-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ଓସିଏ ଭିଜନ ୨୦୨୪- ଅମିତାଭ ଫ୍ୟାନ ବ୍ଳବ ବିଜୟୀ

01-Apr-2021



ବଲାଙ୍ଗିର-  ଆଜି ବଲାଙ୍ଗିର ଗାନ୍ଧିଷ୍ଟାଡିୟମଠାରେ ଆୟୋଜିତ ଓସିଏ ଭିଜନ ୨୦୨୪ ସିନିୟର ଇନ୍‌ଟ୍ରାକ୍ଳବ କ୍ରିକେଟ ପ୍ରତିଯୋଗିତାରେ ଅମିତାଭ ଫ୍ୟାନ କ୍ଳବ ବିଜୟୀ ହୋଇଛି । ଆଜିର ପ୍ରତିଯୋଗିତା ଅମିତାଭ ଫ୍ରାନ କ୍ଳବ ଓ ନାଏକ କ୍ରିକେଟ ଏକାଡେମୀ ବି ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ନାଏକ କ୍ରିକେଟ ଏକାଡେମୀ ବି ଦଳ ଟସ୍ ଜିଣି ପ୍ରଥମେ ବ୍ୟାଟିଂ କରି ୩୭.୫ ଓଭରରେ ସମସ୍ତ ଉଇକେଟ ହରାଇ ୨୦୫ ରନ୍ କରିଥିଲେ । ଦଳ ତରଫରୁ ଅମୀୟ ଧରୁଆ ସର୍ବାଧିକ ୩୮ ଓ ଆୟୁଷ ସାହୁ ୩୪ ରନ୍ କରିଥିଲେ । ଅମିତାଭ ଫ୍ୟାନ କ୍ଳବ ତରଫରୁ ଯଶୋବନ୍ତ ସିଂ ସର୍ବାଧିକ ୬ ଗୋଟି ୱିକେଟ ଅକ୍ତିଆର କରିଥିଲେ । ୨୦୬ ରନ୍‌ର ଲକ୍ଷକୁ ପିଛା କରିବାକୁ ଯାଇ ଅମିତାଭ ଫ୍ୟାନ କ୍ଳବ ୩୧.୪ ଓଭରରେ ୫ ଉଇକେଟ ବିନିମୟରେ ଆବଶ୍ୟକୀୟ ରନ୍ ସଂଗ୍ରହ କରି ମ୍ୟାଚ ବିଜୟୀ ହୋଇଥିଲେ । ଅମିତାଭ ଫ୍ୟାନ କ୍ଳବ ତରଫରୁ ଯଶୋବନ୍ତ ସିଂ ଅପରାଜିତ ୬୭ରନ୍ ଓ ଅମିତ ନନ୍ଦ ୩୯ ରନ୍ ସଂଗ୍ରହ କରିଥିଲେ । ନାଏକ ଏକାଡେମୀ ବି ଦଳ ତରଫରୁ ଆୟୁଷ ପାଣିଗ୍ରାହୀ ୩ ଟି ଉଇକେଟ ଅକ୍ତିଆର କରିଥିଲେ । ଅମିତାଭ ଫ୍ୟାନ୍ କ୍ଳବ ତରଫରୁ ଯଶୋବନ୍ତ ସିଂଙ୍କୁ  ତାଙ୍କର ଅଲରାଉଣ୍ଡ ଖେଳ ପ୍ରଦର୍ଶନ ପାଇଁ ଆଜିର ଶ୍ରେଷ୍ଠ ଖେଳାଳୀ ଘୋଷିତ କରାଯାଇଥିଲା । ଏହି ମ୍ୟାଚକୁ ଅମ୍ପାୟାର ରାଜେନ୍ଦ୍ର ସେଠ୍ ଓ ମୁକେଶ ସ୍ୱାଇଁ ପରିଚାଲନା କରିଥିବା ବେଳେ ସୁଭମ ନାଏକ ଓ ସ୍ୱାଗତ ସ୍କୋରର ଦାୟିତ୍ୱ ତୁଲାଇଥିଲେ । ସୂଚନା ଯୋଗ୍ୟ ଆସନ୍ତା କାଲିଠାରୁ ସୁପରଲିଗ ପର୍ଯ୍ୟାୟ ଖେଳ ଆରମ୍ଭ ହେବ । ପ୍ରଥମ ମ୍ୟାଚରେ ନବକିଶୋର ଦଳ ଓ ପାଟଣାଗଡ କ୍ରିକେଟ କ୍ଳବ ମଧ୍ୟରେ ଖେଳ ଅନୁଷ୍ଠିତ ହେବ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like