-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||     

HOME   ରାଜନୀତି

ମନ୍ତ୍ରୀ ଅରୁଣ ସାହୁଙ୍କ ହସ ହସ ମୁହଁ ରେ ରହିଛି....

03-Apr-2021



ନୟାଗଡ(ପ୍ରଦୀପ କୁମାର ପଣ୍ଡା) ଯିଏ ଆମ ବିରୋଧରେ କହିବ ତାକୁ ଦଳିଦିଅ ! ଆଜିର ରାଜନୀତିରେ ଇଏ ହେଉଛି ରାଜନେତାଙ୍କ ଆଚରଣ ଓ ଉଚାରଣ । ସତ ପାଇଁ ମୁହଁ ଖୋଲିଲି ବୋଲି ଆଜି ଆକ୍ରୋଶର ଶିକାର । ଆମେ କହୁଛୁ ନୟଗଡ ଜିଲ୍ଲା ଲକ୍ଷ୍ମୀପ୍ରସାଦ ଗ୍ରାମପଞ୍ଚାୟତର ସରପଞ୍ଚ ସୌମ୍ୟରଂଜନ ପ୍ରଧାନଙ୍କ କଥା । ପରୀ ହତ୍ୟା ପ୍ରସଙ୍ଗରେ ମନ୍ତ୍ରୀ ଅରୁଣ ସାହୁଙ୍କ ବିରୋଧରେ ଅଭିଯୋଗ କଲେ ବୋଲି ଆଜି ଅନାସ୍ଥା ପ୍ରସ୍ଥାବ ଆସିଛି ସରପଞ୍ଚ ସୌମ୍ୟଙ୍କ ନାରେ । ମନ୍ତ୍ରୀ ଏମିତି କରି ଗଣତନ୍ତ୍ର ନାରେ ନିଜର ଅରାଜକତା କରିବାକୁ ଚେଷ୍ଠା କରୁଥିବା ସାଧାରଣରେ ଆଲୋଚନା ହେଉଛି । ମିଳିଥିବା ଖବର ଅନୁସାରେ ଲକ୍ଷ୍ମୀପ୍ରସାଦ ପଞ୍ଚାୟତର ଓ୍ବାର୍ଡ ସଭ୍ୟମାନେ ସରପଞ୍ଚଙ୍କ ନାରେ ଅନାସ୍ଥା ପ୍ରସ୍ଥାବ ଆଣିଛନ୍ତି । ୧୫ଜଣ ଓ୍ବାର୍ଡ ସଭ୍ୟ ମଧ୍ୟରୁ ୧୩ଜଣ ପ୍ରସ୍ତାବରେ ଦସ୍ତଖତ କରି ଉପଜିଲ୍ଲାପାଳଙ୍କୁ ଦାବିପତ୍ର ଦେଇଥିବା ଜଣାପଡିଛି । ତେବେ ଆସନ୍ତା ୨୦ ତାରିଖରେ ଲକ୍ଷ୍ମୀପ୍ରସାଦ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟରେ ଭୋଟ ଗ୍ରହଣ ହେବା ନେଇ ସରପଞ୍ଚଙ୍କୁ ଚିଠି ଲେଖିଛନ୍ତି ଉପଜିଲ୍ଲାପାଳ । ସୋସିଆଲ ମିଡିଆରେ ଗାନ୍ଧିବାଦୀ ଦେଖାଉଥିବା ମନ୍ତ୍ରୀ ଅରୁଣ ସାହୁଙ୍କ ଅସଲି ଚେହେରା କଣ ଏୟା ? ପରୀକୁ ନ୍ୟାୟ ଦେବା ବଦଳରେ ପରୀକୁ ନ୍ୟାୟ ପାଇଁ ସଂଗ୍ରାମ କରୁଥିବା ସରପଞ୍ଚଙ୍କ ବିରୋଧରେ ଆକ୍ରୋଶ ଦେଖାଇ ନିଜର ଔକାତ ଦେଖାଉଛନ୍ତି ବୋଲି ଜିଲ୍ଲାରେ ଚର୍ଚ୍ଚା ହେଉଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026

You Might Also Like