-+91-9937148622 |

prerana_bgr@rediffmail.com |

  Monday 29th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||     

HOME   ରାଜ୍ୟ

ବାରାହା ଫାସ ସାଜିଲା, ମୃତ୍ୟୁର ଫାସ

04-Apr-2021



ବୌଦ୍ଧ(ପ୍ରେରଣା ଖବର  ବ୍ୟୁରୋ) ବୌ ଦ୍ଧ  ଜିଲ୍ଲା ବାଉଁଶୁଣୀ ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା । ଗତ ମାସ ୩ ତାରିଖରୁ ନିଖୋଜଥିବା କଙ୍କଲା ଗ୍ରାମର ଭଦ୍ରି ମହାକୁଡଙ୍କ ପୁଅ ବିମ୍ବାଧର ମହାକୁଡଙ୍କ ମୃତ ଦେହ ଆଜି ଡମ୍ବରୁଗଡ ଶ୍ମଶାନ ଘାଟରୁ ଉଦ୍ଧାର କରିଛି ବାଉଁଶୁଣୀ ପୋଲିସ ।  ମିଳିଥିବା ସୂଚନା ଅନୁସାରେ କଙ୍କଲା ଗ୍ରାମର ଅମିତ ମହାକୁଡ ଓ କାର୍ତ୍ତିକ ମହାକୁଡ  ଡମ୍ବରଗାଡ ଜଙ୍ଗଲରୁ ବାରାହ ଶିକାର ପାଇଁ ଜଙ୍ଗଲ ମଧ୍ୟରେ ବିଦ୍ୟୁତ ଖଞ୍ଜା ଫାସ ବସାଇଥିଲେ । ହେଲେ ଦୁର୍ଭାଗ୍ୟ ବଶତଃ ସେହି ଫାସ ରେ ପଡି ବିମ୍ବାଧର ର ମୃତ୍ୟୁ ହୋଇଥିବା ଜଣାପଡିଛି । ଏ ଘଟଣାକୁ ଚପାଇବାକୁ ଯାଇ ଡମ୍ବରୁଗାଡ ମହାନଦୀ କୂଳ ଶ୍ମଶାନ ଘାଟରେ ବାଲି ଭିତରେ ଶବକୁ ପୋତି ଦେଇଥିଲେ । ସେହି ଦିନ ଠାରୁ ଅର୍ଥାତ ଗତ ମାର୍ଚ୍ଚମାସ ୩ ତାରିଖରେ ବିମ୍ବାଧର ମହାକୁଡଙ୍କ ପିତା ଭଦ୍ରି ମହାକୁଡ ଥାନା ପୁଅ ନିଖୋଜଥିବା ନେଇ ଅଭିଯୋଗ କରିଥିଲେ । ବାଉଁଶୁଣୀ ଥାନାର SI ଶ୍ରୀ ଥନାପତିଙ୍କ ଅନୁସନ୍ଧାନ ପରେ ଘଟଣାର ସତ୍ୟତା ଜଣାପଡିଥିଲା । ଅନୁସନ୍ଧାନକୁ ଭିତ୍ତି କରି ଗତକାଲି ବାଉଁଶୁଣୀ ଥାନା କେସ ନଂ ୪୧/୨୧ରେ ଏକ ମାମଲା ରୁଜୁକରି ଏଥିରେ ସଂପୃକ୍ତି ଥିବା ଅମିତ ମହାକୁଡ ଓ କାର୍ତ୍ତିକ ମହାକୁଡକୁ ପୋଲିସ ଅଟକ ରଖି ପଚରା ଉଚୁରା କରିବା ପରେ ଆଜି ଡମ୍ବରୁଗଡ ଶ୍ମଶାନ ଘାଟରୁ ବାଲିରେ ପୋତାଯାଇଥିବା ମୃତ ଦେହକୁ ମାଜିଷ୍ଟ୍ରେଟ୍ ଙ୍କ ଉପସ୍ଥିତିରେ ଉଦ୍ଧାର କରି ଶବକୁ ବ୍ୟବଚ୍ଛେଦ ପାଇଁ ପଠାଇଥିବା ଜଣାପଡିଛି । ଏଥିରେ ଆଉ କେତେ ଜଣ ସଂପୃକ୍ତ ଅଛନ୍ତି କି ନାହିଁ ନାହିଁ ତାର ତଦନ୍ତ ଜାରିରଖିଛି ପୋଲିସ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026
  ଜିଲ୍ଲା  
ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   29-Jun-2026
  ଜିଲ୍ଲା  
କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    29-Jun-2026
  ଜିଲ୍ଲା  
ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   29-Jun-2026

You Might Also Like