-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ରାଜନୀତି

ବାଚସ୍ପତିଙ୍କୁ ଚପଲ ଫିଙ୍ଗିବା ଘଟଣା: ବିଜେପି ର 3 ବିଧାୟକ ସସପେଣ୍ଡ

03-Apr-2021



ଭୁବନେଶ୍ୱର,(ଶୁଭାଶିଷ ନାୟକ) :  ବାଚସ୍ପତିଙ୍କୁ ଲକ୍ଷ୍ୟ କରି ଚପଲ, ହେଡ଼ଫୋନ ଫିଙ୍ଗିବା ଘଟଣା ବିଜେପିର ତିନି ବିଧାୟକଙ୍କୁ ମହଙ୍ଗା ପଡ଼ିଛି  । ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ବିଧାୟକମାନେ ଦାବି କରିଥିଲେ  । ବିଧାୟକମାନଙ୍କ ଦାବିକୁ ଅନୁଶୀଳନ କରିବା ପରେ ବାଚସ୍ପତି ଗୃହର ଭିଡ଼ିଓ କ୍ଲିପ ମଗାଇ ଦେଖିଥିଲେ  । ପରେ ଶାସକ ଦଳ ମୁଖ୍ୟ ସଚେତିକା ପ୍ରମିଳା ମଲ୍ଲିକ ଏକ ମୋସନ ଆଣିବା ସହ ବରିଷ୍ଠ ବିଧାୟକ ଜୟ ନାରାୟଣ ମିଶ୍ର, ବିରୋଧୀ ଦଳ ଉପନେତା ବିଷ୍ଣୁଚରଣ ସେଠୀ ଓ ବିରୋଧୀ ଦଳ ମୁଖ୍ୟ ସଚେଚକ ମୋହନ ମାଝୀଙ୍କୁ ନିଲମ୍ବିତ କରିବା ପାଇଁ କହିଥିଲେ  । ଏନେଇ ବାଚସ୍ପତି ଗୃହରେ ଭୋଟିଂ ଗ୍ରହଣ କରିବା ସହ ତିନି ଜଣଙ୍କୁ ସସପେଣ୍ଡ କରିଥିଲେ  । ଫଳରେ ଚଳିତ ଅଧିବେଶନରେ ଏହି ୩ ବିଧାୟକ ଗୃହକୁ ଆସିପାରିବେ ନାହିଁ  ।

ପ୍ରକାଶ ଯେ ଶନିବାର ବିଧାନସଭାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି ।  ବିଧାନସଭା ଭଳି ଏକ ପବିତ୍ର ଗୃହରେ ବିଜେପି ବିଧାୟକଙ୍କ  ଅଶୋଭନୀୟ ଆଚରଣ ଦେଖିବାକୁ ମିଳିଛି । ବିଧାନସଭାରେ ବିଜେପି ସଦସ୍ୟମାନେ ହୋହାଲ୍ଲା ଓ ହଟ୍ଟଗୋଳ କରିବା ସହ ବାଚସ୍ପତିଙ୍କ ପୋଡ଼ିୟମ ଉପରକୁ ଚପଲ ଫିଙ୍ଗିଛନ୍ତି । ଖାଲି ସେତିକି ନୁହେଁ ଇୟର ଫୋନ ଓ  କାଗଜ ମଧ୍ୟ ଫିଙ୍ଗିଛନ୍ତି । ଏସଂକ୍ରାନ୍ତରେ ପୂର୍ବରୁ ବାଚସ୍ପତି ଡକ୍ଟର ସୂର୍ଯ୍ୟ ନାରାୟଣ ପାତ୍ର କହିଥିଲେଯେ, ବିଧାୟକଙ୍କ ପାଇଁ ଆଇନ ତା’ ବାଟରେ ଯିବ,  ତାକୁ କେହି ବନ୍ଦ କରିପାରିବେ ନାହିଁ । ବିଜେପି  ବିଧାୟକଙ୍କ ଚପଲ ଫିଙ୍ଗା ଘଟଣାରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ନିଜର ପ୍ରତିକ୍ରିୟା ରଖି ଏହା କହିଛନ୍ତି ।  ସେ କହିଛନ୍ତି ଯେ,  ସମସ୍ତ କଥାକୁ କରୁଛି । ତର୍ଜମା କରୁଛି । ଆଇନ ତା’ ବାଟରେ ଯିବ, କେହି ବନ୍ଦ କରିପାରିବେନି । ବିଧାନସଭାରେ ଉଠାଯାଇଥିବା ଫଟୋ ପରୀକ୍ଷା କରୁଛି ।  ସବୁ ପ୍ରମାଣ ମିଳିସାରିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବାଚସ୍ପତି ଶ୍ରୀ ପାତ୍ର କହିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like