-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ଦାୟିତ୍ବରେ ଥିବା କୋଭିଡ଼ ଅବ୍‌ଜାର୍‌ଭର୍‌ ତଥା ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବଙ୍କ ବଲାଙ୍ଗିର ଗସ୍ତ

03-Apr-2021



ବଲାଙ୍ଗିର,(ପ୍ରେରଣା ଖବର) : ଗତକାଲି ଅପରାହ୍ନରେ ବଲାଙ୍ଗିର ଜିଲ୍ଲା ଦାୟିତ୍ବ ରେ ଥିବା କୋଭିଡ଼ ଅବ୍‌ଜାର୍‌ଭର୍‌ ତଥା ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ(ଆଇଏଏସ୍‌) ବଲାଙ୍ଗିର ଗସ୍ତରେ ଆସି ଭୀମ ଭୋଇ ମେଡ଼ିକାଲ କଲେଜ ହସ୍‌ପିଟାଲ ପ୍ରଶାସନିକ ଭବନ ଠାରେ ବଲାଙ୍ଗିର ଜିଲ୍ଲାରେ କୋଭିଡ଼ ସ୍ଥିତି ସଂପର୍କରେ ସବିଶେଷ ସମୀକ୍ଷା କରିଥିଲେ । ଜିଲ୍ଲାପାଳ ଚଞ୍ଚଳ ରାଣା ବଲାଙ୍ଗିର ଜିଲ୍ଲାର କୋଭିଡ଼ ସ୍ଥିତି ଏବଂ କୋଭିଡ଼ ମୁକାବିଲା ସକାଶେ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ କୋଭିଡ଼ ଅବ୍‌ଜାର୍‌ଭର୍‌ଙ୍କୁ ଅବଗତ କରାଇଥିଲେ । ଅବ୍‌ଜାର୍‌ଭର୍‌ ଶ୍ରୀ ସାହୁ କୋଭିଡ଼ ମୁକାବିଲା ନିମନ୍ତେ ଟେଷ୍ଟିଂ, ଟ୍ରେସିଂ ଏବଂ ଟ୍ରିଟ୍‌ମେଣ୍ଟ ଉପରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦେବା ସହ ଜିଲ୍ଲାରେ ଚାଲିଥିବା କୋଭିଡ଼ ଟୀକାକରଣ ସଂପର୍କରେ ସମୀକ୍ଷା କରିଥିଲେ । କୋଭିଡ଼ ସୁରକ୍ଷା 

ପ୍ରଟୋକଲ୍‌ ଯଥା- ବାଧ୍ୟତାମୂଳକ ମାସ୍କ ବ୍ୟବହାର, ସାମାଜିକ ଦୂରତା ରକ୍ଷା ଇତ୍ୟାଦି ସଂପର୍କରେ ଜନସାଧାରଣଙ୍କ ମଧ୍ୟରେ ବ୍ୟାପକ ସଚେତନ କରିବା ସହ ଟୀକାକରଣ ନିମନ୍ତେ ମଧ୍ୟ ସଚେତନ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଏତଦ୍‌ବ୍ୟତୀତ ଜିଲ୍ଲାରେ କୋଭିଡ଼ ରୋଗୀଙ୍କ ଚିକିତ୍ସା ନିମନ୍ତେ ରହିଥିବା ଚିକିତ୍ସା ସୁବିଧା ଉପରେ ସମୀକ୍ଷା କରିଥିଲେ । ପରେ ଭୀମ ଭୋଇ ମେଡ଼ିକାଲ କଲେଜ ଓ ହସ୍‌ପିଲାଟ ପରିସରରେ ଥିବା ଏଚ୍‌ଡିୟୁ ଓ ଆସିୟୁ ୱାଡର଼୍ ପରିଦର୍ଶନ କରିଥିଲେ । ଏହି ସମୀକ୍ଷା ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଅନନ୍ତ ନାରାୟଣ ସିଂ ଲାଗୁରୀ, ପିଡ଼ି ଡିଆର୍‌ଡ଼ିଏ ଡ. ମହେଶ୍ୱର ସ୍ୱାଇଁ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ମନୋରଂଜନ ପ୍ରଧାନ, ସିଡ଼ିଏମ୍‌ଓ ଡ. ଭୀମ ସାହୁଙ୍କ ସମେତ ସଂପୃକ୍ତ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ । ପରେ ପ୍ରମୁଖ ଶାସନ ସଚିବ ଶ୍ରୀ ସାହୁ ଡିଆଇଇଟି ପରିଦର୍ଶନରେ ଯାଇ ଭିତ୍ତିଭୂମି ଓ ଆନୁସଂଗିକ ବ୍ୟବସ୍ଥା ଉପରେ ଆଲୋଚନା କରିବା ସହିତ ଉପସ୍ଥିତ ବ୍ଲକ ଶିକ୍ଷା ଅଧିକାରୀ ମାନଙ୍କ ସହିତ ମ୍ୟାଟ୍ରିକ ପରୀକ୍ଷା ପ୍ରସ୍ତୁତି ଓ ଶିକ୍ଷା ବ୍ୟବସ୍ଥା ସଂପର୍କରେ ଆଲୋଚନା କରିଥିଲେ । ପରେ ପ୍ରମୁଖ ଶାସନ ସଚିବ ଶ୍ରୀ ସାହୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପଥରଚେପା ପରିଦର୍ଶନରେ ଯାଇ ଅଧ୍ୟକ୍ଷ, ଶିକ୍ଷକ ଶିକ୍ଷୟତ୍ରୀଙ୍କ ସହ ଶିକ୍ଷାଦାନ 

ବ୍ୟବସ୍ଥା, ପରିଚାଳନା ଓ ଆନୁସଂଗିକ ଭିତ୍ତିଭୂମି ସଂପର୍କରେ ଆଲୋଚନା କରିଥିଲେ । ଏହି ପରିଦର୍ଶନ ସମୟରେ ଓଡ଼ିଶା ସ୍କୁଲ ଏଜୁକେସନ୍‌ ପ୍ରୋଗ୍ରାମ ଅଥରିଟିର ଯୁଗ୍ମ ନିର୍ଦ୍ଦେଶକ ସନାତନ ପଣ୍ଡା,  ଜିଲ୍ଲା ଶିକ୍ଷା ଅଧିକାରୀ ଧୃବଚରଣ ବେହେରା ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026

You Might Also Like