-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ପାରେଶ୍ୱର ମହାଲିଙ୍ଗଙ୍କ ଜନ୍ମ ଶତ ବାର୍ଷିକୀରେ ସହଜ ମାନସାଂକ ଉନ୍ମୋଚିତ

01-Apr-2021



ବଲାଙ୍ଗିର, (ପ୍ରେରଣା ଖବର)- ଆଦ୍ୟ ପୂର୍ବାହ୍ନରେ ଲିଟିରାରୀ ଏଣ୍ଡ ସୋସିଆଲ କ୍ଲବ ସଭା କକ୍ଷରେ ପୂଜ୍ୟପୂଜା ସେବା ସଂଗଠନ ଓ ପାରେଶ୍ୱର ମହାଲିଙ୍ଗ ଜନ୍ମ ଶତ ବାର୍ଷିକୀ ସମିତି ତରଫରୁ ଆୟୋଜିତ ସମାରୋହରେ ରାଜ୍ୟପାଳ ପୁରସ୍କାରପ୍ରାପ୍ତ ଆଦର୍ଶ ଶିକ୍ଷକ ସ୍ୱର୍ଗତ ପାରେଶ୍ୱର ମହାଲିଙ୍ଗଙ୍କ ସହଜ ମାନସାଂଙ୍କ ପୁସ୍ତକ ଉନ୍ମୋଚିତ ହୋଇଯାଇଛି ।  ପୂଜ୍ୟପୂଜା ସେବା ସଂଗଠନର ସଂପାଦକ ମଦନ ମୋହନ ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଜ୍ୟୋତିର୍ବିଦ ଅଚ୍ୟୁତାନନ୍ଦ ଉଦ୍‌ଗାତା ମୁଖ୍ୟ ଅତିଥି ଆଦର୍ଶ ଶିକ୍ଷୟତ୍ରୀ କସ୍ତୁରୀ ରଥ ମୁଖ୍ୟବକ୍ତା ଭାବେ ଯୋଗଦେଇ ସହଜ ମାନସାଂଙ୍କ ପୁସ୍ତକଟି ଜନ ମାନସରେ ଆଦୃତ ହୋଇ ପରିବ ବୋଲି ମତବ୍ୟକ୍ତ କରିଥିଲେ । ଗୌରୀ ଶଙ୍କର ମହାଲିଙ୍ଗ ପ୍ରକାଶକୀୟ ଅଭିବ୍ୟକ୍ତି ପ୍ରଦାନ କରିଥିବା ବେଳେ ସଭାକୁ ସଂଯୋଜନା କରିଥିଲେ ଜ୍ୟୋତିରାଣୀ ମିଶ୍ର । ନେପାଳ ଚନ୍ଦ୍ର ବାଗ ବି.ଇ.ଓ ପୁଇଁନ୍ତଲା, ହୃଷୀକେଶ ପୁରୋହିତ,  ରାଜ ନନ୍ଦିନୀ ବହିଦାର ଓ ପ୍ରଦୀପ୍ତ ମିଶ୍ର ମଧ୍ୟ ସ୍ୱର୍ଗତ ପାରେଶ୍ୱର ମହାଲିଙ୍ଗଙ୍କ ଜୀବନାଦର୍ଶ ଉପରେ ଆଲୋଚନା କରିଥିଲେ । ଏହି କାର୍ଯ୍ୟକ୍ରମକୁ ସହଯୋଗ କରିଥିଲେ ଉମାଶଙ୍କର ମହାଲିଙ୍ଗ, ଶୈଳଜା ଶଙ୍କର ମହାଲିଙ୍ଗ, ମନ୍ଦାକିନୀ ବେରିଆ, ମିନତି ମହାଲିଙ୍ଗ, ପ୍ରୀତି ରଂଜନ ମହାଲିଙ୍ଗ, ରିକନ୍ ମହାଲିଙ୍ଗ, ଚୁଡେନ୍ଦ୍ର କୁମାର ବେହେରା, ପ୍ରଦୀପ ପଶାୟତ, ଦୁର୍ଗା ସାହୁ, ସୁନାଧର ବନଛୋର ଓ ଅରୁଣ ଖୁଆସ । ଶେଷରେ ଦାମୋଦର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like