-+91-9937148622 |
prerana_bgr@rediffmail.com |
Tuesday 17th March 2026 |
R.N.I. Regd No. ODIODI/2010/46693
Breaking News
18-Oct-2020
ରାଜ୍ଯରେ ଦିନକୁ ଦିନ କମିବାରେ ଲାଗିଛି ମହାମାରୀ କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୨୦୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଏହି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧୬୮ ଓ ଅନ୍ୟ ୮୫୧ ଲୋକାଲ କଣ୍ଟାକ୍ଟ ।ରାଜ୍ଯରେ ଏଯାବତ୍ ୨,୬୮,୩୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ରାଜ୍ଯ ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା!