-+91-9937148622 |
prerana_bgr@rediffmail.com |
Monday 9th March 2026 |
R.N.I. Regd No. ODIODI/2010/46693
Breaking News
05-Apr-2021
ଭୁବନେଶ୍ୱର(ଶୁଭାଶିଷ ନାୟକ) : ଅଭିନେତ୍ରୀ ବର୍ଷା ଓ ସାଂସଦ ଅନୁଭବ ମହାନ୍ତିଙ୍କ ପାରିବାରିକ ବିବାଦ ମାମଲାରେ କଟକ ପରିବାର ଅଦାଳତରେ ହାଜର ହୋଇଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ପଟିଆଲା ହାଉସ କୋର୍ଟରୁ କଟକ ଫ୍ୟାମିଲି କୋର୍ଟକୁ ସ୍ଥାନାନ୍ତର ହୋଇଛି ଏହି ମାମଲା । ଆଜି ଉଭୟଙ୍କୁ ହାଜର ହେବା ପାଇଁ ପରିବାର କୋର୍ଟ ନିର୍ଦ୍ଦେଶ ଦେଇଥିଲେ ।