-+91-9937148622 |

prerana_bgr@rediffmail.com |

  Thursday 7th May 2026 |

| | | |

R.N.I. Regd No. ODIODI/2010/46693

Breaking News

କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   (06-May-2026)       ||      ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   (06-May-2026)       ||      *ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   (06-May-2026)       ||      ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   (06-May-2026)       ||      ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   (06-May-2026)       ||      ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   (06-May-2026)       ||      ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   (06-May-2026)       ||      ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||     

HOME   ମନୋରଞ୍ଜନ

ଆମର କଣ ମନ ନାହିଁ… ପାଣିକୋଇଲି ଥାନା ଭିତରେ ନାଗିନ୍ ଡ୍ୟାନ୍ସ, ଆଇଆଇସିଙ୍କଠାରୁ ହୋମଗାର୍ଡ ସମସ୍ତେ ନାଚିଲେ

06-Apr-2021



ଯାଜପୁର,(ପ୍ରେରଣା ଖବର ବ୍ୟୁରୋ) : ଥାନା ଭିତରେ ନାଗିନ୍ ଡ୍ୟାନ୍ସ । ଗୀତରେ ଝୁମିଲେ ପୋଲିସ କର୍ମଚାରୀ । ନିକଟରେ ଜିଲ୍ଲାର ଦଶରଥପୁର ବ୍ଲକ୍‌ ଅନ୍ତର୍ଗତ ଝୁମ୍ପୁରି ବିଟ୍‌ ହାଉସ୍‌ର ଜଣେ ପୋଲିସ୍‌ ଅଧିକାରୀ ମହିଳାଙ୍କୁ ଅସଦାଚରଣ କରିଥିବାର ଅଭିଯୋଗ ହୋଇଥିଲା । ଏହା ପୋଲିସ୍‌ ପ୍ରଶାସନର ଭାବମୂର୍ତ୍ତିରେ ଆଞ୍ଚ ଆଣିଥିଲା । ଏବେ କିନ୍ତୁ ଏକ ଭିଡିଓ ଭାଇରାଲ ହୋଇଛି । ଯାହା ପୋଲିସକୁ ବିବାଦ ମଧ୍ୟରୁ ଠେଲିଦେଇଛି ।

ସୂଚନାନୁସାରେ, ଏସ୍‌ପି ଅଫିସ୍‌ ସମ୍ମୁଖରେ ଅବସ୍ଥିତ ପାଣିକୋଇଲି ଥାନା ପରିସରରେ ହୋଲିଦିନ ନାଗିନ ଡ୍ୟାନ୍ସରେ କର୍ମଚାରୀମାନେ ନାଚ କରୁଥିବା ଦେଖିବାକୁ ମିଳିଛି ।  ଆଇଆଇସିଙ୍କ ଠାରୁ ହୋମଗାର୍ଡ ପର୍ଯ୍ୟନ୍ତ ମସଗୁଲ ହୋଇ ଗୀତରେ ନାଚିଥିଲେ । ଏହାର ଭିଡିଓ ଏବେ ସାମାଜିକ ଗଣମାଧ୍ୟମରେ ଭାଇରାଲ୍‌ ହେବାରେ ଲାଗିଛି ।

ପୋଲିସ୍‌ ପୋଷାକରେ ଥାନା ଭିତରେ ନାଗିନ୍‌ ଡ୍ୟାନ୍ସରେ ବାବୁମାନେ ଯେଭଳି ନୃତ୍ୟ ପ୍ରଦର୍ଶନ କରିଛନ୍ତି, ତାହା ଏକ ଶୃଂଖଳିତ ବିଭାଗର ଭାବମୂର୍ତ୍ତିର ଅବକ୍ଷୟ ବୋଲି କୁହାଯାଉଛି । ଏ ସମ୍ପର୍କରେ ଜିଲ୍ଲା ପୋଲିସ୍‌ ମୁଖିଆ ଦୃଷ୍ଟି ଦେବେ ବୋଲି ଆଶା କରାଯାଉଛି। ପୋଲିସ୍‌ ବାବୁଙ୍କ ଏଭଳି ଅକୁହା କଥାକୁ ଦେଖିବା ପରେ ଜନଗଣ କହି ପାରୁ ନାହାନ୍ତି କି ସହି ମଧ୍ୟ ପାରୁ ନାହାନ୍ତି ଭଳି ପରିସ୍ଥିତି ସୃଷ୍ଟି ହୋଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   06-May-2026
  ରାଜ୍ୟ  
ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   06-May-2026
  ଜିଲ୍ଲା  
*ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   06-May-2026
  ଜିଲ୍ଲା  
ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   06-May-2026
  ରାଜ୍ୟ  
ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   06-May-2026
  ରାଜ୍ୟ  
ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   06-May-2026
  ଜିଲ୍ଲା  
ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   06-May-2026
  ଜିଲ୍ଲା  
ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   06-May-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   05-May-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   05-May-2026
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026
  ରାଜ୍ୟ  
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   05-May-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm