-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||     

HOME   ରାଜ୍ୟ

ପୁରୀ ଜିଲ୍ଲାରେ କରୋନା ପରିସ୍ଥିତି ସମୀକ୍ଷା

05-Apr-2021



ପୁରୀ-(ସମୀର ରଞ୍ଜନ ନାୟକ) - କେନ୍ଦ୍ରାଞ୍ଚଳ ରାଜସ୍ୟ କମିଶନର ଶ୍ରୀ ଅନିଲ କୁମାର ସାମଲ ଜିଲ୍ଲାରେ କରୋନା ପରିସ୍ଥିତି ସମୀକ୍ଷା କରିଛନ୍ତି । ସ୍ଥାନୀୟ ସ୍ବତନ୍ତ୍ର ପ୍ରଦକ୍ଷଣ ଗୃହ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା ଓ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ । ମାସ୍କ ବ୍ୟବହାରକୁ କଡାକଡି କରିବା ଏବଂ ଖିଲାପକାରୀଙ୍କ ବିରୁଦ୍ଧରେ ପଦକ୍ଷେପ ଗ୍ରହଣ କରିବାକୁ ଶ୍ରୀ ସାମଲ ପରାମର୍ଶ ଦେଇଛନ୍ତି । ଟ୍ରେନ ମାଧ୍ୟମରେ ବାହାରୁ ଆସୁଥିବା ଯାତ୍ରୀ ମାନଙ୍କ ଉପରେ ନଜର ରଖାଯାଇଥିବା ଜିଲ୍ଲାପାଳ କହିଛନ୍ତି । ଆବଶ୍ୟକୀୟ ଆମ୍ବୁଲାନ୍ସ ପ୍ରସ୍ତୁତ ରଖିବା ସହ ପୁରୀ ଓ କୋଣାର୍କ ସମୁଦ୍ରକୂଳ ଭଳି ସ୍ଥାନ ମାନଙ୍କରେ କଡା ନଜର ରଖାଯିବ । ଅଧିକ କରୋନା ପରୀକ୍ଷା, କରୋନା ରୋଗୀ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି ମାନଙ୍କୁ ତୁରନ୍ତ ଚିହ୍ନଟ, ଟୀକାକରଣକୁ ବ୍ୟାପକ କରିବା, ରାପିଡ ରେସପନ୍ସ ଟିମ ସଜାଗ କରିବା,ପଞ୍ଚାୟତ ସ୍ତରୀୟ ଜନପ୍ରତିନିଧି ମାନଙ୍କୁ ସଚେତନ କରିବା ସଂପର୍କରେ ଆଲୋଚନା ହୋଇଛି । ଏଥିସହ ବିଭିନ୍ନ ଗୋଷ୍ଠୀ, ଉଠା ଦୋକାନୀ, ଅଟୋ ଓ ରିକ୍ସାଚାଳକ, ହୋଟଲରେ କାର୍ଯ୍ୟରତ କର୍ମଚାରୀ ମାନଙ୍କୁ ଟୀକାକରଣରେ ସାମିଲ କରାଯିବ । ବିଭିନ୍ନ ବ୍ଲକର ସ୍ଥିତି ସମୀକ୍ଷା ପାଇଁ ବରିଷ୍ଠ ଅଧିକାରୀ ମାନଙ୍କୁ ଦାୟିତ୍ବ ପ୍ରଦାନ କରାଯିବ । ଉକ୍ତ ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ପୁରୀ ପୌରସଂସ୍ଥା ନିର୍ବାହୀ ଅଧିକାରୀ ଶ୍ରୀ ବିଜୟ କୁମାର ଦାଶ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ, ଶ୍ରୀ ବିନୟ କୁମାର ଦାଶ, ଶ୍ରୀ ସୁଭାସଚନ୍ଦ୍ର ନାଥଶର୍ମା, ଉପ ଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ସୁଜାତା ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026

You Might Also Like