-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ଜିଲ୍ଲା

ଡାକ୍ତରି ପ୍ରବେଶିକା ପରୀକ୍ଷାରେ ସ୍ମରଣୀକାଙ୍କ କମାଲ

18-Oct-2020



ବଲାଙ୍ଗିର, ତା.୧୮.୧୦(ସନ୍ତୋଷ ଠାକୁର.) : ବଲାଙ୍ଗିର ଜିଲ୍ଲା ଟିକ୍ରାପଡାର ଝିଅ ସ୍ମରଣୀକା ସାହୁ (ଚିନୁ) ଚଳିତ ଡାକ୍ତରି ପ୍ରବେଶିକା ପରୀକ୍ଷାରେ ସଫଳତା ହାସଲ କରି ଅଂଚଳ ତଥା ସମାଜକୁ ଗୌରବାନିତ୍ୱ କରିଛନ୍ତି । ସ୍ମରଣୀକା ସର୍ବଭାରତୀୟ ସ୍ତରରେ ନିଟ୍ ୨୦୨୦ରେ ମୋଟ ୬୦୪ ନମ୍ବର ରଖି ସର୍ବ ଭାରତୀୟ ରେଙ୍କ୍ ୧୮୧୦୬ ଓ ଓବିସି କେଟାଗୋରି ରେଙ୍କ ୭୧୬୮ ରେ ରହି ସଫଳତା ହାସଲ କରିଛନ୍ତି । ସେ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର, କଦମପଡା, ବଲାଙ୍ଗିରରୁ ଦଶମ ଶ୍ରେଣୀରେ ୯୩.୫ ପ୍ରତିଶତ ନମ୍ବର ରଖିଥିବା ବେଳେ ଯୁବୋଦୟ କଲେଜ, ବଲାଙ୍ଗିର ଯୁକ୍ତ ୨ ପଢି ନିଟ୍ ପରୀକ୍ଷା ପ୍ରସ୍ତୁତି ପାଇଁ ଯୁବୋଦୟ ଏଡ୍‌ଭାନ୍ସ କ୍ଲାସେସ, ଭୁବନେଶ୍ୱର ଅଧ୍ୟୟନ କରୁଥିଲେ । ସ୍ମରଣୀକା ଡାକ୍ତର ହୋଇ ଜାତି, ସମାଜ ଓ ଦେଶର ସେବବା କରିବା ଲକ୍ଷ୍ୟ ନେଇ ତାଙ୍କ କୃତିତ୍ୱ ପାଇଁ ମାଁ, ବାପା ଓ ଭଗବାନଙ୍କ ଆଶିର୍ବାଦ ହିଁ ଆଗକୁ ଏତେ ବାଟ ନେଲା ବୋଲି କହି ଯୁବୋଦୟ କଲେଜର ଶିକ୍ଷକମାନଙ୍କ ଠାରେ ମଧ୍ୟ କୃତଜ୍ଞତା ଜଣାଇଛନ୍ତି । ପିତା ରାମେଶ୍ୱର ସାହୁ, ମାତା ପ୍ରଭାତି ସାହୁ ତଥା ସ୍ୱର୍ଗତ କ୍ଷମାନିଧି ସାହଙ୍କ ନାତୁଣୀ ସ୍ମରଣୀାଙ୍କ ସଫଳତାରେ ବିଭିନ୍ନ ପ୍ରଶଂସାର ସୁଅ ଛୁଟୁଥିବା ବେଳେ ବଲାଙ୍ଗିର ଜିଲ୍ଲା ଗୁଡିଆ ସମାଜର ସଭାପତି ମନୋରଂଜନ ସାହୁ ମଧ୍ୟ ସମାଜ ତରଫରୁ ଅଭିନନ୍ଦନ ଜଣାଇ ତାଙ୍କର ଉଜ୍ଜଳ ଭବିଷ୍ୟତ କାମନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like