-+91-9937148622 |
prerana_bgr@rediffmail.com |
Tuesday 17th March 2026 |
R.N.I. Regd No. ODIODI/2010/46693
Breaking News
18-Oct-2020
ଲମତାପୁଟ: ରାତିରେ ପାଟ୍ରୋଲିଂ ବେଳେ ଏକ ନମ୍ବର ନ ଥିବା ଗାଡ଼ିକୁ ପୋଲିସ୍ ୫ କି.ମି. ପର୍ଯ୍ୟନ୍ତ ପିଛା କରି ଶେଷରେ ଗାଡ଼ିକୁ ଅଟକାଇଥିଲେ। ପରେ ଜଣାପଡ଼ିଥିଲା ଯେ, ଏଥିରେ ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଚାଲାଣ ହେଉଥିଲା। ଆନ୍ଧ୍ରପ୍ରଦେଶରୁ ଜୟପୁରକୁ ଏକ ନମ୍ବର ନ ଥିବା ଗାଡ଼ିରେ ଗଞ୍ଜେଇ ଚାଲାଣ ହେଉଥିବାବେଳେ ମାଛକୁଣ୍ଡ ପୋଲିସ୍ ଗାଡ଼ିକୁ ପିଛା କରି ସହ ୭ କ୍ୱିଣ୍ଟାଲ୍ ୧୨ କିଲୋଗ୍ରାମ ଓଜନର ଗଞ୍ଜେଇ ଜବତ କରିଛି। ତେବେ ଅନ୍ଧାର ରାତି ହୋଇଥିବାରୁ ଘଟଣାସ୍ଥଳରୁ ଡ୍ରାଇଭର ଫେରାର ହୋଇଯାଇଛି!!
ଲମତାପୁଟ: ରାତିରେ ପାଟ୍ରୋଲିଂ ବେଳେ ଏକ ନମ୍ବର ନ ଥିବା ଗାଡ଼ିକୁ ପୋଲିସ୍ ୫ କି.ମି. ପର୍ଯ୍ୟନ୍ତ ପିଛା କରି ଶେଷରେ ଗାଡ଼ିକୁ ଅଟକାଇଥିଲେ। ପରେ ଜଣାପଡ଼ିଥିଲା ଯେ, ଏଥିରେ ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଚାଲାଣ ହେଉଥିଲା। ଆନ୍ଧ୍ରପ୍ରଦେଶରୁ ଜୟପୁରକୁ ଏକ ନମ୍ବର ନ ଥିବା ଗାଡ଼ିରେ ଗଞ୍ଜେଇ ଚାଲାଣ ହେଉଥିବାବେଳେ ମାଛକୁଣ୍ଡ ପୋଲିସ୍ ଗାଡ଼ିକୁ ପିଛା କରି ସହ ୭ କ୍ୱିଣ୍ଟାଲ୍ ୧୨ କିଲୋଗ୍ରାମ ଓଜନର ଗଞ୍ଜେଇ ଜବତ କରିଛି। ତେବେ ଅନ୍ଧାର ରାତି ହୋଇଥିବାରୁ ଘଟଣାସ୍ଥଳରୁ ଡ୍ରାଇଭର ଫେରାର ହୋଇଯାଇଛି!