-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ମହାନଗର

ବାପା ଛେଉଣ୍ଡ ଝିଆରୀକୁ ଦୁଷ୍କର୍ମ କଲା କକା, ଭିଡିଓ ସେୟାର କରିଦେଲା ପ୍ରେମିକ

06-Apr-2021



ସମ୍ବଲପୁର(ସଂଜୀବ କୁମାର ପାଣିଗ୍ରାହୀ): ହାର୍ ମାନିଲା ସମ୍ପର୍କ । ନିଜ ଝିଆରୀକୁ ଦୁଷ୍କର୍ମ କଲା କକା । ବାପ ଛେଉଣ୍ଡ ଦଶମ ଶ୍ରେଣୀ ଛାତ୍ରୀ(୧୫)ଙ୍କୁ ତାଙ୍କ କକା ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଥରେ କି ଦୁଇଥର ନୁହେଁ ବରଂ ଏକାଧିକ ଥର ନାବାଳିକାଙ୍କୁ ଦୁଷ୍କର୍ମ କରାଯାଇଛି । ସେପଟେ, ନାବାଳିକା ଜଣେ ପୁଅ ସହ ପ୍ରେମ ସମ୍ପର୍କରେ ଆସିବା ପରେ ପ୍ରେମିକକୁ ମାର୍‌ପିଟ୍‌ କରିବା ସହ ଦୁଷ୍କର୍ମ ଭିଡିଓ ଭାଇରାଲ୍‌ ମଧ୍ୟ କରିଦେଇଛି ସଇତାନ କକା । ଶେଷରେ ଅନ୍ୟ ଉପାୟ ନପାଇ ନାବାଳିକା ଥାନାର ଦ୍ୱାରସ୍ଥ ହୋଇଛନ୍ତି । ଏଭଳି ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି ସମ୍ବଲପୁର ଜିଲ୍ଲାରେ । ଶାସନ ପୋଲିସ୍‌ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି । ନାବାଳିକାଙ୍କ ଡାକ୍ତରୀମାଇନା କରିବା ସହ ୧୬୪ ବୟାନ୍‌ ରେକର୍ଡ ମଧ୍ୟ କରାଯାଇଥିବା ସୂଚନା ମିଳିଛି ।

ସୂଚନାନୁସାରେ, ଶାସନ ଥାନା ଅଞ୍ଚଳର ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କ ବାପାଙ୍କ ମୃତ୍ୟୁ ପରେ ତାଙ୍କ ମା’ ଯାଇ ଛତିଶଗଡ଼ରେ ଶ୍ରମିକ ଭାବେ କାମ କରିବା ଆରମ୍ଭ କରିଥିଲେ । ଏହି ସମୟରେ ଘରେ ବୁଢ଼ା ଜେଜେ ବାପା ଓ ଜେଜେ ମା’ଙ୍କ ପାଖରେ ଦୁଇ ନାତୁଣୀ ଓ ନାତି ରହୁଥିଲେ । ତେବେ ଗତ ସେପ୍ଟେମ୍ବର ମାସରେ ବଡ଼ ଝିଅ(୧୫) ଅର୍ଥାତ୍‌ ଦଶମ ଶ୍ରେଣୀରେ ପଢ଼ୁଥିବା ନାବାଳିକା ତାଙ୍କ ମା’ଙ୍କ ନିକଟକୁ ଟଙ୍କା ଆଣିବାକୁ ଯାଇଥିଲେ । ସେଠାରେ ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଥାନା ଅଞ୍ଚଳର ଜଣେ ଯୁବକ ପୂର୍ବରୁ ତାଙ୍କ ମା’ଙ୍କ ସହ ପରିଚିତ ଥିଲା ଓ ଭାଉଜ ବୋଲି ସମ୍ବୋଧନ କରୁଥିଲା । ନାବାଳିକା ଛତିଶଗଡରୁ ତାଙ୍କ ଘର ଶାସନ ଅଞ୍ଚଳକୁ ଫେରିବାକୁ ଚାହିଁବାରୁ ଉକ୍ତ ସମ୍ପର୍କୀୟ କକା ମଧ୍ୟ ତାଙ୍କ ସହ ଆସିଥିଲା । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁରରରେ ଜଣଙ୍କ ଘରକୁ ନେଇ ସମ୍ପର୍କୀୟ କକା ତାଙ୍କୁ ଦୁଷ୍କର୍ମ କରିଥିଲା ଓ ଉକ୍ତ ଘଟଣାର ଭିଡିଓ ମଧ୍ୟ ରେକର୍ଡିଂ କରିଥିଲା । ଏହି ଘଟଣା ସମ୍ପର୍କରେ କାହାକୁ ଜଣାଇଲେ ଜୀବନରୁ ମାରିଦେବାକୁ ସେ ଧମକ ଦେଇଥିବାରୁ ନାବାଳିକା ମଧ୍ୟ କାହାକୁ କିଛି କହିନଥିଲେ ।

ତେବେ କିଛି ମାସ ହେବ ନାବାଳିକାଙ୍କର ପାଖ ଗ୍ରାମର ଜଣେ ଯୁବକଙ୍କ ସହ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା । ସମ୍ପର୍କୀୟ କକା ଏହି ଘଟଣା ଜାଣିବା ପରେ ଉକ୍ତ ଯୁବକକୁ ଗାଳିଗୁଲଜ କରିବା ସହ ମାଡ଼ ମାରିଥିଲା । କେବଳ ସେତିକି ନୁହେଁ ବରଂ ଦୁଷ୍କର୍ମ ସମୟର ଭିଡିଓ ମଧ୍ୟ ଉକ୍ତ ପ୍ରେମିକକୁ ଦେଇଦେଇଥିଲା । ଅପରପକ୍ଷେ, ପ୍ରେମିକ ଉକ୍ତ ଭିଡିଓକୁ ସବୁଆଡ଼େ ସେୟାର କରିବା ପରେ ଘଟଣା ପଦାକୁ ଆସିଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like