-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ରାଜ୍ୟ

ନେତାଜୀଙ୍କ ପାଇଁ ରାଷ୍ଟ୍ରୀୟ ଶୋକ ପାଳନ ସମ୍ପର୍କରେ ତଥ୍ୟ ଦେବ ଗୃହ ବିଭାଗ 

18-Oct-2020



 ବଲାଙ୍ଗିର ୧୮/୧୦-ଭାରତୀୟ ମୁକ୍ତି ସଂଗ୍ରାମର ଅଗ୍ରଣୀ ଯୋଦ୍ଧା  ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଅନ୍ତର୍ଦ୍ଧାନ ହେବା ଘଟଣାକୁ ୭୫ ବର୍ଷ ବିତିଯାଇଥିଲେ ମଧ୍ୟ ଅଜିବି ପ୍ରତ୍ୟେକ ଭାରତୀୟଙ୍କ ହୃଦୟରେ ସେ ଅମର ହୋଇ ରହିଛନ୍ତି । ନେତାଜୀଙ୍କ ନିଖୋଜକୁ ନେଇ ବିଭିନ୍ନ ସମୟରେ ଭାରତ ସରକାର ସାହାନଓ୍ୟାଜ କମିଶନ, ଖୋସଲା କମିଶନ ଏବଂ ମୁଖାର୍ଜି କମିଶନଙ୍କୁ ତଦନ୍ତ ଦାୟିତ୍ୱ ଦେଇଥିଲେ । ସାହାନଓ୍ୟାଜ ଓ ଖୋସଲା କମିଶନ ରିପୋର୍ଟରେ ନେତାଜୀଙ୍କ ମୃତ୍ୟୁ ବିମାନ ଦୁର୍ଘଟଣାରେ ହୋଇଥିବା କଥା ଦର୍ଶାଯାଇଥବା ବେଳେ  ମୁଖାର୍ଜି କମିଶନ ରିପୋର୍ଟରେ ନେତାଜୀଙ୍କ ମୃତ୍ୟୁ ବିମାନ ଦୁର୍ଘଟଣା ଜନିତ ନୁହେଁ ବୋଲି ଦର୍ଶାଯାଇଥିଲା । ଭାରତ ସରକାର ସାହାନଓ୍ୟାଜ କମିଶନ ଓ ଖୋସଲା କମିଶନ ରିପୋର୍ଟକୁ ଗ୍ରହଣ କରିଥିବା ବେଳେ ମୁଖାର୍ଜି କମିଶନ ରିପୋର୍ଟକୁ ଅଗ୍ରାହ୍ୟ କରିଥିଲେ । ବଲାଙ୍ଗିରର ବିଶିଷ୍ଟ ସୂବନା ଅଧିକାର କର୍ମି ହେମନ୍ତ କୁମାର ପଣ୍ଡା ଏହାକୁ ନେଇ ୨୦୧୬ ମସିହା ଡିସେମ୍ବର ମାସରେ ତତ୍କାଳିନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜିଙ୍କୁ ଏକ ଦାବୀ ପତ୍ର ଦେଇଥିଲେ । ଏହି ଦାବୀ ପତ୍ରରେ ସେ ଉଲ୍ଲେଖ କରିଥିଲେ ୍‌ଯେ, ଭାରତ ସରକାର ସାହାନଓ୍ୟାଜ କମିଶନ ଓ ଖୋସଲା କମିଶନ ରିପୋର୍ଟକୁ ଗ୍ରହଣ କରିଥିଲେ ମଧ୍ୟ ସରକାର ଏପର୍ଯ୍ୟନ୍ତ ନେତାଜୀଙ୍କ ପ୍ରତି ସମ୍ମାନ ପ୍ରଦର୍ଶନ କରି ରାଷ୍ଟ୍ରିୟ ଶୋକ ଘୋଷଣା କରିନାହାନ୍ତି । ସରକାର  ତୁରନ୍ତ ରାଷ୍ଟ୍ରିୟ ଶୋକ ଘୋଷଣା କରିବାକୁ ରାର୍ଷ୍ଟପତି ହସ୍ତକ୍ଷେପ କରନ୍ତୁ ନଚେତ ଗ୍ରହଣ କରିଥିବା ଦୁଇ କମିଶନ ରିପୋର୍ଟକୁ ଅଗ୍ରାହ୍ୟ କରନ୍ତୁ ବୋଲି ପଣ୍ଡା ଉକ୍ତ ପତ୍ରରେ ଉଲ୍ଲେଖ କରିଥିଲେ ।  ଏହି ଦାବୀ ପତ୍ରକୁ ରାଷ୍ଟ୍ରପତିଙ୍କ ସଚିବାଳୟ ପକ୍ଷରୁ ବିହିତ କାର୍ଯ୍ୟାନୁଷ୍ଠାନ ପାଇଁ କେନ୍ଦ୍ର ଗୃହ ବିଭାଗକୁ ହସ୍ତାନ୍ତର କରାଯାଇଥିଲା । ଏହା ଉପରେ କି କାଯ୍‌ର୍୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ଏହା ଜାଣିବା ପାଇଁ ପଣ୍ଡା ସୂଚନା ଅଧିକାର ଅଇନ ବଳରେ କେନ୍ଦ୍ର ଗୁହ ବିଭାଗକୁ କାର୍ଯ୍ୟାନୁଷ୍ଠାନ ନିଅଯାଇଥିବା ତଥ୍ୟ ମାଗିଥିଲେ । କିନ୍ତୁ କେନ୍ଦ୍ର ଗୃହ ବିଭାଗ ପଣ୍ଡାଙ୍କୁ ତଥ୍ୟ ପ୍ରଦାନ ନକରି ଅନ୍ୟ କାର୍ଯ୍ୟାଳୟକୁ ଅନାବଶ୍ୟକ ଭାବେ ହସ୍ତାନ୍ତରିତ କରିଥିଲେ । ଏହାକୁ ନେଇ ପଣ୍ଡା ଉପଯୁକ୍ତ ଫୋରମରେ ଅବେଦନ କରିଥିଲେ । ଶେଷରେ ଜାତୀୟ ସୂଚନା ଅୟୁକ୍ତ  ୟଶବର୍ଦ୍ଧନ କୁମାର ସିହ୍ନା ପଣ୍ଡାଙ୍କ ଅବେଦନର ଶୁଣାଣି କରି ଉପଯୁକ୍ତ ସୂଚନା ପ୍ରଦାନ କରିବା ପାଇଁ ଶୁଣାଣି ସମୟରେ ଉପସ୍ଥିତ ଥିବା ଗୃହ ବିଭାଗର ନିର୍ଦ୍ଦେଶକ (ସୁରକ୍ଷା) ରାକେଶ କୁମାର ପାଣ୍ଡେ ଏବଂ ଉପସଚିବ ଏସ୍‌.କେ.ଝା ଙ୍କୁ ଗତ ୧୬ ତାରିଖ ଦିନ ଦ୍ୱିତୀୟ ଅବେଦନ ନଂ ସି.ଅଇ.ସି/ଏମଏଚଓଏମଇ/ଏ/୨୦୧୮/୧୬୫୯୫୯ ରେ ନିର୍ଦ୍ଦେଶ ଜାରୀ କରିଛନ୍ତି । ସୂଚନା କର୍ମି ପଣ୍ଡାଙ୍କ ଅବେଦନକୁ ଅନାବଶ୍ୟକ ଭାବେ ସ୍ଥାନାନ୍ତରିତ କରିଥିବାରୁ ଗୃହ ବିଭାଗ ଉପ ସଚିବ ଏସ.କେ ଝା କମିଶନଙ୍କ ଠାରେ ଦୁଃଖ ପ୍ରକାଶ କରିଥିଲେ । ଜାତୀୟ ସୂଚନା ଆୟୁକ୍ତଙ୍କ ନିର୍ଦ୍ଦେଶକୁ ସୂଚନା କର୍ମି ପଣ୍ଡା ସ୍ୱାଗତ କରିଥିବା କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like