-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||     

HOME   ଜିଲ୍ଲା

ଟାଙ୍ଗଣାପଲ୍ଲୀ ହାଇସ୍କୁଲରେ ପୋଷାକ ବଣ୍ଟନ ମେଳା।

05-Apr-2021



ଛତ୍ରପୁର,(ପ୍ରେରଣା ଖବର) : ଛତ୍ରପୁର ବ୍ଳକ ଅନ୍ତର୍ଗତ ଟାଙ୍ଗଣାପଲ୍ଲୀ ଶ୍ରୀନୀଳକଣ୍ଠେଶ୍ବର ବିଦ୍ୟାପୀଠର ପୋଷାକ ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି ।ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରାମନାରାୟଣ ପଣ୍ଡା ଏହି ଉତ୍ସବରେ ଅଧ୍ୟକ୍ଷତା କରି ବିବରଣୀ ପ୍ରଦାନ କରିଥିଲେ ।ବିଦ୍ୟାଳୟର ପୂର୍ବତନ ରାଜ୍ୟପାଳ ପୁରସ୍କାର ପ୍ରାପ୍ତ  ପ୍ରଧାନ ଶିକ୍ଷକ କାମରାଜୁ ମହାରଣା, ପରିଚାଳନା କମିଟି ର  ସଦସ୍ୟ ଲକ୍ଷ୍ମୀ ନାରାୟଣ ଶତପଥୀ , କୋରା ମହାରଣା ସ୍ଥାନୀୟ ସରପଞ୍ଚ କୁମାରୀ ପ୍ରଧାନ,ସିଆରସିସି ଉଷାରାଣୀ ପାତ୍ର   ଏଇ କାର୍ଯ୍ୟକ୍ରମରେ ଅତିଥୀ ରୂପେ ଯୋଗଦାନ କରି ଉଦ୍ ବୋଧନ ଦେଇ ଥିଲେ। ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ସାମ୍ୟ ଭାବନା ଓ ଶୃଙ୍ଖଳା ରକ୍ଷା ପାଇଁ ରାଜ୍ୟ ସରକାରଙ୍କ ପୋଷାକ ଓ ଜୋତା ବଣ୍ଟନ ଯୋଜନାକୁ ଅତିଥି ମାନେ ପ୍ରଶଂସା କରି   ଛାତ୍ର ଛାତ୍ରୀ ମାନେ ନିଜ ନିଜର ଭବିଷ୍ୟତ ଗଠନ କରିବା ପାଇଁ ପରାମର୍ଶ ଦେଇଥିଲେ । ପୋଷାକ ଓ ଜୋତା ଗ୍ରହଣ ପାଇଁ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହୋଇଥିଲା ।ବିଦ୍ୟାଳୟର ବରିଷ୍ଠ ଶିକ୍ଷୟତ୍ରୀ ମୀନା କୁମାରୀ ଦାଶ ଧନ୍ୟବାଦ ଅର୍ପଣ କରିଥିବା ବେଳେ ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀ ଏଇ କାର୍ଯ୍ୟକ୍ରମ ସଂଯୋଜନା ଓ ପରିଚାଳନା କରିଥିଲେ ।କିଛି ଅଭିଭାବକ ଓ ଜନ ସାଧାରଣ ଏଇ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026

You Might Also Like