-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ମାନ୍ୟତା ପ୍ରଦାନ ଦାବି ନେଇ ସହର ରେ ଲଗାଯାଇଥିବା ହୋଡିଙ୍ଗ ଚିରିଥିବା ନେଇ ତୀବ୍ର ପ୍ରତିକ୍ରିୟା, ଜିଲ୍ଲା କ୍ରିୟାନୁଷ୍ଠାନ କମିଟି ର କାର୍ଯ୍ୟନୁଷ୍ଠାନ ଦାବୀ ।

06-Apr-2021



ଟିଟିଲାଗଡ଼ (ପ୍ରେରଣା ଖବର) :ଟିଟିଲାଗଡ ଜିଲ୍ଲା କ୍ରିୟାନୁଷ୍ଠାନ କମିଟି ତରଫରୁ ଦୀର୍ଘ ଦିନ ଧରି ହୋଇ ଆସୁଥିବା ଜିଲ୍ଲା ମାନ୍ୟତା ପ୍ରଦାନ ଦାବି ନେଇ କେବଳ ପ୍ରତିଶ୍ରୁତି ରେ ସୀମିତ ରହିଥିବା ବେଳେ ଏହି ଜିଲ୍ଲା ମାନ୍ୟତା ନେଇ ଶାସକ ଦଳର ଆନ୍ତରିକତା ର ଅଭାଵ ରହିଥିବା ନେଇ ସାଧାରଣ ରେ ଅସନ୍ତୋଷ ପ୍ରକାଶ ପାଇଆସୁଛି । ଏ ନେଇ ଆଇନ ଅନୁଯାୟୀ ସହର ର ବିଭିନ୍ନ ସ୍ଥାନରେ ଜିଲ୍ଲା ମାନ୍ୟତା ପ୍ରଦାନ ଦାବି ପୂରଣ ନେଇ ଲାଗିଥିବା ହୋଡିଂ ମାନ ଚିରିଥିବା ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି । ସୂଚନାଯୋଗ୍ୟ ଯେ, ଟିଟିଲାଗଡ ରେଳ ଓଭର ବ୍ରିଜ ନିର୍ମିତ ହୋଇ ସାରିଥିବା ବେଳେ ସାଧାରଣ ରେ ପ୍ରତୀକ୍ଷିତ ଏହି ବ୍ରିଜ କୁ ଆସନ୍ତା ୯ ତାରିଖରେ ଉଦଘାଟନ କରିବା ନେଇ ବେଶ ତତ୍ପରତା ପ୍ରକାଶ ପାଇଛି । ତେବେ ସ୍ଥାନୀୟ ବିଧାୟିକା ଓ ମୁଖ୍ୟମନ୍ତ୍ରୀ ଏହି ଉଦଘାଟନ ରେ ଯୋଗ ଦେବେ ନା ନାହିଁ ସେ ନେଇ କୌଣସି ସ୍ପଷ୍ଟ ସୂଚନା ମିଳି ପାରିନାହିଁ । ସେହିପରି  କୋଭିଡ କଟକଣା ସତ୍ୱେ ଇତି ମଧ୍ୟରେ ନୂଆପଡା ଜିଲ୍ଲା ପରି ଟିଟିଲାଗଡ ଆସିବେ ନା ନାହିଁ ତାହା ସୂଚନା ମିଳିପାରି ନାହିଁ । ଏହି ଉଦଘାଟନ କୁ ସାଧାରଣ ଅପେକ୍ଷା ରେ ଥିବା ବେଳେ ପ୍ରମୁଖ ଜିଲ୍ଲା ମାନ୍ୟତା ଦାବି ପ୍ରଦାନ ନେଇ ସହର ର ବିଭିନ୍ନ ସ୍ଥାନରେ ଲାଗିଥିବା ସମସ୍ତ ହୋଡିଙ୍ଗ କୁ ଚିରିଦେଇ ଥିବା ଓ ଉକ୍ତ ବ୍ରିଜ ଆଳରେ ଉକ୍ତ ଦାବି କୁ ଚପେଇଦେବା ର ହୀନ ପ୍ରୟାସ କରାଯାଉଛି ବୋଲି ଜିଲ୍ଲା କ୍ରିୟାନୁଷ୍ଠାନ କମିଟି ତରଫରୁ ତୀଵ୍ର ଅସନ୍ତୋଷ ପ୍ରକାଶ ପାଇଛି । ଆଇନ ଅନୁଯାୟୀ ମତ ପ୍ରକାଶ ସମସ୍ତ ଙ୍କ ର ଅଧିକାର ହୋଇଥିବା ବେଳେ ଉକ୍ତ ବ୍ରିଜ ଆରମ୍ଭ ବା ଉଦଘାଟନ ହେବାକୁ ଥିବା ଛକ ନିକଟରେ ଲାଗିଥିବା ହୋଡିଙ୍ଗ ଚିରିଥିବା ନେଇ କୁତ୍ସିତ ରାଜନୀତି ବୋଲି ପ୍ରକାଶ ପାଇଛି । ଜିଲ୍ଲା କ୍ରିୟାନୁଷ୍ଠାନ କମିଟିର ଏହି ହୋଡିଙ୍ଗ ଚିରିଥିବା ଅଭିଯୁକ୍ତ ମାନଙ୍କ ବିରୁଦ୍ଧରେ ଆଇନ ଅନୁଯାୟୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିମନ୍ତେ ଦାବି ପ୍ରକାଶ ପାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026

You Might Also Like