-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିରରେ ଏପ୍ରିଲ ୧ କୁ କଳାଦିନ ଜୋରଦାର ରୂପେ ପାଳିତ

01-Apr-2021



ବଲାଙ୍ଗିର(ପ୍ରେରଣା ଖବର) - ଆଜି କୋସଲ ରାଜ୍ୟ ସମନ୍ୱୟ ସମିତି, ବଲାଙ୍ଗିର ଶାଖା ତରଫରୁ କଳାଦିନ ରୂପେ ଆଜି ଦିନକୁ ଜୋରଦାର ରୂପେ ପାଳନ କରାଯାଇଛି । ଏଥିରେ ବଲାଙ୍ଗିରର ବିଭିନ୍ନ ସାମାଜିକ ଓ ସାଂସ୍କୃତିକ ସଂଗଠନର ସଭ୍ୟମାନେ ଯୋଗ ଦେଇଥିଲେ । ସ୍ଥାନୀୟ ଜିଲ୍ଲାପାଳ ଅଫିସ ସମ୍ମୁଖରେ ରାଜ୍ୟ ସରକାରଙ୍କ ବିରୁଦ୍ଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇ ସରକାରଙ୍କ କୁଶପୁତ୍ତଳିକା ଦାହ ସହ ଓଡିଶା ମାନଚିତ୍ରକୁ ଦୁଇ ଖଣ୍ଡ କରି କୋସଲାଂଚଳକୁ ଅଲଗା କରାଯାଇଥିଲା । ସବୁ କ୍ଷେତ୍ରରେ କୋସଲାଂଚଳ ଉପରେ ଉତ୍କଳିକରଣ ପରି ପ୍ରସଙ୍ଗକୁ ଲଦି ଦେଉଥିବାରୁ ବନ୍ଦେ ଉତ୍କଳ ଜନନୀର କ୍ୟାସେଟ କୁ ମଧ୍ୟ ଭଙ୍ଗା ଯାଇଥିଲା ।

ଏହି ପରିପ୍ରେକ୍ଷିରେ ବରିଷ୍ଠ ନେତା ବିକ୍ରମାନନ୍ଦ ବହିଦାରଙ୍କ ସଭାପତିତ୍ୱରେ ଏକ ପ୍ରତିବାଦ ସଭା ମଧ୍ୟ ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ରୂପେ ଯୋଗଦେଇ କୋସଲ ରାଜ୍ୟ ସମନ୍ୱୟ ସମିତିର ଅଧ୍ୟକ୍ଷ ପ୍ରମୋଦ ମିଶ୍ର, କୋସଲ ଆନ୍ଦୋଳନର ସଫଳତା ଯୋଗୁଁ ଯୁବକ ଓ ଛାତ୍ରମାନେ ଆନ୍ଦୋଳନରେ ଯୋଗ ଦେଉଥିବାରୁ, ଅତିଶିଘ୍ର ଅଲଗ କୋସଲ ରାଜ୍ୟ ଗଠନ ହୋଇପାରିବ ବୋଲି ଦୃଢକ୍ତି ପ୍ରକାଶ କରିଥିଲେ । ସମନ୍ୱୟ ସମିତିର କେନ୍ଦ୍ରୀୟ ଉପାଧ୍ୟକ୍ଷ ମନୋରଂଜନ ସାହୁ କଳାଦିନର ଆଭିମୁଖ୍ୟକୁ ବର୍ଣ୍ଣନା କରି ସଭାକୁ ସଂଯୋଜନା କରିଥିଲେ । ଅନ୍ୟାନ୍ୟମାନଙ୍କ ମଧ୍ୟରେ ସମନ୍ୱୟ ସମିତିର ଜୋନାଲ ସଂଯୋଜକ ଶରତ ହୋତା, କୋଷାଧ୍ୟକ୍ଷ ରଣରାଜ ସିଂଦେଓ, ଶ୍ରମିକ ନେତା ରବି ମିଶ୍ର, ଜ୍ୟୋତି ମହାନ୍ତି, ଦଳିତ ନେତା

ଦିନେଶ ନାଗ, ବରିଷ୍ଠ ନାଗରିକ ମଂଚର ସଂପାଦକ ପ୍ରଭାକର ମିଶ୍ର, କୋସଲ ପାଇଁ ବରିଷ୍ଠ ନାଗରିକର ସଭାପତି ମନୋରଂଜନ ମିଶ୍ର, ଦେଓଗାଁର ଚାଷୀନେତା ମିତ୍ରଭାନୁ ବାରିକ, ଅବସରପ୍ରାପ୍ତ ସୈନିକ ସଂଘର ସଂପଦକ ପ୍ରତାପ ରଥ, ଶିକ୍ଷକନେତା ଗୋବିନ୍ଦ ମିଶ୍ର, ପ୍ରଶନ୍ନ ମିଶ୍ର, ଯୁବ ନେତା ସ୍ୱାଧିନ ମିଶ୍ର, ସୁଶିଲ ମିଶ୍ର ପ୍ରମୁଖ ଅଲଗା ରାଜ୍ୟ ଦାବିକୁ ସମର୍ଥନ କରି କଳା ଦିନ ପାଳନର ଯଥାର୍ଥତା ଉପରେ ଆଲୋଚନା କରିଥିଲେ । ସମନ୍ୱୟ ସମିତିର ଯୁବ ସଂଗଠକ ଯୁବ ସଂଗଠକ ରିଲୁ ରଥ ସ୍ୱାଗତ ଭାଷଣ ଦେଇଥିବା ବେଳେ ବିନୋଦ କାଲସାଏ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like