-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

 ଜଙ୍ଗଲ ନିଆଁ ମାଡି ଆସି ବଡମାଲରେ ୧୩ଟି ଘର ପୋଡିଲା

01-Apr-2021



ଉଲୁଣ୍ଡା(ଗୌରଚନ୍ଦ୍ର ପରିଛା)- ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ପଂଚମହଲା ପଂଚାୟତର ବଡମାଲ ଗ୍ରାମରେ ଜଙ୍ଗଲରୁ ନିଆଁ ମାଡି ଆସି ୧୩ ଜଣଙ୍କ ଘର ଆଂଶିକ ଭାବରେ ପୋଡିଯାଇଥିବା ଜଣାପଡିଛି । ସୂଚନା ଅନୁସାରେ ଆଜି ଅପରାହ୍ନ ପ୍ରାୟ ୨ଟା ସମୟରେ ବଡମାଲ ଜଙ୍ଗଲରେ ନିଆଁ ଲାଗିଥିଲା । ସେହି ନିଆଁ  ଗାଁକୁ ମାଡିଆସି  ସାନ୍ତନୁ ରାଜହଂସ, ବଲରାମ ବେହେରା, ଗୋପବନ୍ଧୁ ବଗର୍ତୀ, ଲକ୍ଷ୍ମି ସେଠୀ, ଅରବିନ୍ଦ ସେଠୀ, ଶେଷଦେବ  ବଗର୍ତୀ, ପ୍ରତାପ ବଗର୍ତୀ, ସନ୍ତୋଶ ବଗର୍ତୀ, ପ୍ରମୋଦ ବଗର୍ତୀ, ଭିମ ବଗର୍ତୀ, ରାଧାକାନ୍ତ ବଗର୍ତୀ, ରାଜେନ୍ଦ୍ର ବଗର୍ତୀ, ଶ୍ରୀବଚ୍ଛ ବଗର୍ତୀଙ୍କ ଘରେ ନିଆଁ ଲାଗି ଆଂଶିକ ଭାବରେ ପୋଡିଯାଇଛି । ଗ୍ରାମବାସୀ ମିଲିତ ଭାବରେ ଲାଗିଥିବା ନିଆଁକୁ ଆୟତ କରିଥିଲେ । ଫଳରେ  ବଡ ଅଘଟଣରୁ ଗ୍ରାମବାସୀ ବର୍ତୀ ଯାଇଥିଲେ ।  ପରେ ଖବର ପାଇ ଦମକଲ ବାହିନୀ ପହଂଚି ଜଙ୍ଗଲ ନିଆଁକୁ ଆୟତ କରିଥିଲେ । ଜଙ୍ଗଲରେ ଦୁର୍ବୁତ ମାନେ ନିଆଁ ଲଗାଇଦେଉଥିବା ବେଳେ ବନବିଭାଗ କୌଣସି ପଦେକ୍ଷପ ନେଉନଥିବାରୁ ଅଂଚଲବାସୀଙ୍କ ମନରେ ଅସନ୍ତୋଷ ଦେଖାଦେଉଛି । ଯଥାଶିଘ୍ର ବନବିଭାଗ ଏଥି ପ୍ରତି ଦୃଷ୍ଟି ଦେଇ ଅଭିଯୁକ୍ତ ମାନଙ୍କ ବିରୋଦ୍ଧରେ  ଦୃଢ କାର୍ଯ୍ୟାନୁଷ୍ଠାନ  ନେବା ପାଇଁ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like