-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||     

HOME   ଜିଲ୍ଲା

ବିଶ୍ୱ ସ୍ୱାସ୍ଥ୍ୟ ଦିବସ ପାଳିତ

07-Apr-2021



ସୋନପୁର,(ପ୍ରେରଣା ଖବର)-ସ୍ଥାନୀୟ ଗଙ୍ଗାଧର ମେହେର ଉଚ୍ଚ ବିଦ୍ୟାଳୟ, ସାଗରପାଲି ପ୍ରାଙ୍ଗଣରେ ଜିଲ୍ଲା ଜୁନିଅର ରେଡକ୍ରସ ତରଫରୁ ବିଶ୍ୱ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି । ମୁଖ୍ୟଅତିଥି ଭାବରେ ଜିଲ୍ଲା ଶିକ୍ଷା ଅଧିକାରୀ ପୁଷ୍ପା ମିଞ୍ଜ ଯୋଗଦାନ କରି   ଆମେ ସମସ୍ତେ ମାସ୍କ ପରିଧାନ କରିବା, ସାମାଜିକ ଦୂରତା ପାଳନ କରିବା ଏବଂ ବାରମ୍ବାର ହାତ ଧୋଇ କରୋନାକୁ ହରାଇବାକୁ ଆହ୍ୱାନ ଦେଇଥିଲେ । ଆବଶ୍ୟକୀୟ

ଉପାୟ ସମସ୍ତ  ଅନୁପାଳନ କରି  କରୋନା ଭୂତାଣୁକୁ ହରାଇବା ଏବଂ ଆଗାମୀ ଦିନରେ ଦେଶକୁ ପ୍ରଗତିଶୀଳ କରିବାରେ ପ୍ରୟାସ କରିବାକୁ ହେବ ବୋଲି ସମ୍ମାନୀତ ଅତିଥି ଜିଲ୍ଲା ଜୁନିଅର ରେଡକ୍ରସ ସଂପାଦକ ହିମାଂଶୁ ଶେଖର କର ମତବ୍ୟକ୍ତ କରିଥିଲେ । ସଭା କାର୍ଯ୍ୟରେ ସାଗରପାଲି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଶନ୍ନ କୁମାର ସାହୁ ସଭାପତିତ୍ୱ କରିଥିଲେ । ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ପରାମର୍ଶଦାତା ବନବାସ ମେହେର ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ ।  ଭାରତୀୟ ରେଡକ୍ରସ  ଓଡିଶା ଶାଖା ତରଫରୁ ଜିଲ୍ଲା ଜୁନିଅର 

ରେଡକ୍ରସ ସଂଯୋଜନାରେ ଯୋଗାଇ ଦିଆଯାଇଥିବା ହାଇଜିନ କିଟ୍‌, ସାବୁନ ଏବଂ ମାସ୍କ ଗୁଡିକୁ  ଅତିଥି ମାନେ ସାଗରପାଲି, ଶାଗଜୁରି ,ଖରଝୁରା ଏବଂ ମଲ୍ଲିକମୁଣ୍ଡା ଗ୍ରାମରେ ବସବାସ କରୁଥିବା ଆର୍ଥିକ ଦୃଷ୍ଟିରୁ ଅବହେଲିତ ପରିବାରକୁ  ବଂଟନ କରାଯାଇଥିଲା । କବି ବନବାସ ମେହେରଙ୍କ ସ୍ୱରଚିତ ମହାନଦୀ ପୁସ୍ତକ ଜିଲ୍ଲା ଶିକ୍ଷାଧିକାରୀ ପୁଷ୍ପା ମିଞ୍ଜଙ୍କ କରକମଳରେ ତଥା ଅତିିଥି ବୃନ୍ଦଙ୍କ ଗହଣରେ ଉନ୍ମୋଚିତ ହୋଇଥିଲା । ସାଧନ କର୍ମି ଝସକେତନ ମେହେର ଉପସ୍ଥିତ ଥିବା ସମସ୍ତ ପରିବାରର ସଦସ୍ୟଏବଂ ସ୍ୱେଚ୍ଚା ସେବକ ମାନଙ୍କୁ ହାତ ଧୋଇବାର ସଠିକ ପ୍ରଣାଳୀ ଶିଖାଇଥିଲେ ଏବଂ କରୋନାରୁ ନିଜକୁ ସୁରକ୍ଷିତ କରିବାକୁ ମତବ୍ୟକ୍ତ କରିଥିଲେ । ବରିଷ୍ଠ ସାଧନ କର୍ମି ତଥା ବିନିକା ବିସିସି ଅନନ୍ତରାମ ପାଢୀ, ପ୍ରତାପପୁର ପ୍ରଧାନ ଶିକ୍ଷକ ତଥା ପରାମର୍ଶଦାତା ଗୋପେଶ ପଣ୍ଡା, ରବିନ୍ଦ୍ର କୁମାର ମିଶ୍ର, ମନିଶ କୁମାର ପଣ୍ଡା, ଅରକ୍ଷିତ ସାହୁ, ଉାମେଶ ମେହେର ପ୍ରମୁଖ  କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।  ଜିଲ୍ଲା ସାଧନ କର୍ମି ଚନ୍ଦ୍ର ଶେଖର ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026

You Might Also Like