-+91-9937148622 |

prerana_bgr@rediffmail.com |

  Sunday 5th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||      ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||      *ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   (05-Jul-2026)       ||      ଉଚ୍ଚ ବିଦ୍ୟାଳୟ ମନହିରା ଛାତ୍ର ଛାତ୍ରୀ ମେଧାବୃତ୍ତି ରେ ବ୍ଲକ ଟପର ହେବାସହ 2025-26 ଶିକ୍ଷା ବର୍ଷ ରେ ଏନ ଏମ ଏମ ଏସ ଜାତୀୟ ମେଧାବୃତ୍ତି ପରୀକ୍ଷା ରେ ଯୋଗ୍ୟ ବିବେଚିତ    (05-Jul-2026)       ||     

HOME   ଜିଲ୍ଲା

ଜାତିଭାଇ ନଆସିବାରୁ ୮ଘଣ୍ଟା ଧରି ପଡିରହିଥିଲା ଶବ ଶବ ସଂସ୍କାର ପାଇଁ ପ୍ରଶାସନିକ ଅଧିକାରୀ ମାନେ ଆସିବା ଦେଖି ଆସିଲେ ୪ଜାତିଭାଇ

01-Apr-2021



ବୌଦ୍ଧ(ଶ୍ରୀବନ୍ତ ମେହେର)ତା୧/୪,ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ସଦର ମହକୁମା ଚାରିଛକ ସ୍ଥିତ ପୁରୁଣାକଟକ ଥାନା ପଛପଟେ ଆଠମଲ୍ଲିକ ରୁ ଆସି ଦୀର୍ଘଦିନ ହେଲା ଏକ ଝାଟି ମାଟିର ଘରକରି ରହୁଥିବା ଜଣେ ଆନନ୍ଦ ବେହେରା(୪୦)ଙ୍କ ବୁଧବାର ଦିନ ମଧ୍ୟାନ ୧୨ଟା ବେଳେ ମୃତ୍ୟୁ ଘଟିଥିଲା।ହେଲେ ସେ ଜାତିଭାଇ ଙ୍କ ସହ ଚଳୁନଥିବାରୁ ଶବକୁ କନ୍ଧଦେବା ପାଇଁ କେହି ନଆସିବାରୁ ଦୀର୍ଘ ୮ଘଣ୍ଟା ଧରି ମୃତଦେହ ଘରେ ପଡିରହିଥିଲା। ଅନ୍ୟପଟେ ମୃତକଙ୍କ ଅସହାୟ ପତ୍ନୀ ଏବଂ ୨ଜଣ ନାବାଳକ ପୁଅ ଝିଅ ହାତରେ ଟଙ୍କାଟିଏ ବି ନଥିବାରୁ କିଂ କର୍ତ୍ତବ୍ୟ ମୁଢ ହୋଇ କାନ୍ଦ ବୋବାଳ କରୁଥିଲେ।ଏ ଖବର ଜାଣିବା ପରେ ହରଭଙ୍ଗା ବିଡିଓ, ତହସିଲଦାର, ଓ ଅତିରିକ୍ତ ତହସିଲଦାର ସେଠାରେ ପହଞ୍ଚି ମୃତକ ପରିବାରଙ୍କୁ ରେଡ଼କ୍ରସରୁ ୧୦ହଜାର ଟଙ୍କା ଓ ହରିଶ୍ଚନ୍ଦ୍ର ଯୋଜନାରେ ୨ହଜାର ଟଙ୍କାର ଆର୍ଥିକ ସହାୟତା ଦେବା ସହିତ ନିଜେ ଶବକୁ କାନ୍ଧେଇ ଶବ ସତ୍କାର କରିବାକୁ ନିଷ୍ପତ୍ତି ନେଇଥିଲେ।ଏ ଖବର ଜାଣିବା ପରେ ୪ଜଣ ଜାତିଭାଇ ମଧ୍ୟ ଆମେ କାନ୍ଧଦେବୁ ବୋଲି ଆଗେଇ ଆସିଥିଲେ।ଫଳରେ ରାତି ୮ଟାରେ ମୃତ ଆନନ୍ଦ ବେହେରା ଙ୍କ ନାବାଳକ ପୁଅ ଏବଂ ୪ଜଣ ଜାତିଭାଇ ମିଶି ଶବକୁ ନେଇ ସତ୍କାର କରିଥିଲେ।ଶବ ଯାତ୍ରାରେ ହରଭଙ୍ଗା ବିଡିଓ ନୀଳକଣ୍ଠ ବେହେରା, ତହସିଲଦାର ଶମ୍ଭୁ ଭୂଷଣ ମିଶ୍ର ଏବଂ ଆଡିସନାଲ ତହସିଲଦାର ହରିଓମ ଭୋଇରେ ସାମିଲ ହୋଇ ଦାହ ସଂସ୍କାର ବେଳେ ଉପସ୍ଥିତ ରହି ସେମାନଙ୍କୁ ସହଯୋଗ କରିଥିଲେ। ମୃତ ଅସହାୟ ପରିବାର ଙ୍କୁ ସହଯୋଗ ର ହାତ ବଢ଼ାଇବା ପାଇଁ ପ୍ରଶାସନିକ ଅଧିକାରୀ ମାନଙ୍କର ଏହି ମହତ ଉଦ୍ୟମକୁ ବୁଦ୍ଧିଜୀବି ମହଲରେ ସାଧୁବାଦ ଜଣାଇବା ସହ ଉଚ୍ଚ ପ୍ରସଂଶା କରାଯାଇଛି।ପ୍ରକାଶ ଯୋଗ୍ୟ ଯେ ଆନନ୍ଦ ବେହେରା ଚାରିଛକ ବଜାରରେ ମୂଲ ମଜୁରୀ କରି ପରିବାର ପ୍ରତି ପୋଷଣ କରୁଥିଲେ।ଗତ ପ୍ରାୟ ବର୍ଷେ ପୂର୍ବରୁ ସେ କିଡନୀ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସାଧିନ ଥିଲେ।ହେଲେ ଉପଯୁକ୍ତ ଚିକିତ୍ସା ପାଇଁ ଅର୍ଥ ଅଭାବରୁ ଗତ କିଛିଦିନ ହେଲା ଘରେ ପଡିରହିଥିଲେ।ବୁଧବାର ତାଙ୍କର ମୃତ୍ୟୁ ଘଟିଥିଲା। 


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026
  ରାଜ୍ୟ  
ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   05-Jul-2026
  ଜିଲ୍ଲା  
ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ   05-Jul-2026
  ଜିଲ୍ଲା  
କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ   05-Jul-2026
  ଜିଲ୍ଲା  
ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ   05-Jul-2026
  ଜିଲ୍ଲା  
ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   05-Jul-2026

You Might Also Like