-+91-9937148622 |

prerana_bgr@rediffmail.com |

  Friday 26th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ    (25-Jun-2026)       ||      ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   (25-Jun-2026)       ||      ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   (25-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ    (25-Jun-2026)       ||      ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   (25-Jun-2026)       ||      ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||     

HOME   ରାଜ୍ୟ

ରାଜ୍ୟରେ ଟିକାକରଣର ସମୟରେ ପରିବର୍ତ୍ତନ: ସକାଳ ୮ଟା ଠାରୁ ଆରମ୍ଭ ହେବ ଟିକାକରଣ

06-Apr-2021



ଭୁବନେଶ୍ୱର: (ଶୁଭାଶିଷ ନାୟକ)ଟିକାକରଣର ସମୟରେ ସରକାର ପରିବର୍ତ୍ତନ କରିଛନ୍ତି । ସକାଳ ୮ଟାଠାରୁ ମଧ୍ୟାହ୍ନ ୧୨ଟା ଓ ଅପରାହ୍ଣ ୩ଟାଠାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ କୋଭିଡ୍ ଟିକା ପ୍ରଦାନ କରିବାକୁ ରାଜ୍ୟ ସରକାର ନିଦେ୍ର୍ଧଶ ଦେଇଛନ୍ତି । ରାଜ୍ୟରେ କରୋନା ସଂକ୍ରମଣ ମାମଲା ପୁଣିଥରେ ଚିନ୍ତାଜନକ ଭାବେ ବୃଦ୍ଧି ପାଉଥିବାବେଳେ ଗ୍ରୀଷ୍ମପ୍ରବାହ ମଧ୍ୟ ବଢ଼ିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କୋଭିଡ୍ ଟିକାକରଣ ଅବଧିରେ ପରିବର୍ତ୍ତନ କରିଛନ୍ତି । ଏବେ ରାଜ୍ୟରେ ଦୈନିକ ୨ଲକ୍ଷ ଟିକାକରଣ ପାଇଁ ଲକ୍ଷ୍ୟ ରଖାଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଆଜି ସମସ୍ତ ଜିଲ୍ଲାପାଳ, ମହାନଗର ନିଗମ କମିଶନର ଓ ସମସ୍ତ ସିଡିଏମଓଙ୍କୁ ଚିଠି ଲେଖି ନିଦେ୍ର୍ଧଶ ଦେଇଛନ୍ତି । ରାଜ୍ୟରେ ଗ୍ରୀଷ୍ମପ୍ରବାହ ବୃଦ୍ଧି ପାଉଥିବାରୁ କୋଭିଡ୍ ଟିକାକରଣ ସମୟରେ ତୁରନ୍ତ ପରିବର୍ତ୍ତନ କରିବାକୁ ଶ୍ରୀ ମହାପାତ୍ର କହିଛନ୍ତି । ଟିକା ପ୍ରଦାନ କରାଯାଉଥିବା ସ୍ୱାସ୍ଥ୍ୟକେନ୍ଦ୍ରଗୁଡ଼ିକରେ ଲୋକଙ୍କ ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ ନିଦେ୍ର୍ଧଶ ଦିଆଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ   25-Jun-2026
  ଜିଲ୍ଲା  
ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   25-Jun-2026
  ଜିଲ୍ଲା  
ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   25-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   25-Jun-2026
  ଜିଲ୍ଲା  
ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   25-Jun-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   25-Jun-2026
  ରାଜ୍ୟ  
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   25-Jun-2026

You Might Also Like