-+91-9937148622 |
prerana_bgr@rediffmail.com |
Saturday 7th March 2026 |
R.N.I. Regd No. ODIODI/2010/46693
Breaking News
06-Apr-2021
ଭୁବନେଶ୍ବର(ପ୍ରେରଣା ଖବର): କୋଭିଡ୍ କଟକଣା ଉଲଂଘନ ଅଭିଯୋଗରେ ସିଲ୍ ହେଲା ସିଲିକନ୍ ଶିକ୍ଷାନୁଷ୍ଠାନ । ପରବର୍ତ୍ତୀ ନିର୍ଦ୍ଦେଶନାମା ସିଲିକନ୍ ଶିକ୍ଷାନୁଷ୍ଠାନ ବନ୍ଦ ହେଲା । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବିଏମସି ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଏହି ଶିକ୍ଷାନୁଷ୍ଠାନକୁ ପୂର୍ବରୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି । ଏ ନେଇ ସନ୍ତୋଷଜନକ ଉତ୍ତର ରଖିପାରିଲେନି ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ ।