-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜି : ବିଶ୍ଵ ସ୍ୱାସ୍ଥ୍ୟ ଦିବସ ପାଳନ ଅବସରରେ ସଚେତନତା ସଭା

07-Apr-2021



କଣ୍ଟାବାଞ୍ଜି (ପ୍ରେରଣା ଖବର) ସ୍ୱାସ୍ଥ୍ୟ ହିଁ ସମ୍ପଦ ବାର୍ତ୍ତାକୁ ଲୋକଙ୍କ ପାଖରେ ପହଞ୍ଚେଇବାର ଉଦ୍ଦେଶ୍ୟ ରେ ଆଜି ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି।ତୁରେକେଲା ବ୍ଳକ ଅନ୍ତର୍ଗତ ଚଟୁଅନକା ଗ୍ରାମ ପଞ୍ଚାୟତ ର ମାଝୀପଡା ପ୍ରାଥମିକ ବିଦ୍ୟାଳୟ ଆନୁକୂଲ୍ୟରେ ଅଙ୍ଗନବାଡ଼ି'ଖ' କେନ୍ଦ୍ର ଠାରେ ପ୍ରକୃତିବନ୍ଧୁ ତଥା ଜୁନିଅର ରେଡ଼କ୍ରସ ପରାମର୍ଶଦାତା ବିରଞ୍ଚି ନାରାୟଣ ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଡାକ୍ତର ଜଗନ୍ନାଥ ଦାସ ଠାକୁର, ମୁଖ୍ୟ ଅତିଥି, ସମ୍ମାନିତ ଅତିଥି ଭାବରେ ସମାଜ ସେବୀ ଥମିର ଛତ୍ରିଆ, ଅଙ୍ଗନବାଡ଼ି କର୍ମୀ ସଙ୍ଗୀତା ବଏ,ଶିକ୍ଷକ କିଶୋର ବରିହା, ଦେବକୀ ତାଣ୍ଡି ଯୋଗ ଦେଇଥିଲେ।ପ୍ରଧାନ ଶିକ୍ଷକ ଶ୍ରୀ ଦାଶ ସର୍ବ ପ୍ରଥମେ ବିଶ୍ବ ସ୍ୱାସ୍ଥ୍ୟ ଦିବସ ଉପରେ ଆଲୋକପାତ କରିଥିଲେ ଏବଂ କରୋନା ଉପରେ ସତର୍କତା ଅବଲମ୍ବନ କରିବା ସହିତ ୪୫ବର୍ଷରୂ ଉର୍ଦ୍ଧ୍ବ ବ୍ୟକ୍ତି ମାନେ ନିର୍ଭୟରେ ଯଥାଶୀଘ୍ର କରୋନା ଟୀକା ନେବାକୁ ଅନୁରୋଧ କରିଥିଲେ ଏବଂ ଆଗାମୀ ଦିନରେ କରୋନା ନହେବାକୁ ପ୍ରତିକାରମୂଳକ ହୋମିଓପ୍ୟାଥିକ  ଔଷଧ ବଣ୍ଟନ ଶିବିର ଆୟୋଜନ କରି 

ଔଷଧ ବିତରଣ କରିବାକୁ  ଘୋଷଣା କରିଥିଲେ।ଉପସ୍ଥିତ ଅତିଥି ମାନେ ପୁନର୍ବାର କରୋନା ଫେରୁଥିବାରୁ ମାସ୍କ ପରିଧାନ, ସାମାଜିକ ଦୂରତା ଓ ସାବୁନରେ ହାତ ଧୋଇଵା ଉପରେ ଗୁରୁତ୍ୱ ଦେବାକୁ 

କହିଥିଲେ।ପରିଶେଷରେ ଉପସ୍ଥିତ ଗ୍ରାମବାସୀ ନିଜ ନିଜର ସ୍ୱାସ୍ଥ୍ୟ ସୁରକ୍ଷା ଉପରେ ଧ୍ୟାନ ଦେବାକୁ ପ୍ରତିଶ୍ରୁତି ଦେଇଥିଲେ।ପରିଶେଷରେ ଉପସ୍ଥିତ ଜନ ସାଧାରଣ ଙ୍କୁ ମାସ୍କ ଓ ସାବୁନ ବଣ୍ଟନ କରାଯାଇଥିଲା।


News Comment




Photo in News

Advertisment
Lastest News
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026

You Might Also Like