-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||     

HOME   ଜିଲ୍ଲା

ରାଜ୍ୟ ମହିଳା କମିଶନ ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ: ମହିଳା ମାନଙ୍କର ଅଧିକାର ଓ ବିଭିନ୍ନ ଆଇନଗତ ଦିଗ ଉପରେ ଆଲୋଚନା

07-Apr-2021



ବଲାଙ୍ଗୀର(ପ୍ରେରଣା ଖବର): ଗତକାଲି ପୂର୍ବାହ୍ନରେ କଲେଜ ଛକ ସ୍ଥିତ କଲ୍ୟାଣ ମଣ୍ଡପ ଠାରେ ରାଜ୍ୟ ମହିଳା କମିଶନ ପକ୍ଷରୁ ଜିଲ୍ଲ ସମାଜ ମଙ୍ଗଳ ବିଭାଗର ମିଳିତ ସହଯୋଗରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଡ. ମିନତୀ ବେହେରା ଯୋଗ ଦେଇ ମହିଳା ମାନଙ୍କର ଅଧିକାର ଓ ସେ ସଂପର୍କିତ ଆଇନଗତ ବ୍ୟବସ୍ଥା ଉପରେ ମହିଳା ମାନଙ୍କୁ ସଚେତନ କରିବା ପାଇଁ ପ୍ରତ୍ୟେକ ଜିଲ୍ଲାରେ ଏପରି କାର୍ଯ୍ୟକ୍ରମ ମାନ ଆୟୋଜନ କରିବା ଉପରେ ଜୋର୍ ଦେଇଥିଲେ ।   ଅନ୍ୟତମ ଅତିଥି ଭାବରେ ବଲାଙ୍ଗୀର ଆରକ୍ଷୀ ଅଧୀକ୍ଷକ

ନିତୀନ କୁଶଲକର ଯୋଗ ଦେଇ ପୋଲିସ ତରଫରୁ ମହିାଳା ମାନଙ୍କ ପାଇଁ ଥିବା ସୁରକ୍ଷା ନିର୍ଦ୍ଦେଶାବଳୀ ଓ ସଚେତନତା କାର୍ଯ୍ୟକ୍ରମ ସଂପର୍କରେ ସୂଚନା ଦେଇ ନାରୀ ନିର୍ଯ୍ୟାତନା, ବାଲ୍ୟ ବିବାହ, କାର୍ଯ୍ୟସ୍ତଳୀରେ ମହିଳା ମାନଙ୍କୁ ହେଉଥିବା ନିର୍ଯ୍ୟାତନାକୁ ରୋକିବା ଦିଗରେ ପୋଲିସ ଗ୍ରହଣ କରୁଥିବା କାର୍ଯ୍ୟାନୁଷ୍ଠାନ ସଂପର୍କରେ ଆଲୋକପାତ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଅନନ୍ତ ନାରାୟଣ ସିଂ ଲାଗୁରୀ, ମହିଳା କମିଶନ ସଦସ୍ୟ ଜେଲିନା ପ୍ରିୟଦର୍ଶିନୀ, କମିଶନର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ବିଜୟା ବାରୱା, କମିଶନ ସଦସ୍ୟ ସ୍ନେହାଞ୍ଜଳି ମହାନ୍ତି, ଭାରପ୍ରାପ୍ତ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ପ୍ରମୁଖ ଯୋଗ ଦେଇ ପ୍ରଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । କରୋନା ସମୟରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ହେତୁ ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଏସୋସିଏଟ ପ୍ରଫେସର ଦେଶବନ୍ଧୁ ବେହେରା, ଜିଲ୍ଲା ମଙ୍ଗଳ ଅଧିକାରୀଙ୍କ କାର୍ଯ୍ୟାଳୟର ପ୍ରୋଗ୍ରାମ ଅଫିସର ଶ୍ରୀମତୀ ଭବବତୀ ଗୁରୁ, ସାକ୍ଷୀ ୱାନ୍ ଷ୍ଟପ୍ ସେଣ୍ଟରର କାଉନସିଲର ଲୀନା ବାବୁ, ମହିଳା ଓକିଲ ଏସ୍‌. ଲତାଶ୍ରୀ, ପଲ୍ଲୀ ଏନ୍‌ଜିଓ ସଂପାଦକ ଟଙ୍କଧର ମହାକୁର, ଭୁତିଆରବାହାଲ ସରପଂଚ ପୁଷ୍ପିତା ସାହୁ, ବଲାଙ୍ଗୀର ସହର ଠିକାଦାରପଡା ସ୍ଥିତ ଗାୟତ୍ରୀ ସ୍ୱୟଂ ସହାୟକ ଗୋଷ୍ଠୀ, ବଲାଙ୍ଗୀରର ସବ୍‌ଇନିସପେକ୍ଟର ପୂର୍ଣ୍ଣିମା ଓରାମ, ସାନଗୁର୍ଜିଭଟା ଅଙ୍ଗନୱାଡି କେନ୍ଦ୍ରର ଅଙ୍ଗନୱାଡି କର୍ମୀ ସଂଧ୍ୟାରାଣୀ ଗିରି , ବେଲପଡା ସିଏଚ୍‌ସିର ଆଶା କର୍ମୀ ଉମା ପ୍ରଧାନଙ୍କୁ ଅତିଥି ମାନେ ମାନପତ୍ର ଓ ଉପଢୌ଼କନ ଦେଇ ସମ୍ବର୍ଦ୍ଧିତ କରିଥିଲେ । କାର୍ଯ୍ୟକ୍ରମରେ ଡିଏସ୍‌ଡବ୍ଲ୍ୟୁ କାର୍ଯ୍ୟାଳୟର ପ୍ରୋଗ୍ରାମ ଅଫିସର ଶ୍ରୀମତୀ ଗୁରୁ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ

ଭାରପ୍ରାପ୍ତ ଡିଏସ୍‌ଡବ୍ଲ୍ୟୁଓ ନାନ୍‌କୁ ସା ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବ୍ଲକର ସିଡିପିଓ,     ୱାନ ଷ୍ଟପ୍ ସେଣ୍ଟରର କର୍ମକର୍ତ୍ତା,ଏନ୍‌ଜିଓ ସଦସ୍ୟ, ପୋଲିସ କର୍ମଚାରୀ, ଅଙ୍ଗନୱାଡି କର୍ମୀଙ୍କ ସମେତ ଏନ୍‌ଜିଓ ମହିଳା ମାନେ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026

You Might Also Like