-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||     

HOME   ଜିଲ୍ଲା

୨ଟି ପୃଥକ ମାମଲାରେ ୫୯ କେ.ଜି. ଗଂଜେଇ ଜବତ, ଜଣେ ଗିରଫ

05-Apr-2021



ବୌଦ୍ଧ(ଶ୍ରୀବନ୍ତ ମେହେର),ବୌଦ୍ଧ ଜିଲ୍ଲା ଗଂଜେଇ ମାଫିଆ ମାନଙ୍କ ଭୂସ୍ୱର୍ଗ ପାଲଟିଛି l ପ୍ରତିଦିନ କ୍ବିଣ୍ଟାଲ୍ କ୍ବିଣ୍ଟାଲ୍ ଗଞ୍ଜେଇ ଦୁଇ ଚକିଆ ଓ ଚାରି ଚକିଆ ଯାନବାହାନ ରେ ଜିଲ୍ଲା ବାହାରକୁ ଚୋରା ଚାଲାଣ ହେଉଥିବା ଅଭିଯୋଗ ହେଉଛି | ପୋଲିସ୍, ଅବକାରୀ ବିଭାଗର ଅନେକ କର୍ମଚାରୀଙ୍କ ଗଂଜେଇ ମାଫିଆ ମାନଙ୍କ ସହ ସମ୍ପର୍କ ଥିବାରୁ ଦିନ ଦ୍ବି ପ୍ରହରରେ ଅବାଧରେ ଚାଲାଣ ହେଉଥିବା ଚର୍ଚ୍ଚା ହେଉଛି | ରବିବାର ଅବକାରୀ ବିଭାଗର କର୍ମଚାରୀ ମାନେ ବୌଦ୍ଧ ବ୍ଲକ୍ ଆମ୍ବଝରୀ ପଂଚାୟତ ଟାଙ୍ଗର ପାଲି ଗ୍ରାମ ନିକଟରେ ଚାଲାଣ ହେଉଥିବା ବେଳେ ୬୫ କେଜି ଗଞ୍ଜେଇ ଜବତ୍ କରିଥିବା ଜଣା ପଡିଛି l ଆଶ୍ଚର୍ଯ୍ୟର କଥା ଦୁଇ ଜଣ ଗଂଜେଇ ଚାଲାଣ କାରୀ ଗଂଜେଇ ଭର୍ତ୍ତି ବସ୍ତା ଫିଙ୍ଗି ଅବକାରୀ ବିଭାଗ କର୍ମଚାରୀଙ୍କୁ ଚକମା ଦେଇ ଫେରାର ମାରିଥିଲେ l ସେହିପରି ଅନ୍ୟ ଏକ ମାମଲାରେ କଣ୍ଟାମାଳ ଅବକାରୀ ପୋଲିସ୍ ବାଲନ୍ଦା ପଡା ଘାଟୀ ଦେଇ ତରଭା ଅଞ୍ଚଳକୁ ବାଇକ ଯୋଗେ ଚାଲାଣ ହେଉଥିବା ୪ କେଜି ଗଞ୍ଜେଇ ସହ ଗୋଟିଏ ବାଇକ ଓ ଆର ୦୩ ଇ ୯୨୬୧ କୁ କୁମେଲବନ୍ଧ ନିକଟରୁ ଜବତ୍ କରିଛି | ଚୋରା ଚାଲାଣ କାରୀ ସୋନପୁର ଜିଲ୍ଲା ତରଭା ଥାନା ଦୁବୁଲା ଗ୍ରାମର ପ୍ରଦୀପ ସାହୁ (୪୨) କୁ ଗିରଫ କରିଥିବା ଜଣା ପଡିଛି l ହେଲେ ସବୁଠାରୁ ଆଶ୍ଚର୍ଯ୍ୟର ବିଷୟ ଯେତେ ପରିମାଣରେ ଗଞ୍ଜେଇ ଧରାପଡୁଛି କିମ୍ବା କାର୍ଯ୍ୟାନୁଷ୍ଠାନ ହେଉଛି ତାକୁ ଚ୍ୟାଲେଞ୍ଜ କଲାଭଳି ତାଠାରୁ ବହୁଗୁଣା ଅଧିକ ପରିମାଣର ଗଞ୍ଜେଇ ଜିଲ୍ଲା ବାହାରକୁ ଚୋରା ଚାଲାଣ ହେଉଥିବା ଘଟଣା ବିଭିନ୍ନ ମହଲକୁ ବିସ୍ମିତ କରୁଛି।ଅବକାରୀ ବିଭାଗର ଉଚ୍ଚ କତ୍ତୃପକ୍ଷ ଏ ଦିଗରେ ବିହିତ ପଦକ୍ଷେପ ନେଇ ବଡଧରଣର କାର୍ଯ୍ୟାନୁଷ୍ଠାନ ନେବାକୁ  ଜନସାଧାରଣରେ ଦାବି ହେଉଛି 


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026

You Might Also Like