-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ଟିଟିଲାଗଡ଼: ଡାକ୍ତର ଅଭାବ ଯୋଗୁଁ ବଢୁଛି ନକଲି ଡାକ୍ତର ବା କ୍ୱାକଙ୍କ ପ୍ରାଦୁର୍ଭାବ, ବିଭାଗୀୟ ଅଧିକାରୀ ଜାଣିଶୁଣି ନିରବ ଅଭିଯୋଗ

04-Apr-2021



ଟିଟିଲାଗଡ଼ (ପ୍ରେରଣା ଖବର) :ବଲାଙ୍ଗୀର ଜିଲ୍ଲାର ମୁଖ୍ୟ କେନ୍ଦ୍ରସ୍ଥଳୀ ଭାବେ ରହିଥିବା ଟିଟିଲାଗଡ ସବ-ଡିଭିଜନାଲ ସରକାରୀ ଡାକ୍ତରଖାନାରେ ଡାକ୍ତର ଅଭାଵ ନେଇ ଅକଥନୀୟ ଦୁର୍ଦ୍ଦଶା ର ଶିକାର ହେବା ସହ ସ୍ୱାସ୍ଥ୍ୟ ସେବା ରୁ ବଞ୍ଚିତ ହେବା ଦେଖାଯାଉଛି । ଜିଲ୍ଲାର ପାଟଣାଗଡ଼ ପରି ଗୋଟିଏ ସ୍ଥାନରେ  କେବଳ ୧୮ ଜଣ ଡାକ୍ତର ଥିବା ବେଳେ ଏହି ଟିଟିଲାଗଡ ସବ-ଡିଭିଜିନାଲ ସରକାରୀ ଡାକ୍ତର ଖାନା ରେ ମାତ୍ର ଚାରି ଜଣ ଡାକ୍ତର ଙ୍କୁ ନେଇ କିଭଳି ଚାଲିଛି ସହଜେ ଅନୁମେୟ । ବିଭିନ୍ନ

ବିଭାଗର ଜରୁରୀ  ଡାକ୍ତର ପଦବୀ ଖାଲି ପଡିଥିବା ବେଳେ ଅନେକ ବିଭାଗର ପଦବୀ ଖାଲି ରହିବା ଯୋଗୁଁ ସାଧାରଣ ଦୁର୍ଦ୍ଦଶାର ଶିକାର ହେଉଛନ୍ତି । ବାରମ୍ବାର ଏହି ସର୍ବନିମ୍ନ ଆବଶ୍ୟକତା ପୂରଣ ନିମନ୍ତେ ଦାବୀ ହେବା ସତ୍ୱେ ଜିଲ୍ଲା ପ୍ରଶାସନ ସବୁ ଜାଣି ନିରବ ରହିବା ସାର ହେଉଛି । ବାହ୍ୟ ବିଭାଗ ଓ ଅନ୍ତଃ ବିଭାଗ ପାଇଁ ମାତ୍ର ଚାରି ଜଣ ଡାକ୍ତର କାର୍ଯ୍ୟ ସୀମା ବା ଡିଉଟି ସମୟରୁ ଅଧିକ ସମୟ ରହିବା କୁ ବାଧ୍ୟ ରହିବା ନେଇ ହଟହଟା ହେବା ଓ ରୋଗୀ ଙ୍କ ଲମ୍ବା ଧାଡି ସହ ପାଟିତୁଣ୍ଡ ହେଉଥିବା ଦେଖାଯାଉଛି । ଏହାର ସୁଯୋଗ ନେଇ କିଛି ନିର୍ଦ୍ଦିଷ୍ଟ ବ୍ୟକ୍ତି ରହି ବିଭିନ୍ନ ଘରୋଇ ନର୍ସିଂ ହୋମ କୁ ନେବା ତଥା ଟିଟିଲାଗଡ ନିକଟସ୍ଥ ନାରେନ ଗ୍ରାମ ସ୍ଥିତ ଦୁଇଟି ଘରୋଇ ବେଆଇନ ଅଣସ୍ୱୀକୃତି ପ୍ରାପ୍ତ କ୍ଲିନିକ କରିଥିବା ଯଥା ଡ଼ଃ ମଲ୍ଲିକ ଓ ଡ଼ଃ ସେଲମା କୁହା ଯାଉଥିବା ଦୁଇଟି ଜାଗାକୁ ରୋଗୀଙ୍କୁ ପଠାଯାଉଥିବା ଅଭିଯୋଗ ହୋଇଛି । ଧାଡ଼ି ରେ ଅପେକ୍ଷାରତ ରୋଗୀ ଛିଡା ହୋଇ ନିରାଶ ହୋଇ ଅନ୍ୟତ୍ର ଯିବାକୁ ବାଧ୍ୟ ହେଉଥିବା ବେଳେ ଏ ନେଇ ବିଭାଗୀୟ ଉଚ୍ଚ ପଦସ୍ଥ ଅଧିକାରୀ ଜାଣି ସୁଦ୍ଧା ନିରବ ରହିବା ଅଭିଯୋଗ ହେଉଛି । 

ଏହି ପଦ, ପଦବୀ ଅଭାବରୁ ସାଧାରଣ ଚିକିତ୍ସା ସେବାରୁ ବଞ୍ଚିତ ହେବା ଓ ଅଞ୍ଚଳରେ ନକଲି ଡାକ୍ତର ବା କ୍ୱାକଙ୍କ ପ୍ରାଦୁର୍ଭାବ ବଢିଚାଲିଥିବା ନେଇ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ଦୃଢ଼ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like