥିଲା । ଏହାପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପ୍ରଶାସନିକ ବିଲ୍ଡିଂକୁ ସାନିଟାଇଜ୍‌ କରିଛନ୍ତି । ଏପରିକି ବିଶ୍ୱବିଦ୍ୟାଳୟ ପରିସରରେ ହେବାକୁ ଥିବା ମୂଲ୍ୟାୟନକୁ ବାତିଲ କରିଛନ୍ତି ।

ସେହିପରି ସଂସ୍ପର୍ଶରେ ଆସିଥିବା ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀଙ୍କର ଗୁରୁବାର ଦିନ ୧୦ଟାରୁ କରୋନା ଟେଷ୍ଟ ଆରମ୍ଭ ହେବ ।  ବିଶ୍ୱବିଦ୍ୟାଳୟର ଅଡିଟୋରିୟମ୍‌ରେ କରୋନା ଟେଷ୍ଟ୍‌ ହେବ ବୋଲି ପିଜି କାଉନସିଲ୍‌ ଅଧ୍ୟକ୍ଷା ବିଜ୍ଞପ୍ତି ଜାରି କରିଛନ୍ତି ।

ସେହିପରି ଅଧ୍ୟାପିକାଜଣକ କରୋନା ପଜିଟିଭ୍‌ ଚିହ୍ନଟ ହେବା ପୂର୍ବରୁ ୪୮ଟି ମହିଳା କଲେଜର ପ୍ରତିନିଧିଙ୍କର ଏକ ବୈଠକ ଆୟୋଜନ କରିଥିଲେ । ଏହି ବୈଠକରେ କଲେଜଗୁଡିକର କ୍ରୀଡ଼ା ଦାୟିତ୍ୱରେ ଥିବା ଅଧିକାରୀଗଣ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026

You Might Also Like