-+91-9937148622 |
prerana_bgr@rediffmail.com |
Friday 25th September 2026 |
R.N.I. Regd No. ODIODI/2010/46693
Breaking News
27-Sep-2020
ଆଜି ଦିନ ୧୧ଟାରେ ନିଜର ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ୍’ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶକୁ ସମ୍ବୋଧିତ କରିଛନ୍ତି। ତାଙ୍କର ରେଡିଓ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ପିଲାଙ୍କୁ କାହାଣୀ ଶୁଣାଇବା ଏବଂ ଶୁଣିବାର କେତେ ଗୁରୁତ୍ବ ରହିଛି ଏବଂ କୃଷକଙ୍କ ଦ୍ବାରା ଦେଶ କିଭଳି ଆତ୍ମନିର୍ଭର ହେବ ସେ ବିଷୟରେ ଜଣାଇଥିଲେ। ଶେଷରେ ସହିଦ ହୋଇଥିବା ଦେଶର ବୀର ପୁତ୍ରମାନଙ୍କୁ ଶ୍ରଦ୍ଧାଞ୍ଜଳି ଦେଇ କରୋନା କଟକଣା ମାନି ଚଳିବାକୁ ଦେଶବାସୀଙ୍କୁ ଆହ୍ବାନ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି!