-+91-9937148622 |

prerana_bgr@rediffmail.com |

  Saturday 7th March 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଟିରେ ମିଶିଲା ଶତାୟୁଅନୁଷ୍ଠାନ “ସୁନ୍ଦରକୁମାରୀ ଲେଡିଜ କ୍ଲବ”   (07-Mar-2026)       ||      ଆଗଲପୁର ରେ ନୂତନ ଥାନା ଗୃହର ଶୁଭ ଉଦଘାଟନ   (07-Mar-2026)       ||      ଡୁଙ୍ଗୁରିପାଲି ଧରିତ୍ରୀ ସାମ୍ବାଦିକଙ୍କ ପିତୃ ବିୟୋଗ |   (07-Mar-2026)       ||      ସୁଧୁରୁନାହିଁ ଟ୍ରାଫିକ ସମସ୍ୟା: ପୋଲିସ ନିରବ, ପ୍ରଶାସନ ଚୁପ   (07-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁବର୍ଣ୍ଣପୁର ରେ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ*   (06-Mar-2026)       ||      ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମୂହ ଯୋଗ ଶିବିର   (06-Mar-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ଠିକାଦାର ସଂଘ ପକ୍ଷରୁ ମୂଖ୍ୟମନ୍ତ୍ରୀ ଙ୍କୁ ଦାବୀ ପତ୍ର ପ୍ରଦାନ*-   (06-Mar-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ପୋଷ୍ଟ ଗ୍ରାଜୁଏସନ ଇତିହାସ ବିଭାଗ ତରଫରୁ ଏକ ଦିବସୀୟ ନେସନାଲ ସେମିନାର ଆସନ୍ତାକାଲି    (06-Mar-2026)       ||      ଦିବ୍ୟାଙ୍ଗ ଛାତ୍ରଙ୍କୁ ଚାରି ଚକିଆ ମୋଟର ସାଇକେଲ୍ ପ୍ରଦାନ କଲେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି   (06-Mar-2026)       ||      ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   (06-Mar-2026)       ||      ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (06-Mar-2026)       ||      ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ    (05-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   (05-Mar-2026)       ||      *ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   (05-Mar-2026)       ||      ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   (05-Mar-2026)       ||      ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||     

HOME   ଜିଲ୍ଲା

ସରକାରୀ ଜମିକୁ ନେଇ ଗୋଷ୍ଠୀ ସଂଘର୍ଷ, ଗୁଳିମାଡରେ ୨ ଜଣଙ୍କ ମୃତ୍ୟୁ

06-Apr-2021



ଆଠଗଡ(ପ୍ରେରଣା ଖବର ବ୍ୟୁରୋ) ଗୋଷ୍ଠୀ ସଂଘର୍ଷରୁ ଗୁଳିମାଡ । ଫଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ସରକାରୀ ଜମିକୁ ନେଇ ଭଗତପୁର ଓ ବୁଢାପଙ୍କ ଗାଁରେ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ହୋଇଥିଲା ।

ସୂଚନାଯୋଗ୍ୟ ଯେ, ଆଠଗଡ ବଡମ୍ବା ଥାନା ଅଞ୍ଚଳରେ ଗୋଷ୍ଠୀ ସଂଘର୍ଷ ହୋଇଛି । ସରକାରୀ ଜମି ବିବାଦକୁ ନେଇ ଭଗତପୁର ଓ ବୁଢାପଙ୍କ ଗାଁରେ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ହୋଇଛି । ଗୋଷ୍ଠୀ ସଂଘର୍ଷ ବେଳେ ଗୁଳିମାଡରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକ ହେଲେ ଭଗତପୁର ଗାଁର ୩୪ ବର୍ଷ ବୟସ୍କ ଅଶ୍ବିନୀ ପାଳ ଓ ୨୬ ବର୍ଷ ବୟସ୍କ ପବିତ୍ର ଆରୁଖ । ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଛି । ବଡମ୍ବା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଉତ୍ତ୍ୟକ୍ତ ଲୋକ କଟକ-ନରସିଂହପୁର ରାସ୍ତାର ଅଭିମାନପୁର ଛକ ନିକଟରେ ମୃତଦେହ ରଖି ରାସ୍ତା ଅବରୋଧ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାଟିରେ ମିଶିଲା ଶତାୟୁଅନୁଷ୍ଠାନ “ସୁନ୍ଦରକୁମାରୀ ଲେଡିଜ କ୍ଲବ”   07-Mar-2026
  ଜିଲ୍ଲା  
ଆଗଲପୁର ରେ ନୂତନ ଥାନା ଗୃହର ଶୁଭ ଉଦଘାଟନ   07-Mar-2026
  ଜିଲ୍ଲା  
ଡୁଙ୍ଗୁରିପାଲି ଧରିତ୍ରୀ ସାମ୍ବାଦିକଙ୍କ ପିତୃ ବିୟୋଗ |   07-Mar-2026
  ଜିଲ୍ଲା  
ସୁଧୁରୁନାହିଁ ଟ୍ରାଫିକ ସମସ୍ୟା: ପୋଲିସ ନିରବ, ପ୍ରଶାସନ ଚୁପ   07-Mar-2026
  ଜିଲ୍ଲା  
*ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁବର୍ଣ୍ଣପୁର ରେ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ*   06-Mar-2026
  ଜିଲ୍ଲା  
ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମୂହ ଯୋଗ ଶିବିର   06-Mar-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ଠିକାଦାର ସଂଘ ପକ୍ଷରୁ ମୂଖ୍ୟମନ୍ତ୍ରୀ ଙ୍କୁ ଦାବୀ ପତ୍ର ପ୍ରଦାନ*-   06-Mar-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ପୋଷ୍ଟ ଗ୍ରାଜୁଏସନ ଇତିହାସ ବିଭାଗ ତରଫରୁ ଏକ ଦିବସୀୟ ନେସନାଲ ସେମିନାର ଆସନ୍ତାକାଲି   06-Mar-2026
  ଜିଲ୍ଲା  
ଦିବ୍ୟାଙ୍ଗ ଛାତ୍ରଙ୍କୁ ଚାରି ଚକିଆ ମୋଟର ସାଇକେଲ୍ ପ୍ରଦାନ କଲେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି   06-Mar-2026
  ଜିଲ୍ଲା  
ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   06-Mar-2026
  ଜିଲ୍ଲା  
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   06-Mar-2026
  ଜିଲ୍ଲା  
ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ   05-Mar-2026

You Might Also Like