-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||      ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା    (09-May-2026)       ||      ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   (09-May-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   (08-May-2026)       ||     

HOME   ଜିଲ୍ଲା

ମାରୱାଡି ଯୁବ ମଂଚର ରାଷ୍ଟ୍ରିୟ ସଭାପତି କପିଲ ଲାଖୋଟିଆଙ୍କ ବୌଦ୍ଧ ଗସ୍ତ, ଜନସେବା ମୂଳକ କାର୍ଯ୍ୟ ଉପରେ ଗୁରୁତ୍ୱାରୋପ

04-Apr-2021



ବୌଦ୍ଧ(ଶ୍ରୀବନ୍ତ ମେହେର)ତା ୪/୪,ଅଖିଳ ଭାରତୀୟ ମାରୱାଡି ଯୁବ ମଂଚର ନବନିର୍ବାଚିତ ରାଷ୍ଟ୍ରିୟ ସଭାପତି କପିଲ ଲାଖୋଟିଆ ରବିବାର ବୌଦ୍ଧ ଗସ୍ତରେ ଆସି ବିଭିନ୍ନ ପ୍ରସଙ୍ଗରେ ବୌଦ୍ଧ ଶାଖା ସଦସ୍ୟଙ୍କ ସହିତ ଆଲୋଚନା କରିଛନ୍ତି । ବଲାଙ୍ଗିର ଜିଲା କଂଟାବାଞ୍ଜି ଠାରେ ରବିବାର ଦିନ ଅନୁଷ୍ଠିତ ହେଉଥିବା ଓଡିଶା ପ୍ରଦେଶ ମାରୱାଡି ଯୁବ ମଂଚର ତ୍ରୟବାର୍ଷିକ ଅଧିବେଶନ ‘ସଂସ୍କୃତି-୨୦୨୧’ ରେ ଯୋଗଦେବା ପାଇଁ ନବନିର୍ବାଚିତ ରାଷ୍ଟ୍ରିୟ ସଭାପତି କପିଲ ଲାଖୋଟିଆ ଓଡିଶା ଗସ୍ତରେ ଆସିଛନ୍ତି । ତାଙ୍କ ସହିତ ନିବର୍ତମାନ ରାଷ୍ଟ୍ରିୟ ସଭାପତି ଅମିତ ଅଗ୍ରୱାଲ ମଧ୍ୟ ଏହି ଗସ୍ତରେ ସାମିଲ ହୋଇଛନ୍ତି । ମାରୱାଡି ଯୁବ ମଂଚ ବାଲେଶ୍ୱର ଶାଖାର ସଦସ୍ୟମାନଙ୍କ ଗହଣରେ ରାଷ୍ଟ୍ରିୟ ସଭାପତି କପିଲ ଲାଖୋଟିଆ ବୌଦ୍ଧ ଠାରେ ପହଂଚିଥିଲେ । ବୌଦ୍ଧ ଶାଖାର ସଦସ୍ୟମାନେ ମହାନଦୀ ବ୍ରିଜ ଛକ ଠାରେ ସ୍ୱାଗତ କରିବା ସହିତ ଏକ ବାଇକ ରାଲିରେ ପାଛୋଟି ନେଇଥିଲେ । ରାଷ୍ଟ୍ରିୟ ସଭାପତି କପିଲ ଲାଖୋଟିଆଙ୍କ ସ୍ୱଳ୍ପ ସମୟ ଅବସ୍ଥାନ କରିବା ସମୟରେ ମାରୱାଡି ଯୁବ ମଂଚ ବୌଦ୍ଧ ଶାଖାର ସଦସ୍ୟମାନଙ୍କ ସହିତ ୨୫ ବର୍ଷ ଧରି ବୌଦ୍ଧ ଶାଖା ଦ୍ୱାରା କରାଯାଇଥିବା ବିଭିନ୍ନ କାର୍ଯ୍ୟକ୍ରମ ସଂପର୍କରେ ଆଲୋଚନା କରିଥିଲେ । ବୌଦ୍ଧ ଶାଖା ଦ୍ୱାରା କରାଯାଇଥିବା ବିଭିନ୍ନ କାର୍ଯ୍ୟକ୍ରମ ନେଇ ଖୁସି ବ୍ୟକ୍ତ କରିବା ସହିତ  ଆଗାମୀ ଦିନରେ ଅଧିକ ସକ୍ରିୟତାର ସହିତ ଜନସେବା କାର୍ଯ୍ୟ କରିବା ନେଇ ପରାମର୍ଶ ଦେଇଥିଲେ । ଏହି ଅବସରରେ ବୌଦ୍ଧ ଶାଖାର ବରିଷ୍ଠ ସଦସ୍ୟ ସଂପଦ କୁମାର ଅଗ୍ରୱାଲା ଓ ସନ୍ଥ କୁମାର ଅଗ୍ରୱାଲା ରାଷ୍ଟ୍ରିୟ ସଭାପତି କପିଲ ଲାଖୋଟିଆ ଓ ନିବର୍ତମାନ ରାଷ୍ଟ୍ରିୟ ସଭାପତି ଅମିତ ଅଗ୍ରୱାଲଙ୍କୁ ଉପଢ଼ୌକନ ଦେଇ ସମ୍ମାନୀତ କରିଥିଲେ । ବୌଦ୍ଧ ଶାଖା ସଭାପତି ତଥା ପ୍ରାନ୍ତିୟ ଉପସଭାପତି କେତନ କୁମାର ଅଗ୍ରୱାଲା, ସଂପାଦକ ଅଙ୍କିତ କୁମାର ଅଗ୍ରୱାଲାଙ୍କ ନେତୃତ୍ୱରେ ଶାଖାର ସଦସ୍ୟ ମୋହିତ ଅଗ୍ରୱାଲା, ବିକାଶ ଅଗ୍ରୱାଲା, ସୂରଜ ଅଗ୍ରୱାଲା, ମଂଗତୁ ଗୋୟଲ, ରାଜ କିରନ ଅଗ୍ରୱାଲା, ଅଙ୍କିତ ଅଗ୍ରୱାଲା, ନଟବର ଅଗ୍ରୱ


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   09-May-2026
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026
  ଜିଲ୍ଲା  
ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର   09-May-2026
  ରାଜ୍ୟ  
ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-May-2026
  ଅପରାଧ  
ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
*ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   09-May-2026

You Might Also Like