-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||     

HOME   ଜିଲ୍ଲା

ଆବାସ ଗୃହକୁ ଚାହଁ ଚାହିଁ ଖୋଲା ଆକାଶ ତଳେ ଜୀବନ ବିତାଉଛନ୍ତି ଛବି

07-Apr-2021



ବଲାଙ୍ଗିର,(ସନ୍ତୋଷ କୁମାର ଠାକୁର)- ବଲାଙ୍ଗୀର ସଦର ବ୍ଲକ ଚନ୍ଦନଭାଟି ଗାଁ ଛବି ପଟେଲ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସମିଲ ହୋଇଥିଲେ । ଗତ ଜାନୁୟାରୀ ମାସରେ ତାଙ୍କ ଘରକୁ ଜିଓଟେକ୍ କର୍ମଚାରୀ ମାନେ ଆସି କାଗଜପତ୍ର ଭେରିଫିକେସନ୍ କରିଥିଲେ । ତେବେ ସେମାନେ ଘର ଭାଙ୍ଗୀ ନିହ ଖୋଳିବା ପାଇଁ ଛବିକୁ କହିବା ପରେ ସରକାରୀ ଟଙ୍କା ମିଳିଲେ ନୂତନ ଘର ନିର୍ମାଣ ଆଶାରେ ପୁରୁଣା ଘରକୁ ଭାଙ୍ଗି ଦେଇଥିଲେ । ତେବେ ଆଜି ପର୍ଯ୍ୟନ୍ତ ଛବି ପଟେଲଙ୍କୁ ଆବାସ ଯୋଜନା ବାବଦକୁ ଅର୍ଥ ମିଳିପାରି ନାହିଁ । ଦିନ ମଜୁରିଆ କାମ କରୁଥିବା ଛବି ଅର୍ଥ ଅଭାବରୁ ନିଜ ଭାଙ୍ଗିଯାଇଥିବା ଘରକୁ ସଳଖାଇ ମଧ୍ୟ ପାରୁନଥିବା ବେଳେ ଖରା, ବର୍ଷା ଓ ଶୀତରେ ଖୋଲା ଆକାଶ ତଳେ ରହୁଛନ୍ତି । ଏପରିକି ଛବି ଆବାସ ଯୋଜନା କରାଇ ଦେବା ପାଇଁ ଜିଓଟେକ୍ କର୍ମଚାରୀଙ୍କ ୫ଶହ ଟଙ୍କା ଓ ବ୍ଲକ କର୍ମଚାରୀ ମାନଙ୍କୁ ୫ହଜାର ଟଙ୍କା ହାତଗୁଞ୍ଜାଦେଇ ସାରିଛନ୍ତି । ଦୀର୍ଘ ୪ ମାସ ହେଲା ବ୍ଲକ ଓ ପଂଚାୟତକୁ ଦୌଡି ଦୌଡି ହିତାଧିକାରୀ ଜଣକ ନୟାନ୍ତ ହୋଇଗଲେଣି ।  ଏବେ ବିଚରା ଛବି ଅବାସ ଯୋଜନାରେ ଘର ଖଣ୍ଡିଏ କେବେ ମିଳିବ, ତାହାକୁ ଚାତକ ପରି ଚାହିଁ ବସିଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026

You Might Also Like