-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||     

HOME   ଜିଲ୍ଲା

ସଇଁନ୍ତଲା -ବିଶ୍ୱ ସ୍ୱାସ୍ଥ୍ୟ ଦିବସ ପାଳିତ

07-Apr-2021



ସଇଁନ୍ତଲା,  ସଇଁନ୍ତଲା ବ୍ଲକ ଅନ୍ତର୍ଗତ ଡେଙ୍ଗ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ଜୁନିୟର ରେଡକ୍ରସ ତରଫରୁ କଲୋନିପଡା ଓ ବିଦ୍ୟାଳୟରେ ବିଶ୍ୱ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ଜୁନିୟର ରେଡକ୍ରସ କାଉନସିଲର ରାମ ନାରାୟଣ ଦାଶଙ୍କ ସଂଯୋଜନା କାର୍ଯ୍ୟକ୍ରମରେ ପ୍ରଧାନ ଶିକ୍ଷକ ବିଶ୍ୱନାଥ ମେହେର ସଭାପତିତ୍ୱ କରିଥିଲେ । ମୁଖ୍ୟଅତିଥି ଭାବରେ ସଇଁନ୍ତଲା ଡାକ୍ତରଖାନାର ଡ. ବିଶ୍ୱଜିତ ମିଶ୍ର

ଚଳିତ ବର୍ଷର ବାର୍ତ୍ତା - “ଜଳବାୟୁ ପରିବର୍ତ୍ତନ ପ୍ରକୋପରୁ ସ୍ୱାସ୍ଥ୍ୟକୁ ସୁରକ୍ଷିତ ରଖିବା” ପ୍ରଦାନ କରିବା ସହ ସ୍ୱାସ୍ଥ୍ୟ ସହ ଜଳବାୟୁ ପରିବର୍ତ୍ତନର ମହତ୍ୱପୂର୍ଣ୍ଣ ସଂପର୍କ ରହିଛି ବୋଲି ମତ ପ୍ରକାଶ କରିଥିଲେ । କରୋନା ଭୂତାଣୁର ଦ୍ୱିତୀୟ ଦଫା ସଂକ୍ରମଣ ନେଇ ସଚେତନତା ଆବଶ୍ୟକ ଲକ୍ଷ୍ୟ କରି ସାମାଜିକ ଦୂରତା, ହାତ ଧୋଇବା, ମାକ୍ସ ପରିଧାନ କରିବା ପାଇଁ ଲୋକମାନଙ୍କୁ ଓ ଛାତ୍ର ଛାତ୍ରୀମାନଙ୍କୁ କାଉନସିଲର ଶ୍ରୀଦାଶ ଅବଗତ କରାଇଥିଲେ । ଏହି ଅବସରରେ ଗ୍ରାମବାସୀଙ୍କୁ ଜୁନିୟର ରେଡକ୍ରସ ତରଫରୁ ସାବୁନ ଓ ମାକ୍ସ

ବଣ୍ଟନ କରାଯାଇଥିôଲା । ପୂର୍ବରୁ କୋଭିଡ-୧୯ ନିୟମ ପାଳନ କରି ବିଦ୍ୟାଳୟରେ ମଧ୍ୟ ପ୍ରତି ସେକ୍ସନରେ ବିଶ୍ୱ ସ୍ୱାସ୍ଥ୍ୟ ଦିବସ ବିଷୟରେ ସୂଚନା ଦିଆଯାଇଥିଲା । କାର୍ଯ୍ୟକ୍ରମରେ ଶିକ୍ଷକ ସୁଦର୍ଶନ ଦାଶ, ଗ୍ରାମବାସୀ ବିଘ୍ନରାଜ ରଣା, ପଦ୍ମିନୀ ଭୋଇ, ଲମ୍ବ ଜାନି, ଭୂମି ମାଝି ତଥା ଅନ୍ୟାନ୍ୟ ବ୍ୟକ୍ତି ବିଶେଷ ସହଯୋଗ କରିଥିଲେ । ଶିକ୍ଷୟତ୍ରୀ ରେଣୁକା ସାହୁ  କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଶିକ୍ଷୟତ୍ରୀ ଗାୟତ୍ରୀ ବାରିକ ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026

You Might Also Like