-+91-9937148622 |
prerana_bgr@rediffmail.com |
Thursday 14th May 2026 |
R.N.I. Regd No. ODIODI/2010/46693
Breaking News
02-Apr-2021
ଭୁବନେଶ୍ୱର,(ଶୁଭାଶିଷ ନାୟକ) : ଆଜି ଓଡ଼ିଶା ଆସୁଛନ୍ତି ଉପରାଷ୍ଟ୍ରପତି ଭେଙ୍କୟା ନାଇଡ଼ୁ । ଉପରାଷ୍ଟ୍ରପତି ଦିନ ୧୧ଟା ୧୫ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ଅପରାହ୍ନରେ କଟକ ଶାରଳା ଭବନ ଯାଇ ଆଦି କବି ସାରଳା ଦାସଙ୍କ ୬ଶହ ତମ ଜୟନ୍ତୀ କାର୍ଯ୍ୟକ୍ରମରେ ଯେଗାଦେବେ । ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ଉପରାଷ୍ଟ୍ରପତି ଆସନ୍ତାକାଲି ଉତ୍କଳ ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଉପରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଟ୍ୱିନସିଟିରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।