-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||     

HOME   ଜିଲ୍ଲା

ପାଟନାଗଡ଼ର ପୂର୍ବତନ ବିଧାୟକଙ୍କ ବାସଭବନ ଆଗରେ ଶ୍ରମିକଙ୍କ ଅନଶନ- ଭୁବନେଶ୍ୱର କୋଠା ନିର୍ମାଣ କାମରେ ନିୟୋଜିତ ଶ୍ରମିକଙ୍କ ବକେୟା ପାଉଣା ମିଳିନଥିବ ଅଭିଯୋଗ କଲେ ଶ୍ରମିକ

03-Apr-2021



ପାଟଣାଗଡ଼ (ପ୍ରେରଣା ଖବର): ପାଟଣାଗଡ଼ ର ପୂର୍ବତନ ବିଧାୟକ ତଥା ବିଜେପି ର ବରିଷ୍ଠ ନେତା କନକ ବର୍ଦ୍ଧନ ସିଂହଦେଓ ଙ୍କ ପାଟଣାଗଡ଼ ସ୍ଥିତ ବାସଭବନ ଆଗରେ ଧାରଣାରେ ବସିଲେ ନିର୍ମାଣ କାମରେ ନିୟୋଜିତ ଥିବା ଶ୍ରମିକ l ସୂଚନା ଅନୁସାରେ ବିଧାୟକ ଶ୍ରୀ ସିଂହଦେଓ ଙ୍କ ଭୁବନେଶ୍ବର ଫରେଷ୍ଟ ପାର୍କ (ରାଜ ଭବନ ପାଖ) ସ୍ଥିତ ବାସଭବନରେ ରଙ୍ଗ ଦେବା ଓ  ଉଡ ପୋଲିସ୍ କାମରେ ଲାଗିଥିବା ଠିକା ଶ୍ରମିକ

ମାନଙ୍କୁ ମଜୁରୀ ନଦେଇ ଶ୍ରୀ ସିଂଦେଓ ଆଜି ନେବ କାଲି ନେବ ବୋଲି କହି ଠକି ଚାଲିଥିବା ଅଭିଯୋଗ ହୋଇଛି l ଭୁବନେଶ୍ବର  ଫରେଷ୍ଟ ପାର୍କ ଠାରେ ରହିଛି ପୂର୍ବତନ ବିଧାୟକ କନକ ବର୍ଦ୍ଧନ ସିଂହଦେଓ ଙ୍କ ଆଲିସlନ ବଙ୍ଗଳା l ଏହି ଘର ର ସମସ୍ତ ଉଡ଼ ପୋଲିସ୍ କାମରେ ନିୟୋଜିତ ହୋଇଥିଲେ ଭୁବନେଶ୍ବର ର କାରିଗର ଜମ୍ବେଶ୍ଵର ବିଶ୍ଵାଳ ଓ ତାଙ୍କ କର୍ମଚାରୀ ମାନେ l  ଲକ୍ଷାଧିକ ଟଂକା ର ମେଟ୍ରିଅଲ  ଏହି ଘରେ ବ୍ୟବହୃତ ହୋଇଥିଲା l ଠିକା କାମରେ ନିୟୋଜିତ ଥିବା ମିସ୍ତ୍ରୀ ଜଣକ ହାତରୁ ଖର୍ଚ କରି ଏଥିରେ ଟଙ୍କା ଲଗାଇଥିଲେ ତେବେ ଏହି ନିର୍ମାଣ କାମ ସାରିବା ପରେ ଘର କାମର ପାଉଣା ବାବଦକୁ ମୋଟ 15 ଲକ୍ଷ 37 ହଜାର 3 ଶହ ଟଂକା ବାକି ରହିଥିବା ଓ ଟଙ୍କା ପାଇଁ ଗଲେ ଅନେକ ଗାଳି ଶୁଣିବାକୁ ପଡୁଛି ବୋଲି ଶ୍ରମିକ ମାନେ ଅଭିଯୋଗ

କରିଛନ୍ତି l ଶେଷରେ ଅସନ୍ତୁଷ୍ଟ ଶ୍ରମିକ ମାନେ  ଆଜି ପାଟଣାଗଡ଼ କୁ ଆସି ନିଜର ପାଉଣା ଦାବି କରିଛନ୍ତି l ଏମାନେ ନିଜର ହକ୍ ପାଉଣା ନପାଇବା ପର୍ଯ୍ୟନ୍ତ ଅନଶନ ରୁ ହଟିବେ ନାହିଁ ବୋଲି ଚେତାବନୀ ଦେଇଛନ୍ତି l ଏ ସଂକ୍ରାନ୍ତରେ ଆମେ ପୂର୍ବତନ ବିଧାୟକ କନକ ବର୍ଦ୍ଧନ ସିଂହଦେଓଙ୍କ ମତାମତ ନେବା ପାଇଁ ଫୋନ୍ ରେ ଯୋଗାଯୋଗ କରିବାରୁ ସେ ଫୋନ୍ ରିସିଭ କରିନଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026

You Might Also Like