-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

ଆଗଲପୁର ବ୍ଲକ ଓଷ୍ଟାର ସାମ୍ବିଧାନିକ ସମ୍ମିଳନୀ

04-Apr-2021



ବଲାଙ୍ଗିର,  ସ୍ଥାନୀୟ ସରକାରୀ ପଞ୍ଚାୟତ ନୋଡାଲ ଉଚ୍ଚ ବିଦ୍ୟାଳୟ ରୋତ ଠାରେ ଓଡିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା, ଆଗଲପୁର ବ୍ଲକର ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଅଛି । ଉକ୍ତ ସଭାରେ ବ୍ଲକ ସଭାପତି ରଣଜିତ ପାତ୍ରଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ସ୍କୁଲର ପୂର୍ବତନ ପ୍ରଧାନ ଶିକ୍ଷକ ତଥା ପୂର୍ବତନ ବ୍ଲକ ସଭାପତି ବିଜୟ କୁମାର ବେହେରା, ମୁଖ୍ୟବକ୍ତା ଓଷ୍ଟା ରାଜ୍ୟ ପୂର୍ବତନ ସଭାପତି ପୁରନ୍ଦର ଦାଶ, ସମ୍ମାନିତ ଅତିଥି ଓଷ୍ଟା  ରାଜ୍ୟ ସଭାପତି ବିନୋଦ ବିହାରି ପାଣିଗ୍ରାହୀ, ପୂର୍ବତନ ଓଷ୍ଟା ରାଜ୍ୟ କାର୍ଯ୍ୟକାରୀ ସଭାପତି ସୁଧାଂଶୁ ଶେଖର ବାବୁ, ବ୍ଲକ ପୂର୍ବତନ ସଭାପତି ଗୋପ କୁମାର ପଣ୍ଡା, ଜିଲ୍ଲା ସଭାପତି ଛାୟାକାନ୍ତ ସାହୁ, ଜିଲ୍ଲା ସଂପାଦକ କୁଶଧ୍ୱଜ ସାହୁ, ବ୍ଲକ ଉପସଭାପତି ସଙ୍ଗୀତାଞ୍ଜଳୀ ମିଶ୍ର, ସ୍ଥାନୀୟ ପ୍ରଧାନ ଶିକ୍ଷକ ଚମରା ଚୈହାନ ଓ ବ୍ଲକ ସଂପାଦକ ତାରାକାନ୍ତ ମିଶ୍ର ଆଜି ତାଙ୍କର ବହୁମୁଲ୍ୟ ବକ୍ତବ୍ୟ ପ୍ରଦାନ କରିଥିଲେ । ବ୍ଲକର ୨୨ ଗୋଟି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତଥା ଅନ୍ୟାନ୍ୟ ଶିକ୍ଷକ, ଶିକ୍ଷୟତ୍ରୀ ତଥା ଅନ୍ୟାନ୍ୟ ଶିକ୍ଷା କର୍ମଚାରୀ ଉପସ୍ଥିତ ରହି ନିଜର ମତ ତଥା ପ୍ରଦାନ କରିଥିଲେ । ସଭା ପରେ ଆଗାମୀ ୩ ବର୍ଷ ପାଇଁ ବ୍ଲକ ଓଷ୍ଟାର ବିଭିନ୍ନ କର୍ମକର୍ତ୍ତା ଚୟନ ହୋଇଥିଲେ । ସଭାପତି ଚମରା ଚୈାହାନ, ଉପସଭାପତି ସଙ୍ଗୀତାଞ୍ଜଳି ମିଶ୍ର, ଅଶୋକ କୁମାର ମିଶ୍ର, ଆନନ୍ଦ ଚନ୍ଦ୍ର ସାହୁ, ସଂପାଦକ ତାରାକାନ୍ତ ମିଶ୍ର, ଯୁଗ୍ମ ସଂପାଦକ ଅମୂଲ୍ୟ କୁମାର ବେହେରା, ପ୍ରଶାନ୍ତ କୁମାର ପ୍ରଧାନ, କାର୍ଯ୍ୟକାରୀ ସଭାପତି ବିଦ୍ୟା ସାଗର ସିଂଦେଓ, ରାଜ୍ୟ ପରିଷଦ ସଭ୍ୟ ଗୋବିନ୍ଦ ସାହୁ, ଶ୍ରୀବତ୍ସ ଭୋଇ, ମନୋରଞ୍ଜନ ସାହୁ, ଜିଲ୍ଲା ପରିଷଦ ସଭ୍ୟ ବିଶେଶ୍ୱର ସାହୁ, ଶଙ୍କର ବିଶ୍ୱାଲ, ଅଚ୍ୟୁତ ପଧାନ, ସନ୍ତୋଷ କୁମାର ସାହୁ, ଜୟ ପ୍ରକାଶ ସାହୁ, ସଭାରେ ଜିଲ୍ଲା ଯୁଗ୍ମ ସଂପାଦକ ତରଣୀସେନ ପଧାନ, ଅବନୀ କୁମାର ତ୍ରିପାଠୀ, ଜିଲ୍ଲା କାର୍ଯ୍ୟକାରୀ ସଭ୍ୟ ହେମନ୍ତ କୁମାର ବାରିକ, ଲୋଇସିଂହା ବ୍ଲକ ସଂପାଦକ ସାରଥୀ ସାହୁ ମଧ୍ୟ ଉପସ୍ଥିତ ଥିଲେ । ସଭାରେ ଅତିଥି ପରିଚୟ ଉମାକାନ୍ତ ପୁଟେଲ ଓ ଧନ୍ୟବାଦ ଅର୍ପଣ ଅମୁଲ୍ୟ ବେହେରା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like