-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ରାଜ୍ୟ

ବାଲିଗୁଡା:ମଧ୍ୟରାତ୍ର ପରେ ଶ୍ରୀଜଗନ୍ନାଥ ମନ୍ଦିରରୁ ଟଙ୍କା ଓ ଅଳଙ୍କାର ଲୁଟି ନେଲେ ଲୁଟେରା:ଘଟଣାସ୍ଥଳରେ ପୋଲିସର ଛାନଭିନ୍

06-Apr-2021



ବାଲିଗୁଡ଼ା,(ପ୍ରେରଣା ଖବର ବ୍ୟୁରୋ): ମଧ୍ୟରାତ୍ରରେ ଶ୍ରୀଜଗନ୍ନାଥ ମନ୍ଦିରରୁ ଟଙ୍କା ଓ ଅଳଙ୍କାର ଲୁଟି ନେଲେ ଲୁଟେରା । ଏଭଳି ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ରେ । କୋଟଗଡ଼ସ୍ଥିତ ଶ୍ରୀ ଜଗନ୍ନାଥ ମନ୍ଦିରରୁ ଟଙ୍କା ଓ ଅଳଙ୍କାର ଲୁଟ୍ ଅଭିଯୋଗ ହୋଇଛି । ବିଳମ୍ବିତ ରାତିରେ ମନ୍ଦିରର ଦାନ ହୁଣ୍ଡି ଭାଙ୍ଗି ଦକ୍ଷିଣା ଟଙ୍କା ସମେତ ପାର୍ଶ୍ଵ ମନ୍ଦିରରୁ ଲକ୍ଷ୍ମୀ ମା'ଙ୍କ ସୁବର୍ଣ୍ଣ ଚିତା ଓ ବିମଳା ମା'ଙ୍କ ସୁବର୍ଣ୍ଣ ନାକ ଗୁଣା ମଧ୍ୟ ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି । ସୂଚନା ପ୍ରକାରେ ସକାଳୁ ସକାଳୁ ସେବାୟତ ଚନ୍ଦ୍ରଶେଖର ପାଣିଗ୍ରାହୀ ମନ୍ଦିରକୁ ଯିବାପରେ ମନ୍ଦିର କବାଟ ଭାଙ୍ଗିଥିବା ଦେଖି ବଡ଼ ପଣ୍ଡା ଭଗବାନ ପଣ୍ଡାଙ୍କୁ ଜଣାଇଥିଲେ । ପରେ ବଡ଼ ପଣ୍ଡା ପରିଚାଳନା କମିଟିକୁ ଜଣାଇଥିଲେ । ଏହାପରେ ମନ୍ଦିରରେ କମିଟି ସଦସ୍ୟ ପହଞ୍ଚି ସବୁ ଦେଖିବାପରେ ଏନେଇ କୋଟଗଡ଼ ଥାନାରେ ଅଭିଯୋଗ ହୋଇଥି୍ବା ଜଣାପଡ଼ିଛି । ଘଟଣାସ୍ଥଳରେ କୋଟଗଡ଼ ଥାନା ଅଧିକାରୀ ଅଲେଖ ଗରଡ଼ିଆ ନିଜ ଟିମ୍ ସହ ଘଟଣାସ୍ଥଳରେ ପହଁଚି ଛାନଭିନ୍ ଆରମ୍ଭ କରିଛନ୍ତି । ସେପଟେ ଚୋରି ହୋଇଥିବା ଅଳଙ୍କାର ଓ ଦାନ ହୁଣ୍ଡି ଅର୍ଥ ପାଖାପାଖି ୧ଲକ୍ଷ ଟଙ୍କା ହେବ ବୋଲି ସୂଚନା ମିଳିଛି ।ଏ ନେଇ କୋଟଗଡ ପୋଲିସ ପକ୍ଷରୁ ତଦନ୍ତ ଅବ୍ୟାହତ ଥିବା ବିଷୟ ଥାନା ଅଧିକାରୀ ଶ୍ରୀ ଗରଡ଼ିଆ ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like