-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||     

HOME   ଜିଲ୍ଲା

ନବବଧୁକୁ ହତ୍ୟା ସ୍ୱାମୀ ଅଟକ

01-Apr-2021



ଗଞ୍ଜାମ(ଉମା ମହାରଣା) : ସୋରଡ଼ା ଥାନା ସୋରିଷବିଲି ଗ୍ରାମରେ ଅଭାବନୀୟ ଘଟଣା।ସ୍ତ୍ରୀର ତଣ୍ଟିରେ ଶାବଳ ଚାପି ମାରିଲା ସ୍ୱାମୀ।ମୃତକ ହେଲେ ରିଙ୍କି ସ୍ୱାଇଁ।ସେ ଗଲା ଦୁଇ ବର୍ଷ ତଳେ ସୋରିଶବିଲି ଗ୍ରାମର ଧାରୀନ୍ଦ୍ର ସ୍ୱାଇଁ  ଙ୍କୁ ବିବାହ କରିଥିଲେ।ଗତକାଲି ବିଳମ୍ବିତ ରାତିରେ କୌଣସି କାରଣରୁ ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିଲା।ସ୍ୱାମୀ ରାଗିଯାଇ ସ୍ତ୍ରୀକୁ ହତ୍ୟା କରିଥିବା କହିଛନ୍ତି ଝିଅର ପରିବାର ଲୋକେ।ଖବର ପାଇ ଝିଅ ଘର ପରିବାର ଲୋକେ ଆସି ସୋରଡ଼ା ଥାନା ରେ ଏତଲା ଦେବାପରେ  ପୋଲିସ ପହଞ୍ଚି ମୃତ ଦେହ କୁ ଜବତ କରିଛି। ସ୍ୱାମୀକୁ ଅଟକ ରଖି ପଚରା ଉଚରା କରୁଛି ପୋଲିସ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026

You Might Also Like