-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ରାଜନୀତି

କ୍ରୀଡା, ପର୍ଯ୍ୟଟନ, ବନ୍ଧ, ପୋଖରୀ  ପାଇଁ ଅନୁଦାନ ମାଗିଲେ ନରସିଂହ ପୃଥ୍ୱୀରାଜ ହାଇସ୍କୁଲ ଷ୍ଟଡିୟମ ପାଇଁ ଅଧିକ ଅନୁଦାନ ଦରକାର - ନରସିଂହ

01-Apr-2021



ବଲାଙ୍ଗିର(ପ୍ରେରଣା ଖବର)- ବିଧାନସଭାର ବଜେଟ ଅଧିବେଶନ ଚାଲିଥିବା ସମୟରେ  ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ନିଜ ନିର୍ବାଚନ ମଣ୍ଡଳୀ  ଆହୁରି ବିକାଶ କରିବା ପାଇଁ କ୍ରୀଡା, ପର୍ଯ୍ୟଟନ, ସହର ମଧ୍ୟରେ ଥିବା ବନ୍ଧ, ପୋଖରୀ ଏବଂ ବଲାଙ୍ଗିର ଓ ସଦର ବ୍ଲକରେ ୪ଟି ଲେଖାଏଁ କମ୍ୟୁନିଟି ସେଣ୍ଟର ଏବଂ ବଲାଙ୍ଗିର ବ୍ଲକର ଚନ୍ଦନଭାଟି, କୁଟୁମଡୋଲା ଓ ଦେଓଗାଁ ବ୍ଲକର ଲଣ୍ଡାପଥର ଏବଂ ଉପରଝର ଠାରେ ପ୍ରାଥମିକ ଚିକିତ୍ସା କେନ୍ଦ୍ର ଖୋଳିବା ପାଇଁ ଦାବି ଜଣାଇଛନ୍ତି । ଏଠାରେ ସୂଚନାଯୋଗ୍ୟ ଯେ ପୃଥ୍ୱୀରାଜ ହାଇସ୍କୁଲ ଖେଳ ପଡିଆରେ ନିର୍ମାଣଧିନ ସୁଦୃଶ୍ୟ ଗ୍ୟାଲେରି, କ୍ଲବ ହାଉସ ଏବଂ ସବୁଜ ପଡିଆ ନିର୍ମାଣ ଚାଲିଛି । ଏହାର ନିର୍ମାଣରେ ବର୍ତ୍ତମାନ ପର୍ଯ୍ୟନ୍ତ ୩ କୋଟିର ବ୍ୟୟ ହୋଇସାରିଥିବା ବେଳେ ଷ୍ଟଡିୟମକୁ ସମ୍ପୁର୍ଣ୍ଣ କରିବା ପାଇଁ ଆଉ ୧କୋଟି ଟଙ୍କା ଜରୁରି ପଡିଛି । ତେଣୁ ବିଧାୟକ ଶ୍ରୀ ମିଶ୍ର ସରକାରଙ୍କ ପ୍ରମୁଖ ସଚିବ, କ୍ରୀଡା ଏବଂ ଯୁବସେବା ବିଭାଗ ବିଶାଲ ଦେବଙ୍କୁ ଚିଠି ମାଧ୍ୟମରେ ଆଉ ୧କୋଟି ଟଙ୍କା ଶିଘ୍ର ପ୍ରଦାନ କରାଯିବା ପାଇଁ ଚିଠି ଲେଖିଛନ୍ତି । ଯେହେତୁ ବର୍ତ୍ତମାନ ଚାଲିଥିବା କାମର ଅନୁଦାନ ପୂର୍ତ୍ତ ବିଭାଗ ଦ୍ୱାରା ପ୍ରଦାନ କରାଯାଇଛି ତେଣୁ ଦରକାର ହେଉଥିବା ୧କୋଟି ଟଙ୍କା କ୍ରୀଡା ବିଭାଗ ଦେଉ ବୋଲି ଶ୍ରୀ ମିଶ୍ର ଚିଠି ମାଧ୍ୟମରେ ଜଣାଇଛନ୍ତି । ଆହୁରି ମଧ୍ୟ ଭୀମଭୋଇ ମେଡିକାଲ କଲେଜ ଏବଂ ହସ୍‌ପିଟାଲ ରେ ଡାକ୍ତରୀ ଛାତ୍ରମାନଙ୍କ ପାଇଁ ଖେଳ ପଡିଆ ନ ଥିବାରୁ ସେମାନଙ୍କ ପାଇଁ ଫୁଟବଲ, କ୍ରୀକେଟ, ହକି ଏବଂ ବାସ୍କେଟବଲ ଖେଳିବା ସକାଶେ ଏକ ଷ୍ଟଡିୟମ ନିର୍ମାଣ ପାଇଁ ୨କୋଟି ଟଙ୍କା ଅନୁଦାନ ଦିଆଯାଉ ବୋଲି ଅନୁରୋଧ କରିଛନ୍ତି । ଠିକ୍ ସେହିପରି ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କୁ ଚିଠି ଦେଇ ବଲାଙ୍ଗିର ଓ ଦେଓଗାଁ ବ୍ଲକର ଲୋକଙ୍କ ଦାବି ମୁତାବକ ଚନ୍ଦନଭାଟି, କୁଟୁମଡୋଲା, ଲଣ୍ଡାପଥର, ଉପରଝରରେ ଗୋଟିଏ ଗୋଟିଏ ପ୍ରାଥମିକ ଚିକିତ୍ସା କେନ୍ଦ୍ର ଖେଳିବା ପାଇଁ ପଦକ୍ଷେପ ନିଅନ୍ତୁ ବୋଲି ଜଣାଇଛନ୍ତି । ସହର ମଧ୍ୟରେ ଥିବା ୧୫ଗୋଟି ବନ୍ଧ ପୋଖରୀର ସୌନ୍ଦର୍ଯ୍ୟକରଣ ତଥା ଜଳଧାରଣ କ୍ଷମତା ବଢାଇବା ପାଇଁ ୪୫କୋଟି ଟଙ୍କାର ଅନୁଦାନ ଏ ବର୍ଷ ଦିଆଯାଉ ବୋଲି ବିଭାଗୀୟ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ଚିଠି ମାଧ୍ୟମରେ ଶ୍ରୀ ମିଶ୍ର ଜଣାଇଛନ୍ତି ଏବଂ ସେ ଆଶା କରୁଛନ୍ତି ଯେ ଚଳିତ ବର୍ଷ ବଜେଟରେ ଉପରୋକ୍ତ ପ୍ରକଳ୍ପମାନଙ୍କ  ପାଇଁ  ପାଣ୍ଠି ନିଶ୍ଚିତ ଆସିବ ଏବଂ ବଲାଙ୍ଗିରରେ ଚାଲିଥିବା ବିଭିନ୍ନ ବିକାଶମୂଳକ ପ୍ରକଳ୍ପ କାମ ଆହୁରି କ୍ଷିପ୍ର ସମସ୍ତ ପ୍ରକଳ୍ପ ସମ୍ପୁର୍ଣ୍ଣ ହେବ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like