-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||     

HOME   ରାଜ୍ୟ

ପୁରୀ: ପୁରୀରେ ୫ ରାଜ୍ୟରୁ ଆସୁଥିବା ପର୍ଯ୍ୟଟକଙ୍କ ଉପରେ ଲଗିଲା କଟକଣା

07-Apr-2021



ପୁରୀ(ସମୀର ରଞ୍ଜନ ନାୟକ) : ପୁରୀରେ ୫ ରାଜ୍ୟରୁ ଆସୁଥିବା ପର୍ଯ୍ୟଟକଙ୍କ ଉପରେ ଲାଗିଲା କଟକଣା ।୫ ରାଜ୍ୟରୁ ଆସୁଥିବା ପର୍ଯ୍ୟଟକଙ୍କ କୋଭିଡ୍ ଟେଷ୍ଟ ହେବା ବାଧ୍ୟତାମୂଳକ କଲା ପୁରୀ ପ୍ରଶାସନ | ହୋଟେଲ୍ ଆସୋସିଏସନ ସହିତ କରୋନା କଟକଣା ନେଇ ଜିଲ୍ଲା ପ୍ରଶାସନର ବୈଠକ ପରେ ଏଭଳି ନିଷ୍ପତ୍ତି ହୋଇଛି । ଏ ନେଇ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି । ୫ଟି ରାଜ୍ୟ ଯଥା ଛତିଶଗଡ଼, ମଧ୍ୟପ୍ରଦେଶ, କେରଳ, ପଞ୍ଜାବ ଓ ମହାରାଷ୍ଟ୍ର । ଏହି ରାଜ୍ୟରୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁ ପୁରୀରେ କଟକଣା ଲାଗୁ କରାଯାଇଛି । ୭୨ ଘଣ୍ଟା ପୂର୍ବର କୋଭିଡ୍ ନେଗେଟିଭ୍ ରିପୋର୍ଟ ଥିଲେ ମିଳିବ ହୋଟେଲରେ ପ୍ରବେଶ ଅନୁମତି ।ଅନ୍ୟପଟେ କରୋନାର ୨ଟି ଡୋଜ୍ ଟିକା ନେଇଥିଲେ, ଏହି ୫ ରାଜ୍ୟରୁ ପୁରୀକୁ ପ୍ରବେଶ ଅନୁମତି ମିଳିବ ବୋଲି ସୂଚନା ଦେଇଛନ୍ତି ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା । ୭ ଦିନରେ ସଂଗରୋଧରେ ରହିଥିଲେ ମଧ୍ୟ ପ୍ରବେଶ ଅନୁମତି ମିଳିବ । ପୁରୀ ଷ୍ଟେସନରେ ଯାତ୍ରୀ ମାନଙ୍କର ଥର୍ମାଲ ସ୍କ୍ରିନିଂ କରାଯାଉଛି । ଲକ୍ଷଣ ଥିଲେ ନମୂନା ସଂଗ୍ରହ କରି ୭ ଦିନ ସଂଗରୋଧରେ ରହିବା ପାଇଁ କୁହାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   25-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026

You Might Also Like