-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

ସରକାରୀ ଚୁକ୍ତିଭିତ୍ତିକ ଶିକ୍ଷକ ସଂଘର ବୈଠକ

04-Apr-2021



ବଲାଙ୍ଗିର- ସରକାରୀ ହାଇସ୍କୁଲ ଚୁକ୍ତି ଭିତ୍ତିକ ଶିକ୍ଷକ ସଂଘର ସଭାପତି ବିନୋଦ କୁମାର ମିଶ୍ରଙ୍କ ସଭାପତିତ୍ୱରେ ଏକ ବୈଠକ ସ୍ଥାନୀୟ ବିଦ୍ୟାଭୂଷଣ ସଂସ୍କୃତ ମହାବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଥିଲା । ଉକ୍ତ ବୈଠକରେ ସମସ୍ତ ବ୍ଲକର ଶିକ୍ଷକ ଓ ଶିକ୍ଷୟତ୍ରୀ ଯୋଗଦେଇ ଚୁକ୍ତିଭିତ୍ତିକ ଶିକ୍ଷକମାନଙ୍କର ସମସ୍ୟା ବିଷୟରେ  ସବିଶେଷ ଆଲୋଚନା କରିଥିଲେ । ରାଜ୍ୟରେ ଗତ ୨୦୧୫ ମସିହାରେ ନଭେମ୍ବର ମାସରେ ବିନା କାରଣରେ ୩୭୬୦ ଚୁକ୍ତି ଭିତ୍ତିକ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ନିଜ ଚାକିରିରୁ ଛଟେଇ କରାଯାଇଥିଲା । ତନ୍ମଧ୍ୟରୁ ୬୬ ଜଣ ଶିକ୍ଷକ ବଲାଙ୍ଗିର ଜିଲ୍ଲାର । ଏହାର ପ୍ରତିବାଦରେ ଶିକ୍ଷକ ସଂଗଠନ ପୁନଃ ନିଯୁକ୍ତି ନିମନ୍ତେ ରାଜରାସ୍ତାକୁ ଓହ୍ଲାଇଥିଲେ ଓ ୪ ମାସର ସଂଗ୍ରାମ ପରେ ତା.୦୪.୦୪.୨୦୧୬ ପୁନଃ ନିଯୁକ୍ତି ପ୍ରତିବଦଳରେ  ନୂତନ ନିଯୁକ୍ତି ରାଜ୍ୟସରକାରଙ୍କ ତରଫରୁ ପ୍ରଦାନ କରାଯାଇଥିଲା । ଫଳ ସ୍ୱରୁପ ଶିକ୍ଷକମାନେ ୧୦ ମାସର ପୂର୍ବ ଅବଧି ଚାକିରିରେ ବରିଷ୍ଠତା ହରାଇଥିଲେ ଓ ୧୦ ମାସ ଅଧିକ ସମୟ ଚୁକ୍ତିଭିତ୍ତିକ ଚାକିରିରେ ରହିବାକୁ ବାଧ୍ୟ ହୋଇଛନ୍ତି । ଏହି ପୂର୍ବ ଅବଧିକୁ ଚାକିରିରେ ଯୋଗ କରିବା ପାଇଁ ସଂଘ ତରଫରୁ ଦାବି କରାଯାଇଛି । ଏହାର ପ୍ରତିବାଦରେ ସଂଘ ଉଚ୍ଚତମ ନ୍ୟାୟାଳୟର ଦ୍ୱାରସ୍ତ ହୋଇ ନିଜ ନ୍ୟାୟ ପାଇବା ପାଇଁ ନିଷ୍ପତ୍ତି ହୋଇଥିଲା । ଏହା ସହ ଏହି ବୈଠକରେ ୨୦୨୦ ମସିହାରେ ନିଯୁକ୍ତି ପାଇଥିବା ବଲାଙ୍ଗିର ଜିଲ୍ଲା ଶିକ୍ଷକ ଓ ଶିକ୍ଷୟତ୍ରୀମାନଙ୍କୁ ପୁଷ୍ପଗୁଚ୍ଛ ସହ ସ୍ୱାଗତ କରାଯାଇଥିଲା । ସରକାରୀ ଚୁକ୍ତିଭିତ୍ତିକ ଶିକ୍ଷକ ହୋଇ ନୂତନ ପେନସନ ଯୋଜନା  (ଏନ୍‌ପିଏସ୍‌)ରୁ  ପ୍ରଥମ ଥର ପାଇଁ ପ୍ରଧାନ ଶିକ୍ଷକ ଭାବରେ ପ୍ରମୋସନ ପାଇଥିବା ଶିକ୍ଷକମାନଙ୍କୁ ଓ ୨୦୧୩ ବ୍ୟାଚର ନିଯୁକ୍ତ ଚୁକ୍ତି ଭିତ୍ତିକ ଶିକ୍ଷକମାନେ ନିୟମିତ ଶିକ୍ଷକ ହୋଇଥିବାରୁ ଶୁଭେଚ୍ଛା ପ୍ରଦାନ କରାଯାଇଥିଲା । ଏହି ବୈଠକରେ ନୂତନ ଭାବରେ ସଂଘର ଉପସଭାପତି ରୂପେ ସୁଧାଂଶୁ ଶେଖର ବାରିକ, ଯୁଗ୍ମ ସଂପାଦକ ଭାବେ ଭଗବାନ ବେହେରା, ଯୁଗ୍ମ କୋଷାଧ୍ୟକ୍ଷ ଭାବେ ଗାୟତ୍ରି ବାରିକଙ୍କୁ ସର୍ବସମ୍ମତି କ୍ରମେ ମନୋନିତ କରାଯାଇଥିଲା । ଏହି ବୈଠକରେ ସାଧାରଣ ସଂପାଦକ ଅରବିନ୍ଦ କୁମ୍ଭାର, ନରେଶ ଦ୍ୱାରି, ସନାତନ ପୁରୋହିତ, ରଂଜିତ ମିଶ୍ର, ରାମ ନାରାୟଣ ଦାଶ, ଅଶ୍ୱିନି ଷଢଙ୍ଗି, ବୀର କିଶୋର ସୁନା, ସଦାନନ୍ଦ ଭୋଇ, ହେମନ୍ତ ବାରିକ, ଦ୍ୱିତିିରଂଜନ ମହାଲିଙ୍ଗ, କର୍ମ ପ୍ରଧାନ, ଗଣନାଥ ସାହୁ, ଶୁଭେନ୍ଦୁ କୁମାର ନାଥ, ଆଶୁତୋଷ ପୁଝାରୀ, ମମିତା ପ୍ରଧାନ, ବିଦ୍ୟାପତି ପ୍ରଧାନ, ଅଜୟ କୁମାର ସାହୁ ପ୍ରମୁଖ ଶିକ୍ଷକ ଶିକ୍ଷୟତ୍ରୀ ଯୋଗ ଦେଇଥିଲେ । ଶେଷରେ ଶିକ୍ଷକ ସୁଧାଂଶୁ ଶେଖର ବାରିକ ଧନ୍ୟବାଦ ଦେଇ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like