-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ବାଲିଗୁଡା:ମୁଣ୍ଡିଗଡ଼ ହଷ୍ଟେଲରୁ ଛାତ୍ରୀ ପଳାଇବା ଘଟଣା : କୁଡ଼ିଆରେ ରାତି କାଟିଲେ, ବୁଝାସୁଝା ପରେ ଫେରିଲେ: ପ୍ରଧାନଶିକ୍ଷୟିତ୍ରୀ, ମ୍ୟାଟ୍ରନଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ

03-Apr-2021



ବାଲିଗୁଡା,(ପ୍ରେରଣା ଖବର ବ୍ୟୁରୋ ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ବ୍ଲକ୍‌ ମୁଣ୍ଡିଗଡ଼ ମା’ଭୈରବୀ ଉଚ୍ଚବିଦ୍ୟାଳୟରେ ଥିବା ଅନୁସୂଚିତ ଜାତି ଓ ଜନଜାତି ବିଭାଗ ପରିଚାଳିତ ହ‌ଷ୍ଟେଲର ୨୬ ଜଣ ଛାତ୍ରୀ ଗତକାଲି ଅଧରାତିରେ ହଷ୍ଟେଲ ଛାଡ଼ିଥିଲେ। ଗୋଟିଏ କୁଡ଼ିଆରେ ରାତି କଟାଇଥିଲେ। ପ୍ରଧାନଶିକ୍ଷୟିତ୍ରୀ ଓ ହଷ୍ଟେଲ ୱା‌ର୍ଡ଼େନ ସେମାନଙ୍କୁ ନିର୍ଯାତନା ଦେଉଥିବା ଅଭିଯୋଗ ଆଣି ସେମାନେ ଛାତ୍ରୀମାନେ ଏଭଳି ପଦକ୍ଷେପ ଗ୍ରହଣ କରିଥିବା କହିଛନ୍ତି। ତେବେ, ସ୍ଥାନୀୟ ବିଡିଓ ବୁଝାସୁଝା କରିବା ପରେ ସେମାନଙ୍କୁ ହଷ୍ଟେଲ ଫେରାଇ ଆଣିଛନ୍ତି।ମିଳିଥିବା ସୂଚନା ଅନୁସାରେ, ଗତକାଲି ରାତି ପ୍ରାୟ ୨ ଟା ସମୟରେ ୨୬ ଜଣ ଛାତ୍ରୀ ନିଜ ନିଜ ଜିନିଷପତ୍ର ଧରି ହଷ୍ଟେଲ ଛାଡ଼ିଥିଲେ। ସାଙ୍ଗରେ ସେମାନେ ନିଜନିଜର ଜିନିଷପତ୍ର ବି ନେଇଥିଲେ। ଜଙ୍ଗଲ ରାସ୍ତାରେ ୫ କିଲୋମିଟର ଚାଲି ଚାଲି ଆଠବଡ଼ି ଗ୍ରାମର ଏକ କୁଡ଼ିଆରେ ରାତି କଟାଇଥିଲେ।ସକାଳ ହେବା ପରେ ସେମାନେ ନିଜ ନିଜ ଗାଁକୁ ଚାଲିଯାଇଥିଲେ। ଘଟଣା ପରେ ବିଡିଓ ରୀନା ପ୍ରଧାନ, ଥାନା ଅଧିକାରୀ ବାବା ଶଙ୍କର ସରାଫ୍‌ ପହଞ୍ଚି ଘଟଣା ସଂପର୍କରେ ଜାଣିବା ପରେ ଛାତ୍ରୀମାନଙ୍କ ଘରକୁ ଯାଇ ବୁଝାସୁଝା କରିଥିଲେ। ଛାତ୍ରୀ ଓ ସେମାନଙ୍କ ଅଭିଭାବକଙ୍କୁ ଆଶ୍ବାସନା ଦେବା ପରେ ଆଜି ସନ୍ଧ୍ୟା ୬ଟା ସୁଦ୍ଧା ୨୬ ଛାତ୍ରୀଙ୍କ ମଧ୍ୟରୁ ୨୨ ଜଣଙ୍କୁ ହଷ୍ଟେଲ ଫେରାଇ ଆଣିଛନ୍ତି। ଜିଲ୍ଲା ମଙ୍ଗଳ ଅଧିକାରୀ ସୀମାଞ୍ଚଳ ବେହେରା, ଉପଖଣ୍ଡ ମଙ୍ଗଳ ଅଧିକାରୀ ଜଗତ୍‌ଜୀବନ ବଗର୍ତ୍ତୀ ଓ ବ୍ଲକ୍‌ ମଙ୍ଗଳ ଅଧିକାରୀ ବୃନ୍ଦାବନ ମହାପାତ୍ର ପହଞ୍ଚି ଛାତ୍ରୀ, ମ୍ୟାଟ୍ରନ୍‌ ଓ ଅନ୍ୟ ଶିକ୍ଷୟିତ୍ରୀଙ୍କ ସହ ଘଟଣା ସଂପର୍କରେ ଆଲୋଚନା କରିଥିଲେ। ଛାତ୍ରୀମାନଙ୍କ ଅଭିଯୋଗ ଅନୁସାରେ, ପ୍ରଧାନଶିକ୍ଷୟିତ୍ରୀ ଓ ମ୍ୟାଟ୍ରନ୍‌ ସେମାନଙ୍କୁ ନିର୍ଯାତନା ଦେଉଛନ୍ତି। ଏପରିକି, ଠିକ୍‌ ଭାବେ ଖାଇବାକୁ ଦେଉନଥିବାବେଳେ ଷ୍ଟାଇପେଣ୍ଡ୍‌ ଅର୍ଥ ଫେରାଉ ନାହାନ୍ତି। ସେମାନଙ୍କ ଅଭିଯୋଗ ଉପରେ ତଦନ୍ତ ଆରମ୍ଭ ହୋଇଥିବା ଜଣାପଡ଼ିଛି। ଜିଲ୍ଲା ମଙ୍ଗଳ ଅଧିକାରୀଙ୍କ କହିବା ଅନୁସାରେ, ସମସ୍ତ ଛାତ୍ରୀ ଫେରିବା ପରେ ସେମାନଙ୍କ ମତାମତ ସଂଗ୍ରହ କରାଯିବ। ଏଥିରେ ଯାହାର ଭୁଲ୍‌ ଥିବ ତାଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like