-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||     

HOME   ଜିଲ୍ଲା

୪୫ ବର୍ଷରୁ ଉର୍ଦ୍ଧ୍ବଙ୍କୁ ଟିକାଦାନ ଆରମ୍ଭ , ବୁଗୁଡ଼ାରେ ଦୁଇ ଦିନରେ ୨୮୧୫ ଜଣଙ୍କୁ ଟିକା

03-Apr-2021



ବୁଗୁଡା(ଡ଼ଃ କୁମୁଦ ଚନ୍ଦ୍ର ବେହେରା): ବୁଗୁଡା ବ୍ଳକରେ ଏପ୍ରିଲ ୧ ଓ ୨ ତାରିଖ ଦୁଇଦିନରେ ୪୫ ବର୍ଷରୁ ଉର୍ଦ୍ଧ୍ବ ଓ ଦ୍ଵିତୀୟ ଟିକା ମିଶି ମୋଟରେ ୨୮୧୫ ଜଣଙ୍କୁ କୋଭିଡ଼ି ଟିକା ଦିଆଯାଇଛି। କୋଭିଡ଼ି ନୋଡାଲ ଅଫିସର ତହସିଲଦାର ସଂଗ୍ରାମ କେଶରୀ ଜେନା ଓ ବୁଗୁଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଚିକିତ୍ସାଧିକାରୀ ଡାକ୍ତର ଶୁଭାଶିଷ ପାଣିଗ୍ରାହୀ ଙ୍କ ପରାମର୍ଶ କ୍ରମେ ଏବଂ ବୁଗୁଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ବିପିଏମ ବିଶ୍ଵଜିତ ପ୍ରଧାନଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବୁଗୁଡା ବ୍ଳକରେ ୭ ଟି ଟିକାଦାନ କେନ୍ଦ୍ରରେ ୪୫ ବର୍ଷରୁ ଉର୍ଦ୍ଧ୍ବ ଓ ବରିଷ୍ଠ ନାଗରିକ ମିଶି ପ୍ରଥମ ଟିକା ୨୭୦୪ ଜଣ, ଦ୍ଵିତୀୟ ଟିକା ୧୧୧ ଜଣ, ଏହିପରି ମୋଟ ୨୮୧୫ ଜଣ ବ୍ୟକ୍ତଙ୍କୁ ଟିକା ଦିଆଯାଇଛି। କୌଣସି ବ୍ୟକ୍ତିଙ୍କ ପାର୍ଶ୍ୱ ପ୍ରତିକ୍ରିୟା ଦେଖାଯାଇନାହିଁ। ଏପ୍ରିଲ ୦୧ ତାରିଖ ଦିନ ବୁଗୁଡା, ବାଲିପଦର, ମାଣିତରା, କରଚୁଲି ମେଡ଼ିକାଲ ବ୍ୟତୀତ ଖୋଳଖାଳି, କଳମ୍ବ ଓ ମୋଟାବାଡ଼ି ଗ୍ରାମରେ ମୋଟା ୭ ଟି ଟିକାଦାନ କେନ୍ଦ୍ରରେ ୧୩୨୮ ଜଣ ଟିକା ନେଇଥିବା ବେଳେ ଏପ୍ରିଲ ୦୨ ତାରିଖ ଦିନ ମୋଟାବାଡି ଟିକାଦାନ କେନ୍ଦ୍ରକୁ ବନ୍ଦକରି ଗୋଲିଆ ଟିକାଦାନ କେନ୍ଦ୍ରକୁ ମିଶାଇ ୭ ଟି ଟିକାଦାନ କେନ୍ଦ୍ରରେ ୧୪୮୭ ଜଣଙ୍କୁ ଟିକା ଦିଆଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026

You Might Also Like