-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ତତଲାଗଡ଼ ର ସମସ୍ୟା ର ସମାଧାନ କେବେ ?

01-Apr-2021



ଟିଟିଲାଗଡ଼ (ପ୍ରେରଣା ଖବର):ତତଲାଗଡ଼ ଭାବେ ପରିଚିତ ଟିଟିଲାଗଡ ରେ ପ୍ରଶାସନିକ ଦକ୍ଷତା ସହ ଖାମଖିଆଲ ମନୋଭାବ ଯୋଗୁଁ କେବଳ ଗ୍ରୀଷ୍ମ ଋତୁରେ ନୁହେଁ ସଦାସର୍ବଦା ପାନୀୟଜଳ ସମସ୍ୟା ଲାଗିରହିଛି । ଅପର ପକ୍ଷେ ବିଗତ ଦିନରେ ତାପମାତ୍ରା ୫୦ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଦେଶ,ବିଦେଶ ରେ ଚହଳ ସୃଷ୍ଟି କରିବା ସହ ଟ୍ରେନ ରେ ପାନୀୟଜଳ ଯୋଗାଇ ଦେବା ପରିସ୍ଥିତି ସୃଷ୍ଟି ହୋଇଥିଲା ।

ପୂର୍ବତନ ନଗରପାଳ ତଥା ବରିଷ୍ଠ ନେତା ଶୁଭ୍ରାଂଶୁ ଦାସ ଙ୍କ ନେତୃତ୍ୱରେ ଏହି ପାନୀୟଜଳ ଯୋଗାଣ ଓ ଟିଟିଲାଗଡ କୁ ଜିଲ୍ଲା ମାନ୍ୟତା ଦାବୀ ନେଇ ବିରାଟ ଗଣ ଆନ୍ଦୋଳନ ହୋଇ ତେଲ ନଦୀରୁ ପାଇପ ଯୋଗେ ଜଳ ଯୋଗାଣ ବ୍ୟବସ୍ଥା କରାଯାଇ ଥିଲା । ପରିତାପ ର ବିଷୟ ଉକ୍ତ ଜଳ ଯୋଗାଣ ପାଇଁ ଆବଶ୍ୟକୀୟ ପ୍ରକଳ୍ପ ପ୍ଲାନିଂ ଅନୁଯାୟୀ ଏହି ଯୋଗାଣ ବ୍ୟବସ୍ଥା କରାଯାଇ ନ ଥିବାରୁ ଜଳଯୋଗାଣ ସଠିକ ଭାବେ ସମ୍ପାଦନ ହୋଇ ପାରୁନାହିଁ । ଯଦ୍ୱାରା ଓଭର ହେଡ ପାଣି ତୁ

ଟାଙ୍କି ନିର୍ମାଣ ଓ ପାଇପ ଲାଇନ ଜରୀଆରେ ଜଳ ଯୋଗାଣ ନିୟମିତ ଭାବେ ହୋଇପାରୁ ନାହଁ । ସାତ, ଆଠ ଦିନରେ ଥରେ ୧୫ ଟି ୱାର୍ଡ କୁ ଜଳ ଯୋଗାଣ ଯୋଗୁଁ ଦୁର୍ଦ୍ଦସା ର ଶିକାର ଲୋକେ ହେଉଥିବା ସାର ହୋଇଛି । ଏ ନେଇ ଉପଯୁକ୍ତ ଯୋଜନା ଅନୁଯାୟୀ ଏହି ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ କଲେ ଏ ସମସ୍ୟା ସମାଧାନ ହୋଇପାରିଵ । ଏବେ ଏହି ସମସ୍ୟା ଆରମ୍ଭ ରୁ ବୃଦ୍ଧି ପାଇବା ସହ ଜନ ଅସନ୍ତୋଷ ବୃଦ୍ଧି ପାଉଛି । ଜନ ଅସନ୍ତୋଷ ନେଇ ପୋଲିସ ସହାୟତା ରେ ବିଭାଗୀୟ ଅଧିକାରୀ ବେଆଇନ ଜଳ ଯୋଗାଣ ତନଖି କରି ମିଥ୍ୟା ବାହା ବାଃ ନେବା ସାର ହେଉଛି । ଏହି ଉପଖଣ୍ଡ ରେ ସମସ୍ତ ସାଧାରଣ ଜଳଯୋଗାଣ ବ୍ୟବସ୍ଥା ଥିବା ବେଳେ ପରିତ୍ୟକ୍ତ ହୋଇ ପଡିଥିବା ସହ ବିଭିନ୍ନ ସ୍ଥାନରେ  ଏହି ଋତୁରେ ପାନୀୟଜଳ ଯୋଗାଣ ବା ଜଳଛତ୍ର ବ୍ୟବସ୍ଥା କରାଯାଇନାହିଁ । ସୂଚନା ଯୋଗ୍ୟ ଯେ ବର୍ତ୍ତମାନ ସୁଦ୍ଧା ସରକାରୀ ଭାବେ କେବଳ ଟିଟିଲାଗଡ ରେ ଛଅ ଜଣ ଅଂଶୁଘାତ ରେ ଆକ୍ରାନ୍ତ ହୋଇଛନ୍ତି । ଗୁରୁବାର ଏହି ଟିଟିଲାଗଡ ର ତାପମାତ୍ରା ୪୩ ଡିଗ୍ରୀ ଥିବା ସରକାରୀ ଭାବେ କୁହାଯାଉଥିବା ବେଳେ, ବେସରକାରୀ ଭାବେ ୪୪ଡିଗ୍ରୀ ଜଣାଯାଇଛି । ଏହି ଦୀର୍ଘ ଦିନ ର ସମସ୍ୟା ସହ ଏହି ଟିଟିଲାଗଡ କୁ ଜିଲ୍ଲା ମାନ୍ୟତା ପ୍ରଦାନ ନେଇ ସାଧାରଣ ରେ ଅପେକ୍ଷା ରହିଥିବା ବେଳେ ବିଗତ ନିର୍ବାଚନ ସମୟରେ ଦୀର୍ଘଦିନ ଧରି ଅନଶନ ରେ ଥିବା ଆନ୍ଦୋଳନ କାରୀ ଙ୍କୁ ଭୁବନେଶ୍ୱର ଏକ ବସ ରେ ଯିବାକୁ କହି ନିର୍ବାଚନ ପରେ ଦାବି ପୂରଣ ପ୍ରତିଶ୍ରୁତି ଦେଇ ଆନ୍ଦୋଳନ ପ୍ରତ୍ୟାହୃତ କରାଯାଇଥିଲା । ସାଧାରଣ ଲୋକ ଙ୍କ ମଧ୍ୟରେ ଏ ସବୁ ସମସ୍ୟାର ସମାଧାନ ଦିଗରେ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନେବାକୁ ବିଭିନ୍ନ ମହଲରେ ଦୃଢ଼ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like