-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||     

HOME   ଜିଲ୍ଲା

ବାଲିଗୁଡା:ଖରାଦିନ ଆରମ୍ଭରୁ ଜଳକଷ୍ଟ, ଟାଙ୍କି ଅଛି ହେଲେ ପାଣି ନାହିଁ

05-Apr-2021



ବାଲିଗୁଡା,(ପ୍ରେରଣା ଖବର ବ୍ୟୁରୋ):  ବର୍ତ୍ତମାନ ଖରାଦିନ ଆସିଯାଇଛି , ଟୋପେ ବିଶୁଦ୍ଧ ପିଇବାପାଣି ପାଇଁ ଡହଳ ବିକଳ ହେଉଛନ୍ତି ଅଞ୍ଚଳବାସୀ । ହେଲେ ଦୁଃଖ ଶୁଣୁଛି କିଏ..? ସରକାରଙ୍କ ବସୁଧା ଯୋଜନାରେ ପାଣି ଟାଙ୍କି ନିର୍ମାଣ ସରିଛି, ହେଲେ ଏଯାଏଁ କାର୍ଯ୍ୟକ୍ଷମ ହୋଇପାରିନାହିଁ । ଏଭଳି ଅଭିଯୋଗ ଆସିଛି କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ  କ.ନୂଆଗାଁ ବ୍ଲକ୍‌ ଜିରିଡ଼ିକିଆ ପଞ୍ଚାୟତରୁ  । ଗତ ପଞ୍ଚାୟତ ନିର୍ବାଚନ ପୂର୍ବରୁ ୧୧ଟି ୱାର୍ଡକୁ ନେଇ ନୂତନ ଭାବେ ଏହି ପଞ୍ଚାୟତ ଗଠନ ହୋଇଥିଲା । ନିର୍ବାଚନ ବି ହେଲା ପ୍ରାର୍ଥୀ ମଧ୍ୟ ନିର୍ବାଚିତ ହେଲେ । କିନ୍ତୁ ପୂର୍ବ ଭଳି ସମସ୍ୟା ଭୋଗୁଛନ୍ତି ଅଞ୍ଚଳବାସୀ । ପ୍ରତି ପଞ୍ଚାୟତରେ ଲୋକେ ଘରକୁ ପାଇପ୍‌ ଯୋଗେ ବିଶୁଦ୍ଧ ପାନୀୟ ଜଳ ପାଇବା ପାଇଁ ସରକାର ଯୋଜନା ମାଧ୍ୟମରେ ସବୁ ବ୍ୟବସ୍ଥା କରୁଛନ୍ତି । ହେଲେ କିଛି ସରକାରୀ ବାବୁଙ୍କ ଅବହେଳା ଯୋଗୁଁ ଗ୍ରାମାଞ୍ଚଳର ଲୋକେ ଯୋଜନାର ସୁଫଳ ପାଇବାରୁ ବଞ୍ଚିତ ହେଉଥିବା ଅଭିଯୋଗ ହେଉଛି । ବସୁୁଧା ଯୋଜନାରେ ପାଣି ଟାଙ୍କି ନିର୍ମାଣ ସରିଛି । ଘରକୁ ଘରପାଇପ୍‌ କନେକ୍ସନ୍‌ ମଧ୍ୟ ହୋଇଛି । ହେଲେ ନିର୍ମାଣ କାର୍ଯ୍ୟ ସରିବାର ଛ ମାସ ବିତିଯାଇଥିଲେ ମଧ୍ୟ ଏଯାବତ୍‌ ଅଞ୍ଚଳବାସୀ ସେବା ପାଇବାରୁ ବଞ୍ଚିତ ଅଛନ୍ତି । ବାଧ୍ୟହୋଇ ଦୂଷିତ ଚୁଆ ପାଣି ବ୍ୟବହାର କରୁଥିବା କହିଛନ୍ତି ଅଞ୍ଚଳବାସୀ । ଆଗକୁ ଆସୁଛି ଆହୁରି ବଡ଼ ଖରାଦିନ । ଏବେଠାରୁ ନଈ, ନାଳ, ପୋଖରୀ, ଚୁଆ ଶୁଖିବାକୁ ଲାଗିଲାଣି । ଦୁଷିତ ପାଣି ବ୍ୟବହାର କରି ଲୋକେ ବିଭିନ୍ନ ଅଜଣା ରୋଗରେ ପଡ଼ୁଥିବା ଅଭିଯୋଗ ମଧ୍ୟ ହେଉଛି । ଏଭଳି ପରିସ୍ଥିତିରେ ଯଥାଶୀଘ୍ର ନିର୍ମାଣଧୀନ ପାଣି ଟାଙ୍କି କାର୍ଯ୍ୟକ୍ଷମ ହେଲେ ଜିରିଡ଼ିକିଆ ପଞ୍ଚାୟତର ଚାରୋଟି ୱାର୍ଡର ୨୦୦ରୁ ଉର୍ଦ୍ଧ୍ୱ ପରିବାର ଉପକୃତ ହୋଇପାରିବେ ବୋଲି କହିଛନ୍ତି ଅଞ୍ଚଳବାସୀ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026

You Might Also Like