-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||     

HOME   ରାଜ୍ୟ

କାର୍ଯ୍ୟକ୍ଷମ ହେଉନି ଥଣ୍ଡା ପାନୀୟ ଜଳପ୍ରକଳ୍ପ ଦେଖି ଦେଖି ଶୋଷ ମେଣ୍ଟାଉଛନ୍ତି ଜନସାଧାରଣ

06-Apr-2021



ବୌଦ୍ଧ(ଶ୍ରୀବନ୍ତ ମେହେର)୬/୪, ବୌଦ୍ଧବ୍ଲକ୍‌ ବାଉଁଶୁଣୀ ଠାରେ ଥିବା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଥଣ୍ଡାପାନୀୟ ଜଳ ପ୍ରକଳ୍ପ ଗୋଟିଏ ନିର୍ମାଣ ପାଇଁ ଆଜକୁ ତିନି ବର୍ଷ ତଳେ ବୌଦ୍ଧ ବ୍ଲକ୍‌ ତରଫରୁ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା । ପ୍ରକଳ୍ପ ଗୃହ ନିର୍ମାଣ କାର୍ଯ୍ୟ ସରିଯାଇଥିବା ବେଳେ ପାଣି ଟାଙ୍କି କିମ୍ବା ଫ୍ରୀଜର୍‌ ଗତ ତିନିବର୍ଷ ମଧ୍ୟରେ ଲାଗିପାରିଲା ନାହିଁ । ନିର୍ମାଣ ହୋଇଥିବା ଘର ନିକଟରେ କୌଣସି ସୁଚନା ଫଳକ ନଥିବା ହେତୁ ଏ ପ୍ରକଳ୍ପ କେତେ ଟଙ୍କାର ଓ ତା ସମ୍ପର୍କରେ ଅନ୍ୟାନ୍ୟ ତଥ୍ୟ ଜଣାପଡିନାହିଁ । ମାତ୍ର ସ୍ଥାନୀୟ ଲୋକଙ୍କ ଠାରୁ ମିଳିଥିବା ସୂଚନା ଅନୁଯାୟୀ ଆଜକୁ ୩ ବର୍ଷ ହେଲା ଆରମ୍ଭ କରାଯାଇଥିବା ଜଣାପଡିଛି । ରୋଗୀ ଓ ତାଙ୍କ ତତ୍ତ୍ୱାବଧାନ ପାଇଁ ଆସିଥିବା ସମ୍ପର୍କୀୟମାନେ ଥଣ୍ଡା ପାଣି ଟିକେ ପିଇବାକୁ ଡହକ ବିକଳ ହେଉଥିବା ବେଳେ ହାତୀର ଖାଇବା ଦାନ୍ତ ଓ ଦେଖିବା ଦାନ୍ତ ଯେପରି ଭିନ୍ନ ସେହିଭଳି ଲକ୍ଷାଧିକ ଟଙ୍କାର ସରକାରୀ ଅନୁଦାନରେ ଅଧାପଂତରିଆ ଭାବେ ନିର୍ମାଣଧିନ ଅବସ୍ଥାରେ ଥିବା ଏହି ଥଣ୍ଡା ପାନୀୟ ଜଳ ପ୍ରକଳ୍ପଟି ରୋଗୀ କିମ୍ବା ସହାୟକ ଙ୍କ କାମରେ ନଲାଗି ଠିକାଦାରଙ୍କ ପାଇଁ ଉଦିଷ୍ଟ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି। ଏହାକୁ ନେଇ ବାରମ୍ବାର ଅଭିଯୋଗ କରିବା ସତ୍ତ୍ୱେ କୌଣସି ପ୍ରତିକାର ହେଉନଥିବାରୁ ଏହାକୁ ସମ୍ପୂର୍ଣ୍ଣ କରାଯାଉ ନଚେତ ମୂଳରୁ ହଟାଯାଉ ବୋଲି ଲୋକେ କୁହାକୁହି ହେଉଥିବା ଶୁଣିବାକୁ ମିଳୁଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   27-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   27-Jun-2026
  ଜିଲ୍ଲା  
ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   27-Jun-2026
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026

You Might Also Like