-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

କଣ୍ଟାମାଳ ପାଲଟିଛି ଗଞ୍ଜେଇ ମାଫିଆଙ୍କ ଭୂସ୍ବର୍ଗ: ଦିବାଲୋକରେ ଗଞ୍ଜେଇ ଚାଲାଣ ହେଉଥିବା କାରରେ ଲାଗିଲା ନିଆଁ

02-Apr-2021



ବୌଦ୍ଧ(ଶ୍ରୀବନ୍ତ ମେହେର): ।ଆଜି ସକାଳେ ମନମୁଣ୍ଡା – କଣ୍ଟାମାଳ ରାସ୍ତାର କପାସିରା ଛକ ନିକଟ ରାସ୍ତା କଡରେ ଗୋଟିଏ ଇଣ୍ଡିଗୋ କାରରେ ନିଆଁ ଲାଗି ଜଳୁଥିବା ଘଟଣା ଦେଖି ଆଖପାଖ ରେ ଉପସ୍ଥିତ ଥିବା ସ୍ଥାନୀୟ ଲୋକେ ଦମକଳ ବାହିନୀକୁ ଖବର୍ ଦେବାଥିଲେ।ଅଗ୍ନିଶମ ବିଭାଗର କର୍ମଚାରୀ ଆସି ନିଆଁ କୁ ଆୟତ୍ତ କରିବା ସମୟରେ ସେଥିରେ ଗଞ୍ଜେଇ ପ୍ୟାକେଟ ଗୁଡିକ ଭର୍ତ୍ତି ହୋଇଥିବା ଜଣାପଡିଥିଲା। ପ୍ରାପ୍ତ ସୂଚନା ଅନୁଯାୟୀ ଆଜି ସକାଳେ କପାସିରା ଛକ ନିକଟ ରାସ୍ତା କଡରେ ଗୋଟିଏ ଇଣ୍ଡିଗୋ ସିଏସ କାର ଓ ଆର ୧୭

ଜେ ୮୦୮୬ ରେ ନିଆଁ ଲାଗି ଜଳୁଥିବା ଦେଖିବାକୁ ମିଳିଥିଲା l ମାତ୍ର କାର ନିକଟରେ କେହି ଯାତ୍ରୀ ଜଣେବି ଯାତ୍ରୀ ନଥିବା ରୁ ହେତୁ ଅଗ୍ନିକାଣ୍ଡର ପ୍ରକୃତ କାରଣ ଓ ଗାଡ଼ିଟି କାହାର ତାହା ଜଣା ପଡିନଥିଲେ ମଧ୍ୟl  ଏଥିରେ ଚୋରା ଗଞ୍ଜେଇ ଚାଲାଣ ହେଉଥିବା ଜଳଜଳ ହୋଇ ଜଣାପଡୁଛି।ଅନ୍ୟପଟେ ଏହି ଅଞ୍ଚଳରୁ ସ୍ପଷ୍ଟ ଦିବାଲୋକରେ କାର ଭିତରେ ଗଞ୍ଜେଇ ଚାଲାଣ ହେବା ଘଟଣା ପୋଲିସ ଓ ଅବକାରୀ ବିଭାଗର ପାରିବା ପଣିଆଁ ଉପରେ ଅଙ୍ଗୁଳି ନିର୍ଦେଶ କରିବା 

ଓ ମାଫିଆଙ୍କ ସହ ସେମାନଙ୍କର ଭିତିରି ସମ୍ପର୍କ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଶିଳ୍ପ ବିହୀନ କଣ୍ଟାମାଳ ବ୍ଲକ ଅଞ୍ଚଳରୁ ନିୟମିତ ଭାବେ ଗଞ୍ଜେଇ ଚାଲାଣ ହେଉଥିବା ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇ ଆସୁଛି। ମାତ୍ର ଏହାକୁ ରୋକ ଲଗାଇବା ବଦଳରେ ଦିନକୁ ଦିନ ଅବାଧ ଚାଲାଣ ବୃଦ୍ଧି ପାଇବାରେ ଲାଗିଥିବାରୁ ଯଦି ଅଞ୍ଚଳର ଏହି କାରବାରରେ ସମ୍ପୃକ୍ତ ଥିବା ଅସାମାଜିକ ତତ୍ତ୍ୱ ଙ୍କ ଉପରେ ଅଙ୍କୁଶ ଲଗାନଯାଏ ତାହେଲେ ସେମାନଙ୍କ ଦୌରାତ୍ମ୍ୟରେ ଅପରାଧିକ କାର୍ଯ୍ୟକଳାପ ମଧ୍ୟ ବୃଦ୍ଧି ପାଇବା ସମ୍ଭାବନାକୁ ନେଇ ବୁଦ୍ଧିଜୀବି ଓ ଜଣାଶୁଣା ମହଲରେ ଉଦବେଗ ପ୍ରକାଶ ପାଇଛି।ଖବର ପାଇ ମନମୁଣ୍ଡା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଦେଖିବାକୁ ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like